ଆମ ଜିଲା ଖବର

ବିଜୟା ଦଶମୀରେ ଶ୍ରୀରଘୁନାଥଜୀଉଙ୍କ ସୁନାବେଶ

ଓଡ଼ଗାଁ,୧୦ା୧୦(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ମନ୍ଦିରରେ ସୋମବାର ବିଜୟା ଦଶମୀ ପାଳିତ ହୋଇଯାଇଛି। ଏହି ତିଥିରେ ପ୍ରଭୁ, ମା’ ସୀତା ଓ ଅନୁଜ ଲକ୍ଷ୍ମଣ ସୁନା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥିଲେ। ରାମାୟଣ ଅନୁସାରେ ଏହି ଦିନ ପ୍ରଭୁ ମା ଦୁର୍ଗାଙ୍କୁ…

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ ରଣପୁର ରାଜନଅରରେ ଅବସ୍ଥାପନ କରିବା ପରେ ରଣପୁର ଚଳଚଞ୍ଚଳ ହୋଇଉଠିଥିଲା ।ପ୍ରତ୍ୟେକ ବର୍ଷ ମା’…

ନବନିର୍ମାଣ କୃଷକ ସଙ୍ଗଠନର ସମାବେଶ

ନୟାଗଡ଼ ଅଫିସ,୧୦ା୧୦: ନବନିର୍ମାଣ କୃଷକ ସଙ୍ଗଠନର ନୟାଗଡ଼ ଜିଲାସ୍ତରୀୟ ସମାବେଶ ବୁଧବାର ସହରସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଯୋଜକ ମହେଶ୍ୱର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାବେଶରେ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଯୋଗଦେଇ ଚାଷୀକୁଳ ଅସଙ୍ଗଠିତ ହୋଇଥିବାରୁ…

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଗତ ଅଗଷ୍ଟ ୧୮ରୁ ୨୬ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ…

ସ୍ତ୍ରୀ, ପିଲାଙ୍କୁ ଛାଡ଼ି କାଠଯୋଡ଼ିକୁ ଡେଇଁଲେ ଯୁବକ

କଟକ ଅଫିସ/ଫୁଲନଖରା, (ଡି.ଏନ.ଏ.)୯ା୧୦: ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ନିଆଳି ଥାନା ଅଧୀନ କରଞ୍ଜ ଗ୍ରାମର ପ୍ରଧାନ ଦେବବ୍ରତ ମହାପାତ୍ର। ଖବରପାଇ ଓଡ୍ରାଫ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ ମଧ୍ୟ…

ମା’ଙ୍କୁ ମେଲାଣି: ବାଜାବାଣରେ ଦୁଲୁକିଲା କାମାକ୍ଷାନଗର

କାମାକ୍ଷାନଗର, ୯।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଦଶହରାର ଅନ୍ତିମପର୍ବ ଭସାଣି ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମିଳିତ ଭସାଣି ଶୋଭାଯାତ୍ରାରେ ୧୫ଟି ମେଢ଼ ମଧ୍ୟରୁ ୧୪ଟି ସାମିଲ ହୋଇଥିଲେ। ବାଜାବାଣ ସାଙ୍ଗକୁ ପାରମ୍ପରିକ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ସମଗ୍ର ସହର। ହଜାର…

ଭସାଣି ପାଇଁ କମ୍ପୁଛି ବୀରମହାରାଜପୁର

ଅମରପାଲି, ୯।୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ବ୍ଲକ ବୀରମହାରାଜପୁର ଅଞ୍ଚଳରେ ହେଉଥିବା ଦଶହରା ପୂଜା ଉଦ୍‌ଯାପିତ ହୋଇଛି। ସଦର ବୀରମହାରାଜପୁରରେ ତିନୋଟି ସ୍ଥାନରେ ପୂଜା ହୋଇଥିଲା। ସ୍ଥାନୀୟ ତ୍ରିବେଣୀ ଛକ, ବସଷ୍ଟାଣ୍ଡ ଓ ଉଫୁଲାଠାରେ ହୋଇଥିବା ମେଢ଼, ତୋରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦର୍ଶକ…

ଅବକାରୀ ଚଢ଼ାଉ, ୬ ଗିରଫ

ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬ଜଣଙ୍କୁ ଗିରଫ କରାଯାଇଛି। ଭୁବନ ଥାନା ଟିପିଲେଇ ଛକ ଏବଂ ପଳାସପିଠିଆରୁ ୮୦ ବୋତଲ ବିଦେଶୀ ମଦ ସହ ଏକ ବାଇକ୍‌ ଜବତ…

ବଜ୍ରପାତରେ ଜଣେ ମୃତ

ଚମ୍ପୁଆ, ୯।୧୦(ଡି.ଏନ.ଏ.): ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତର ଇନ୍ଦ୍ରପ୍ରସ୍ଥ ଠାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନାଥ ଚନ୍ଦ୍ର ମହାନ୍ତ। ଖବର ଅନୁସାରେ ବୁଧବାର ଅପରାହ୍ନରେ ନାଥ ଚନ୍ଦ୍ର ଘର ଆଗରେ ବସିଥିବା ବେଳେ ବଜ୍ରପାତର ଶିକାର…

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ: ରାଧାଦାମୋଦର ବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ, ୯ା୧୦: ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ବୁଧବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ…

ବାଇକ୍‌ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍‌କୁ ସ୍ଥାନାନ୍ତର ହେବା ରାସ୍ତାରେ ହାତକଡ଼ି ସହ ବାଇକ୍‌ରୁ ଡେଇଁ ମଙ୍ଗଳବାର ସନ୍ଧ୍ୟାରେ ଚମ୍ପଟ ମାରିଥିଲେ। ପୋଲିସ୍‌ ଖୋଜାଖୋଜି କରି…

ଛାତ୍ରୀଙ୍କୁ ଗଣବଳାତ୍କାର ଅଭିଯୋଗ, ୨ ଯୁବକ ଅଟକ

ଆଳି, ୯।୧୦ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ବୁଧବାର ମାନପୁର ଅଞ୍ଚଳର ୨ଜଣ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଘଟଣା ମୁତାବକ, ଗତ ୬ ତାରିଖ ରାତିରେ ପୀଡ଼ିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?