ଆମ ଜିଲା ଖବର

ସୁବର୍ଣ୍ଣପୁରରେ ସ୍ବାଧୀନତା ଦିବସ

ସୋନପୁର,୧୫।୮(ନିି.ପ୍ର.): ସୁବର୍ଣ୍ଣପୁର ଷ୍ଟାଡିୟମରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ମନୀଷା ବାନାର୍ଜୀ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ୪୩ଟି ଦଳ ପରେଡରେ ଭାଗ ନେଇଥିଲେ। ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର…

ଧାମନଗରରେ ସ୍ବାଧୀନତା ଦିବସ

ଧାମନଗର,୧୫।୮(ଡି.ଏନ୍‌.ଏ.): ଧାମନଗରରେ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ତହସିଲରେ ତହସିଲଦାର ଦୁର୍ଗା ମୁର୍ମୁ, ଧୁଷୁରୀ ପୂଜ୍ୟପୂଜା ସଂସଦରେ ବିଧାୟକ ବିଷ୍ଣୁ ଚରଣ ସେଠୀ ପ୍ରମୁଖ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସେହିପରି ଧାମନଗର ଥାନା, ଧୁଷୁରୀ ଥାନା, ସରକାରୀ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ: ‘ଓଡ଼ିଶା ବିକାଶର ଭୂଖଣ୍ଡ ପାଲଟିଛି’

ଢେଙ୍କାନାଳ ଅଫିସ, ୧୫।୮-ତୁଳନାତ୍ମକ ଦୃଷ୍ଟିକୋଣରୁ ଓଡ଼ିଶା ଏବେ ବିକାଶର ଭୂଖଣ୍ଡ ପାଲଟିଛି। ୨୦୦୦ରେ ୫ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗୃହୀତ ହୋଇଥିଲା। ଚଳିତ ବର୍ଷ ଏହା ୬୫ଲକ୍ଷ ମେଟ୍ରିକ ଟନ୍‌କୁ ଛୁଇଁଛି। ଅର୍ଥାତ୍‌ ଓଡ଼ିଶା ଏବେ ବଳକା ରାଜ୍ୟରେ ପରିଣତ ହୋଇଛି।…

କୋରାପୁଟରେ ସ୍ବାଧୀନତା ଦିବସ : ବୈଷୟିକ ମନ୍ତ୍ରୀଙ୍କ ପତାକା ଉତ୍ତୋଳନ

କୋରାପୁଟ,୧୫।୮(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପଡ଼ିଆରେ ଜିଲାସ୍ତରୀୟ ସଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ…

ପୁରସ୍କାର ବିତରଣ ସମୟରେ ଅସୁସ୍ଥ ହୋଇପଡ଼ିଲେ ଆର୍‌ଡିସି

ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି) ଅନୀଲ କୁମାର ସାମଲ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ତେବେ ବିଭିନ୍ନ…

୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌

ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ…

ଅନୁଗୋଳରେ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଅନୁଗୋଳ ଅଫିସ,୧୫।୮: ଅନୁଗୋଳ ଷ୍ଟାଡିୟମରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ…

ବାଲେଶ୍ୱରରେ ପତାକା ଉତ୍ତୋଳନ କଲେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ

ବାଲେଶ୍ୱର ଅଫିସ,୧୫।୮ : ବାଲେଶ୍ୱର ଜିଲା ପୋଲିସ ଲାଇନ ପଡ଼ିଆରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ପତାକା ଉତ୍ତୋଳନ କରି ଉପସ୍ଥିତ ଜନତାଙ୍କୁ ଅଭିଭାଷଣ ପ୍ରଦାନ କରିଛନ୍ତି। ଜିଲାପାଳ…

ଚାରା ଲାଗାଇ ପାଳିଲେ ଜାତୀୟ ଦିବସ

ରାସୋଳ, ୧୫।୮(ଡି.ଏନ୍‌.ଏ.)-ଦେଶ ପାଳନ କରୁଛି ୭୩ତମ ସ୍ବାଧୀନତା ଦିବସ। ଦେଶପ୍ରେମରେ ଉଦ୍‌ବୁଦ୍ଧ ହୋଇଛନ୍ତି ସଭିଁଏ। ତ୍ରିରଙ୍ଗା ପତାକା ତଳେ ନେଇଛନ୍ତି ଦେଶ ପାଇଁ ବଳିଦାନ ଆଉ ଜାତିର ଅଖଣ୍ଡତାକୁ ରକ୍ଷା କରିବାର ଶପଥ। ଏହି ପରିପ୍ରେକ୍ଷୀରେ ଭିନ୍ନ ଢଙ୍ଗରେ ଏହି ଜାତୀୟ…

ବଲାଙ୍ଗୀରରେ ସ୍ବାଧୀନତା ଦିବସ : ଦେଶର ପ୍ରଗତିରେ ସହାୟକ ହେବାକୁ ମନ୍ତ୍ରୀଙ୍କ ଆହ୍ବାନ

ବଲାଙ୍ଗୀର ଅଫିସ,୧୫।୮: ବଲାଙ୍ଗୀର ଜିଲା ମନୋହରପୁର ପୋଲିସ ପଡ଼ିଆରେ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ମିଳିତ…

ଲକ୍ଷାଧିକ ଟଙ୍କାର କାଠ ଜବତ, ୨ ଗିରଫ

ପାଲଲହଡ଼ା, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ସିବିଡ଼ା ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳ କାଠ ଚାଲାଣ ବେଳେ ବନ ବିଭାଗର ଏକ ଟିମ୍‌ ଚଢ଼ାଉ କରି ୩ଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୨ଜଣ ଗିରଫ ହୋଇଛନ୍ତି। ସେମାନେ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri