ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୮ ଘଣ୍ଟାପରେ ନିଖୋଜ ପିଙ୍କିଙ୍କ ମୃତଦେହ ଉଦ୍ଧାର
ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀରେ ଭାସିଯାଇ ଗତ ରବିବାରଠାରୁ ନିଖୋଜଥିବା ପିଙ୍କି ବିଶ୍ୱକର୍ମା(୧୪)ଙ୍କ ମୃତଦେହ ୭୮ ଘଣ୍ଟାପରେ ମମହାନଦୀ ଦ୍ୱିତୀୟ ସେତୁ ନିକଟରୁ ବୁଧବାର ଉଦ୍ଧାର କରାଯାଇଛି । ସୂଚନାଯୋଗ୍ୟ, ରବିବାର ମହାନଦୀକୁ ଗାଧୋଇବାକୁ ଯାଇ ୬ ଯୁବତୀ ନଦୀରେ…
ବାହାନଗା ବ୍ଲକରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା, ଯୋଗଦେଲେ ବିଧାୟକ, ଏମ୍ପି
ବାହାନଗା,୯।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡ଼ୁ ପଞ୍ଚାୟତ ଥାଲସଡ଼ା ଗ୍ରାମରେ ବିଜେଡି ପକ୍ଷରୁ ବୁଧବାର ଜନ ସମ୍ପର୍କ ପଦଯାତ୍ରା ହେବା ସହ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାରେ ବିଧାୟକ ପର୍ଶୁରାମ ଧଡ଼ା, ଏମ୍ପି ମଞ୍ଜୁଲତା ମଣ୍ଡଳ…
ହିନ୍ଦୁ ଦେବଦେବୀଙ୍କ ଫଟୋ ପୋଡ଼ିବା ଘଟଣା: ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର
ରାୟଗଡ଼ା ଅଫିସ, ୯।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପାଞ୍ଚାଳୀ ଗ୍ରାମରେ ବିଭିନ୍ନ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଯୁବକ ଗିରଫ ହୋଇଥିଲେ । ଅଭିଯୁକ୍ତ ଏହି ଗ୍ରାମର କିଛି…
୩ ଜୁଆ ଆଡ୍ଡାରେ ଚଢ଼ାଉ: ୧୦ ଗିରଫ, ୨୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୯।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ପୋଲିସ ମଙ୍ଗଳବାର ରାତିରେ ତିନୋଟି ଜୁଆ ଅଡ୍ଡାରେ ଚଢ଼ାଉ କରି ପୃଥକ୍ ଭାବେ ୧୦ ଜୁଆଡ଼ିଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ନଗଦ ୨୨ ହଜାର ୯ ଶହ ୮୦ ଟଙ୍କା ଓ…
ରାମେଶ୍ୱର ଅଞ୍ଚଳରେ ହାତୀ ଆତଙ୍କ: ଫାର୍ମହାଉସ୍ କର୍ମଚାରୀଙ୍କୁ ଶୁଣ୍ଡରେ ଟେକି କଚାଡ଼ିଲା ଦନ୍ତା
ନିରାକାରପୁର,୯।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ଏକ ଫାର୍ମହାଉସ୍ର ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀ ବୁଧବାର ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ରାମେଶ୍ୱର ଉପର ସାହିର ପଙ୍କଜ ବିଶ୍ୱାଳ(୫୮)। ଫାର୍ମହାଉସ୍ର ସିକ୍ୟୁରିଟି ଗାର୍ଡ ଦେଇଥିବା ସୂଚନାନୁଯାୟୀ, ଉକ୍ତ ଫାର୍ମହାଉସ୍ରେ…
ସ୍ତ୍ରୀଙ୍କ ସହ ବଚସା: ପୋଲ ଉପରୁ କାଠଯୋଡ଼ିକୁ ଡେଇଁଲେ ସ୍ବାମୀ, ଉଦ୍ଧାର କାର୍ଯ୍ୟ ଜାରି
କଟକ ଅଫିସ,୯।୧୦: ସ୍ତ୍ରୀଙ୍କ ସହ ବଚସା ପରେ ନଦୀକୁ ଡେଇଁଲେ ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲା କାଠଯୋଡ଼ି ନଦୀ ପୋଲ ଉପରେ। ସୂଚନାଯୋଗ୍ୟ, କୌଣସି କଥାକୁ ନେଇ ସ୍ତ୍ରୀଙ୍କ ସହ ବଚସା ହେବା ପରେ ଜଣେ…
୧୪୨ତମ ଗୋପବନ୍ଧୁ ଜୟନ୍ତୀ: ଚଳଚଞ୍ଚଳ ଜନ୍ମପୀଠ ସୁଆଣ୍ଡୋ, ସତ୍ୟବାଦୀ; ଅପରାହ୍ନରେ ପହଞ୍ଚିବେ ରାଜ୍ୟପାଳ
ସାକ୍ଷୀଗୋପାଳ,୯।୧୦(ଡି.ଏନ୍.ଏ.)- ନିସ୍ବାର୍ଥପର ଜନସେବୀ, ଓଡ଼ିଆଜାତିର ଦରଦୀ ପ୍ରାଣ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୧୪୨ତମ ଜୟନ୍ତୀ ବୁଧବାର ପାଳିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ସମାବେଶକୁ ନେଇ ପୁଣ୍ୟାତ୍ମାଙ୍କ ଜନ୍ମପୀଠ ସୁଆଣ୍ଡୋଠାରୁ କର୍ମପୀଠ ସତ୍ୟବାଦୀ ବକୁଳବନ ଚଳଚଞ୍ଚଳ ହୋଇଉଠିଛି । ଉତ୍କଳମଣିଙ୍କ ସହିତ ପଞ୍ଚସଖାଙ୍କ ପ୍ରତିମୁର୍ତ୍ତି…
୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା
ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବରଗଡ ଜିଲା ପୋଲିସ ମୁଖ୍ୟାଳୟରେ…
ବିଭିନ୍ନ ଦାବିନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବନ୍ତ,୯।୧୦(ଡି.ଏନ୍.ଏ): ବିଭିନ୍ନ ଦାବିନେଇ ଭଦ୍ରକ ଜିଲା ବନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇ ଜୋନ୍ କମିଟି ପକ୍ଷରୁ ବୁଧବାର ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, କଂକ୍ରିଟ ରାସ୍ତା ନିର୍ମାଣରେ ଅନିୟମିତତା ଆଦି ଦାବିରେ ବରିଷ୍ଠ ନେତା ଗୋପବନ୍ଧୁ ସେଠୀ,…
ଅନ୍ଧବିଶ୍ୱାସ: ବଜ୍ରପାତରେ ମୃତ ବୃଦ୍ଧଙ୍କୁ ଗୋବରରେ ପୋତି ଦେଲେ ପରିବାର ଲୋକେ
ପାଟଣା,୯।୧୦(ସ୍ବ.ପ୍ର.) :କେନ୍ଦୁଝର ଜିଲା ପାଟଣା ଥାନା ମାଛଗଡ ପଞ୍ଚାୟତ ଅନ୍ତର୍ଗତ ଦୁଧିନାଳି ଗ୍ରାମରେ ବଜ୍ରପାତରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଜଙ୍ଗରାଇ ମୁଣ୍ଡାଙ୍କ ପୁଅ ପାଣ୍ଡୁ ମୁଣ୍ଡା(୫୫)। ତାଙ୍କ ମୃତ୍ୟୁପରେ ତାଙ୍କ ପରିବାର ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ…
କ୍ୟାନ୍ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍ ନୋଟ୍ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’
କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା କାଶିଆ ଗ୍ରାମର ମନୋଜ ମହାନ୍ତ। ସେ ଅବିବାହିତ ଥିବା ବେଳେ ଯକୃତ କ୍ୟାନ୍ସର ପୀଡ଼ିତ…
ମାନେଶ୍ୱର ରାବଣ ପୋଡ଼ି: ରାମଙ୍କ ବଦଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ; ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ
ସମ୍ବଲପୁର,୯।୧୦ (ବ୍ୟୁରୋ): ସମ୍ବଲପୁର ସହର ଉପକଣ୍ଠ ସାର୍ବଜନୀନ ଦୁର୍ଗାପୂଜା ଧୁମ୍ଧାମ୍ରେ ପାଳନ ହୋଇଥିଲା। ମଙ୍ଗଳବାର ସନ୍ଧ୍ୟାରେ ରାବଣ ପୋଡି ପାଇଁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ସରିଥିଲା । ରୀତିନୀତି ଅନୁସାରେ ରାମ, ଲକ୍ଷ୍ମଣ ଶୋଭାଯାତ୍ରାରେ ଆସି ରାବଣ ଦେହରେ ଅଗ୍ନି ସଂଯୋଗ…

