ଆମ ଜିଲା ଖବର

ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ପରଜଙ୍ଗ, ୩।୧୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ଗୁରୁତର ତ୍ରୁଟି ହୋଇଛି। ଦୁଇଟି ପରବର୍ତ୍ତେ ଗୋଟିଏ ଷ୍ଟିଚ୍‌ କରାଯାଇଥିବାରୁ ରକ୍ତସ୍ରାବ ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଆଖୁଆପାଳ ପଞ୍ଚାୟତ ମୋହନପଶି…

ସରକାରୀ କର୍ମଚାରୀ ମାନ୍ୟତା, ବକେୟା ପ୍ରଦାନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ପାଚିକା-ସହାୟିକା

ଅନୁଗୋଳ ଅଫିସ, ୩।୧୧ – ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକରୀ କରିବାକୁ ନିୟୋଜିତ ପାଚିକା-ସହାୟିକାମାନଙ୍କୁ ନିୟମିତ ସରକାରୀ କର୍ମଚାରୀର ମାନ୍ୟତା, ବକେୟା ପାରିଶ୍ରମିକ ପ୍ରଦାନ ଆଦି ଦାବିରେ ଶନିବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଏଆଇୟୁଟିୟୁସି ସହବନ୍ଧିତ ଓଡ଼ିଶା ମିଳିତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ: ୧୩ ଗାଡ଼ିରୁ ୧.୮୦ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ, ୩।୧୧ – ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ନେବାଆଣିବା କରୁଥିବା ୧୩ ଗାଡ଼ିକୁ ଧରାଯାଇଛି। ଏଥିସହ ସେଗୁଡିକରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜରିମାନା ବାବଦରେ…

ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା

ଖଜୁରିପଡା,୩ା୧୧(ଡି.ଏନ୍‌.ଏ): ଖଜୁରିପଡା ଥାନା ଅଞ୍ଚଳରେ ଜଣେ ୧୪ ବର୍ଷର ନାବାଳକ ୪ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଛନ୍ତି। ଏ ନେଇ ନାବାଳକଙ୍କ ବାପା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରି ଜୁଭେନାଇଲ ଜଷ୍ଟିସ ବୋର୍ଡରେ…

୩ ବାତ୍ୟା ଆଶ୍ରୟସ୍ଥଳୀ ରାଜ୍ୟସ୍ତରରେ ପୁରସ୍କୃତ :  ଜିଲାପାଳଙ୍କୁ ଭେଟିଲେ କମିଟି ସଦସ୍ୟ

ଛତ୍ରପୁର,୩ା୧୧(ଡି.ଏନ.ଏ.)-ଭୁବନେଶ୍ୱରରେ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ୩ ବାତ୍ୟା ଆଶ୍ରୟସ୍ଥଳୀକୁ ପୁରସ୍କୃତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ୩ ଆଶ୍ରୟ ସ୍ଥଳୀର କର୍ମକର୍ତ୍ତାଙ୍କୁ ସମ୍ମାନିତ କରିଥିଲେ। ଉକ୍ତ ଆଶ୍ରୟସ୍ଥଳୀଗୁଡିକର…

ବାଣ ଫୁଟାକୁ ନେଇ ଗଣ୍ଡଗୋଳ, ଜଣେ ଗିରଫ

ବୁଗୁଡ଼ା,୩ା୧୧(ଡି.ଏନ.ଏ.): ବୁଗୁଡ଼ା ଥାନା ଚିଲିଖମାରେ ଗୋଟିଏ ପରିବାରର ସ୍ବାମୀ ଓ ସ୍ତ୍ରୀଙ୍କୁ ଠେଲାପେଲା, ଟଣାଓଟରା ଓ ଧମକ ଦେବା ଅଭିଯୋଗରେ ବୁଗୁଡ଼ା ପୋଲିସ ଶନିବାର ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଜଣକ ହେଲେ ଚିଲିଖମା ଗ୍ରାମର ରମେଶ…

ସହକାରୀ ନିର୍ଦ୍ଦେଶକଙ୍କ ଗାଲେରି କଲେଜ ପରିଦର୍ଶନ:  ଅନୁପସ୍ଥିତ ଅଧ୍ୟକ୍ଷ,ଅଧ୍ୟାପକଙ୍କ ଦରମା ବନ୍ଦ

ଭଞ୍ଜନଗର,୩।୧୧(ଡି.ଏନ.ଏ)-ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ବିଶ୍ୱମ୍ବର ଷଢ଼ଙ୍ଗୀ ଗୁରୁବାର ଅଚାନକ ଗାଲେରୀ ଦଣ୍ଡପାଣି ମହାର୍ଥା କଲେଜ ପରିଦର୍ଶନ କରିଥିଲେ। କଲେଜର ଅବ୍ୟବସ୍ଥା ନେଇ ସେ ଅସନ୍ତୋଷ ବ୍ୟକ୍ତ କରିବା ସହ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରାଇଥିଲେ। ଉକ୍ତ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା :  ୨୧ ବର୍ଷ ପରେ ସହକାରୀ ଯନ୍ତ୍ରୀ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ, ୩ା୧୧-ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ ବିଜୟ କୁମାର ଜେନା ଶନିବାର ଏକ ଆୟବହିର୍ଭୁୁତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଦୀର୍ଘ ୨୧ ବର୍ଷ ପରେ ପୁରୀର ତତ୍କାଳୀନ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ…

୯ବର୍ଷ ପରେ ଘରକୁ ଫେରିଲା ପୁଅ:  ଶୁଦ୍ଧିକ୍ରିୟା ସାରିଥିଲେ ପରିବାର

ହିଞ୍ଜିଳିକାଟୁ,୩ା୧୧(ଡି.ଏନ୍‌.ଏ.)- ୯ବର୍ଷ ତଳେ ନିଖୋଜ ହୋଇଯାଇଥିଲେ ପୁଅ। ମୃତ୍ୟୁ ହୋଇଥିବା ଭାବି ଶୁଦ୍ଧିକ୍ରିୟା ସାରିଦେଇଥିଲେ ପରିବାର ଲୋକେ। ତେବେ ଶୁକ୍ରବାର ରାତିରେ ହଠାତ୍‌ ପୁଅ ଘରେ ପହଞ୍ଚତ୍ବାରୁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ପରିବାର ଲୋକେ। ପୁଅକୁ ପାଖରେ ଦେଖୁଥିଲେ ମଧ୍ୟ ବିଶ୍ୱାସ କରିପାରୁ…

କୁଠାରି ମନ୍ଦିର ସମ୍ପତ୍ତି ହଡ଼ପ ମାମଲା :  ବିଧାୟକ ରମେଶଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୩ା୧୧-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ନିରଞ୍ଜନ ଜେନା ଶନିବାର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକରେ ଥିବା କୁଠାରି ମନ୍ଦିର ସମ୍ପତ୍ତି ହଡପ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳି ନ ଥିବାରୁ ସାନଖେମୁଣ୍ଡି ବିଧାୟକ ରମେଶ ଜେନା,…

ଦ୍ୱିତୀୟ ଦିନରେ ଶରଣକୁଳ ଫୁଟବଲ୍‌ ଟୁର୍ନାମେଣ୍ଟ :ଟାଇବ୍ରେକରରେ ଝାଡ଼ଖଣ୍ଡ ବିଜୟୀ

ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁକେଶ ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ୬୦ତମ ସର୍ବଭାରତୀୟ ଫୁଟବଲ୍‌ ଟୁର୍ନାମେଣ୍ଟ ଚାଲୁ ରହିଛି। ଦ୍ୱିତୀୟ ଦିନରେ ସ୍ପୋଟର୍ସ ହଷ୍ଟେଲ ସମ୍ବଲପୁର ଓ ଧାନବାଦ୍‌ ଫୁଟବଲ୍‌ ଆସୋସିଏଶନ ଝାଡ଼ଖଣ୍ଡ ମଧ୍ୟରେ ଖେଳ…

ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ

ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ କରିବା ପାଇଁ ପ୍ରୟାସ ଜାରି ରହିଛି ା ଏଥିପାଇଁ ବିଭାଗ ତରଫରୁ ଗ୍ରାମକୁ ରଙ୍ଗବେରଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?