ଆମ ଜିଲା ଖବର

ବିଦାୟ ନେଲେ ଦୁର୍ଗତିନାଶିନୀ

ଢେଙ୍କାନାଳ ଅଫିସ, ୧୦।୧୦ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସିମିନଈ ଅଞ୍ଚଳରେ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି ଶାରଦୀୟ ଦୁର୍ଗାପୂଜା। ମିଳିତ ଭସାଣି ଶୋଭାଯାତ୍ରାରେ ୧୦ ମେଢ଼ ସାମିଲ ହୋଇଥିଲେ। ବାଜାବାଣ, ପାରମ୍ପରିକ ନୃତ୍ୟରେ ଅଞ୍ଚଳ ଦୁଲୁକି ଉଠିଥିଲା। ସିମିନଈ…

ମେଲାଣି ନେଲେ ମା’: ଦୁଲୁକିଲା ସହର

କାମାକ୍ଷାନଗର, ୧୦।୧୦(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଦଶହରାର ଅନ୍ତିମପର୍ବ ଭସାଣି ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମିଳିତ ଭସାଣି ଶୋଭାଯାତ୍ରାରେ ୧୫ ମେଢ଼ ମଧ୍ୟରୁ ୧୪ଟି ସାମିଲ ହୋଇଥିଲେ। ବାଜାବାଣ ସାଙ୍ଗକୁ ପାରମ୍ପରିକ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ସମଗ୍ର…

ଦୁଦୁରୁକୋଟରେ ମହାମାୟାଙ୍କ ମହାପାର୍ବଣ: ବୀରତ୍ୱ ଦେଖାଇଲେ ପାଇକ

ସାତମାଇଲ, ୧୦।୧୦(ଡି.ଏନ୍‌.ଏ.) – ସ୍ବାଧୀନତା ସଂଗ୍ରାମରେ ବ୍ରିଟିଶ ବିରୋଧରେ ଲଢ଼େଇ କରି ପରାକ୍ରମ ଦେଖାଇଥିଲେ ବୀର ପାଇକ। ଦେଶମାତୃକା ସେବାରେ ପ୍ରାଣବଳି ଦେଇଥିବା ଏହି ଦୁର୍ଦ୍ଦଶ ଜାତିର ଇତିହାସ ଆଜି ବି ସାଇତା ହୋଇରହିଛି। ମହାପାର୍ବଣ ଅବସରରେ ବୀର ପାଇକମାନେ ପୁଣିଥରେ…

ଦାରିଙ୍ଗବାଡ଼ିକୁ ୮ ସ୍ବର୍ଣ୍ଣ, ୪ ରୌପ୍ୟ, ୩ ବ୍ରୋଞ୍ଚ

ଦାରିଙ୍ଗବାଡ଼ି,୧୦।୧୦(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଟାଏକୋଣ୍ଡୋ ସଂଘର ଖେଳାଳିମାନେ ବଲାଙ୍ଗିର ଜିଲା ଟିଟିଲାଗଡ଼ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବେଶ୍‌ ସଫଳତା ପାଇଛନ୍ତି। ଦାରିଙ୍ଗବାଡ଼ିକୁ ୮ ସ୍ବର୍ଣ୍ଣ, ୪ ରୋପ୍ୟ, ୩ ବ୍ରୋଞ୍ଜ ପଦକ ମିଳିଛି। ୮ଟି ସ୍ବର୍ଣ୍ଣପଦକ…

ଗାଡ଼ିରେ ମହାକାଶ ବିଜ୍ଞାନ ପ୍ରଦର୍ଶନୀ

ଫୁଲବାଣୀ ଅଫିସ, ୧୦ା୧୦- କନ୍ଧମାଳ ଜିଲା ଫୁଲବାଣୀ କରୋନେଶନ ପଡିଆରେ ୨ ଦିନ ଧରି ଏକ ବସ୍‌ରେ ମହାକାଶ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନ ହୋଇଥିଲା। ମହାକାଶ ପ୍ରଯୁକ୍ତିବିଦ୍ୟାର ଜନକ ଡ. ବିକ୍ରମ ସରାଭାଇଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଇସ୍ରୋ ପକ୍ଷରୁ…

୬ ଆନ୍ତଃଜିଲା ଡକାୟତ ଗିରଫ

ବାଲିଗୁଡା,୧୦ା୧୦.(ଡି.ଏନ.ଏ.) – କନ୍ଧମାଳ ଜିଲା ବାଲିଗୁଡା ଥାନା କଞ୍ଜାଲଗୁ ଘାଟିରେ ବାଲିଗୁଡା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ୬ମାସ ଧରି ଉକ୍ତ ଘାଟିରେ ଏହି ଗ୍ୟାଙ୍ଗ ଆତଙ୍କ ଖେଳାଇଥିଲେ। ସେହି ରାସ୍ତାରେ ଯାତାୟାତ କରୁଥିବା ବାଇକ…

ପଲିଥିନ ପ୍ଲାଷ୍ଟିକ୍‌ ଚଢ଼ାଉ: ଦିନକରେ ୫୫ ହଜାର ଟଙ୍କା ଜରିମାନା

ବ୍ରହ୍ମପୁର ଅଫିସ,୧୦ା୧୦-ପଲିଥିନ୍‌, ପ୍ଲାଷ୍ଟିକ୍‌ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ କରାଯାଇଛି। ଆକ୍ଟୋବର ୨ରୁ ପ୍ଲାଷ୍ଟିକ, ପଲିଥିନ୍‌ ସାମଗ୍ରୀକୁ ସମ୍ପୂର୍ଣ୍ଣ ବନ୍ଦ ଘୋଷଣା ପରେ ବିଏମ୍‌ସି ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ଏନେଇ ବିଏମ୍‌ସି ପକ୍ଷରୁ ଗଠିତ ୮ ଜଣିଆ…

୨ ପରିବାର ମଧ୍ୟରେ ସଂଘର୍ଷ, ୬ ଆହତ

ଭଞ୍ଜନଗର,୧୦ା୧୦(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ତୁରୁମରେ ସୋମବାର ରାତିରେ ୨ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ସଂଘର୍ଷ ହୋଇଛି। ଏଥିରେ ଉଭୟ ପକ୍ଷର ୬ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଦୀପ ପଣ୍ଡାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ…

ସମ୍ପର୍କୀୟ ଜୋଇଁ ନେଲା ଶ୍ୱଶୁର ଜୀବନ, ଜୋଇଁଙ୍କ ଥାନାରେ ଆତ୍ମସମର୍ପଣ

ହାତୀଓଟ/ପୋଲସରା,୧୦ା୧୦-ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବଣରାମଚନ୍ଦ୍ରପୁର (ଦଶମଇଲି) ନିକଟରେ ବୁଧବାର ମଧ୍ୟାହ୍ନରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛିି। ଗୋଚର ଜମିକୁ କେନ୍ଦ୍ର କରି ସମ୍ପର୍କୀୟ ଜୋଇଁଙ୍କ ଦ୍ୱାରା ଶ୍ୱଶୁରର ଜୀବନ ଯାଇଛି। ଜୋଇଁ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପ୍ରକାଶ…

ସିଟି ହସ୍ପିଟାଲ୍‌ରେ ଅଚାନକ ପହଞ୍ଚିଲେ ଜିଲାପାଳ: ଦୁଇ ଔଷଧ ଦୋକାନ ବନ୍ଦ

ବ୍ରହ୍ମପୁର ଅଫିସ୍‌,୧୦ା୧୦-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବା ପରଠୁ ବରିଷ୍ଠ ପ୍ରଶାସକମାନେ ସାଧାରଣ ଲୋକଙ୍କ ପାଖକୁ ଯାଇ ସୁବିଧା ଅସୁବିଧା ବୁଝୁଛନ୍ତି। ଏହି କ୍ରମରେ ବୁଧବାର ଅପରାହ୍ନରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌…

ମେଲାଣି ନେଲେ ମା’ ଦୁର୍ଗା

ଭଦ୍ରକ ଅଫିସ, ୧୦।୧୦- ଭଦ୍ରକ ସହରର ବିଭିନ୍ନ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଥିବା ମା’ ଦୁର୍ଗା ବୁଧବାର ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ବାଜଣା ଓ ଡିଜେର ଧୁମ୍‌ରେ ମା’ଙ୍କୁ ବିଦାୟ ଦିଆଯାଇଛି। ସହରର ପ୍ରମୁଖ ମେଢ଼ଗୁଡିକ ରାଜଘାଟସ୍ଥିତ ସାଳନ୍ଦୀ ନଦୀ…

ଅବହେଳିତ ଗଁ। ତୁଳିପଦୀ

ବନ୍ତ, ୧୦ା୧୦(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ତୁଳିପଦୀ ଗଁ। ଅବହେଳିତ। ଯାତାୟାତ ଲାଗି ଏହି ଗଁ। କୁ ସବୁଦିନିଆ ଭଲ ରାସ୍ତା ନାହିଁ। ଗଁ। ମୁଣ୍ଡରେ ଥିବା ବିଦ୍ୟାଳୟକୁ ଭଲ ରାସ୍ତା ନ ଥିବାରୁ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?