ଆମ ଜିଲା ଖବର

ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର, ସ୍ବତନ୍ତ୍ର ପରିଚୟପତ୍ର ବଣ୍ଟନ କରାଯାଇଛି। ମହାସଂଘର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସାହିତି୍ୟକ…

ଯୁକକଙ୍କ ସନ୍ଦେହଜନକ ମୃତ୍ୟୁ: ଥାନାରେ ମାଡ଼ ମରାଯାଇଥିବା ଚର୍ଚ୍ଚା, ଦୋଷ ଝାଡ଼ୁଛି ପୋଲିସ

ନାଉଗାଁ, ୩।୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଯୁବକଙ୍କ ବୁଧବାର ସକାଳେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଗାଁ ଗ୍ରାମର ବନ୍ଦନ ମହାନ୍ତି (୨୭)। ନାଉଗାଁ ଥାନା ଅଧିକାରୀ ପ୍ରଜ୍ଞା ପୀତାମ୍ବର…

ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ବିରୋଧୀ ଦଳ ନେତା

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲ୍‌କୀ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ଭବାନୀପାଟଣା ବିଧାୟକ ତଥା ରାଜ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ…

୨ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚୋରାଚାଲାଣ : ଦୁଇ ଗାଡ଼ି, ୧ ଲକ୍ଷ ଟଙ୍କା ଜବତ, ୪ ଗିରଫ

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଭିନ୍ନ ଭିନ୍ନ ଥାନା ଅଧୀନରେ ଗଞ୍ଜେଇ ଚୋରାଚାଲାଣ କରାଯାଉଥିବାବେଳେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୫୮ କିଲୋଗ୍ରାମ ଗଞ୍ଜେଇ, ୨ଟି ଚାରିଚକିଆ ଯାନ, ୪ଟି ମୋବାଇଲ ସହ ନଗଦ ୧ ଲକ୍ଷ ଟଙ୍କା ଜବତ…

ଧାନମଣ୍ଡି ବନ୍ଦ ନେଇ ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗତ ରବିବାରଠାରୁ ଧାନମଣ୍ଡି ବନ୍ଦ ହୋଇଛି। ଏ ନେଇ ଧାନ ବିକ୍ରି କରିପାରି ନ ଥିବା ବହୁ ଚାଷୀ ଧର୍ମଗଡ଼ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିବା ଜଣାଯାଇଛି। ମଣ୍ଡି ଉପରେ ନିର୍ଭର କରୁଥିବା ବିକ୍ରମଗୁଡା, କେବେଡି, ଧର୍ମଗଡ, କାଶୀବାହାଲ,…

ଦାଦାବଟି ମାଗି ଅଭିଯୁକ୍ତ ଗିରଫ: ୩୫ ହଜାର ଟଙ୍କା ସହ ମୋବାଇଲ, ଗାଡ଼ି ଜବତ

ପଟ୍ଟାମୁଣ୍ଡାଇ, ୩।୭(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରର କପଡ଼ା ବ୍ୟବସାୟୀ ଉମେଶ ଚନ୍ଦ୍ର ସାହୁଙ୍କୁ ଫୋନରେ ଦାଦା ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ବୁଧବାର ପଟ୍ଟାମୁଣ୍ଡାଇ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଭରତ ଚୁଲି। ତାଙ୍କ…

ଜଙ୍ଗଲ ଜମି ପଟ୍ଟା ଯୋଗାଇବାରେ ପ୍ରଶାସନ ବିଫଳ, ପଟ୍ଟା ପ୍ରଦାନ ପାଇଁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି, ୩ା୭(ଡି.ଏନ୍‌.ଏ.): ଦୀଘବର୍ଷ ଧରି ମାଲକାନଗିରି ଜିଲାରେ ବସବାସ କରି ଆସୁଥିବା ଅନୁସୂଚିତ ଜାତିଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବାରେ ପ୍ରଶାସନ କାଳ ବିଳମ୍ବ କରୁଥିବାରୁ କୃସୁବାଡ଼ା ଗ୍ରାମର ୧୦୦ରୁ ଊର୍ଦ୍ଧ୍ୱ ପରିବାର ଅସନ୍ତୋଷ ପ୍ରକାଶ କରିବା ସହ ସରକାର ତୁରନ୍ତ…

ଟ୍ରାକ୍ଟର ଧକ୍କାରେ ଛାତ୍ରୀଙ୍କ ଜୀବନ ଗଲା, ଚାଳକଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ ବସିଲେ ଗ୍ରାମବାସୀ

ଛତ୍ରପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଝରପୋଖରୀ ନିକଟ ରାସ୍ତାରେ  ବୁଧବାର ଏକ ସାଇକେଲକୁ ଟ୍ରାକ୍ଟର ଧକ୍କା ଦେବାରୁ ଜଣେ ଆଇଟିଆଇ ଛାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ଝରପୋଖରୀ ଗାଁର ସୁରଭି ଦାସ। ଧକ୍କା ଦେବା ପରେ…

ବେଆଇନ ପଥର ଖଣିରେ ଚଢ଼ାଉ, ୧ ଲକ୍ଷ ୩୬ ହଜାର ଜରିମାନା ଆଦାୟ, ୫ ଗାଡ଼ି ଜବତ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବେଆଇନ ଭାବେ ବାଲି, ପଥର ଚାଲାଣ ନେଇ ତହସିଲଦାର ଅରୁଣ କୁମାର ନାୟକ ବିଭିନ୍ନ ସ୍ଥାନରେ ଥିବା ପଥର ଖଣି ଉପରେ ଚଢ଼ାଉ କରିଥିଲେ। ନିଲାମ ଗ୍ରହୀତାମାନେ ଚୁକ୍ତି ଅନୁଯାୟୀ ପଥର ଖଣିରୁ…

ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ

ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଟାଙ୍ଗରପଲ୍ଲୀ ଥାନା ଅନ୍ତର୍ଗତ ଆନନ୍ଦ ବଜାରର ଶିଶିର ପାଣିଗ୍ରାହୀ। ତାଙ୍କଠାରୁ ୨୫…

ଆଶ୍ରୟ ଆଳରେ ଆଶ୍ରମରୁ ୬୦ ହଜାର ଟଙ୍କାରେ ନାବାଳିକା ବିକ୍ରି: ପ୍ରତାରଣା ଦେଇ ଖସି ପଳାଇଲେ ସ୍ବାମୀ

ବରଗଡ଼ ଅଫିସ୍‌,୩।୭: ବରଗଡ଼ ଜିଲାର ଏକ ଆଶ୍ରମରେ ଜଣେ ଅସହାୟା ନାବାଳିକାଙ୍କୁ ଆଶ୍ରୟ ଦେବା ଆଳରେ ତାଙ୍କୁ ୬୦ହଜାର ଟଙ୍କାରେ ବିକିଦେବା ଏବଂ ପରେ ନାବାଳିକାଙ୍କୁ ବିବାହ କରିଥିବା ସ୍ବାମୀ ତାଙ୍କୁ ଛାଡ଼ି ପଳାଇଛନ୍ତି। ପ୍ରତାରଣା ଦେଇ ଖସି ପଳାଇଥିବା ସ୍ବାମୀଙ୍କୁ…

ଆକାଉଣ୍ଟ ହ୍ୟାକ୍‌ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ

ବରଗଡ଼ ଅଫିସ୍‌,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍‌କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ଆକାଶଙ୍କର ବ୍ୟାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri