ବ୍ରାଉନ୍ସୁଗାର ଜବତ, ୨ ଗିରଫ
ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କୁ ରବିବାର କୋର୍ଟଚାଲାଣ କରାଯାଇଛି। ଶନିବାର ବିଳମ୍ବିତ ରାତିରେ ୧୬ ନଂ.…
ପିକ୍ଅପରେ ବେଆଇନ ଛେଳି ଚାଲାଣ, ୩ ଗିରଫ
ଆସିକା,୬ା୧୦(ଡି.ଏନ୍.ଏ.): ଆସିକା-ବ୍ରହ୍ମପୁର ୫୯ ନମ୍ବର ଜାତୀୟ ରାଜପଥର କରଞ୍ଜେଇ ନିକଟରୁ ପୋଲିସ ଶନିବାର ବିଳମ୍ବିତ ରାତିରେ ବେଆଇନ ଭାବେ ୬୦ଟି ଛେଳି ଚାଲାଣ କରୁଥିବା ଏକ ପିକଅପ ଭ୍ୟାନ ଜବତ କରିଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି।…
ଆଲୋକମାଳାରେ ଝଲସୁଛି ବଇଣ୍ଡା ପୂଜା ମଣ୍ଡପ
ବଇଣ୍ଡା,୬ା୧୦(ଡି.ଏନ.ଏ)-କିଶୋରନଗର ବ୍ଲକ ବଇଣ୍ଡା ହାଇସ୍କୁଲ ରୋଡ ଓ ଡେବେରାପାଲି ଗ୍ରାମରେ ଶନିବାରଠାରୁ ଦୁର୍ଗାପୂଜା ଆରମ୍ଭ ହୋଇଛି। ଏଥିପାଇଁ ଗାଁ ଦାଣ୍ଡ ଉତ୍ସବ ମୁଖର ହୋଇପଡ଼ିଛି। ଶୁକ୍ରବାର ଅପରାହ୍ନରେ ଚନ୍ଦନ ପୋଖରୀରୁ କଳସରେ ପାଣି ଆଣିବା ପରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା। ରଙ୍ଗବେରଙ୍ଗ…
ଗୁରୁଜନଙ୍କୁ ସର୍ବଦା ସମ୍ମାନ ଦିଅ
ବଇଣ୍ଡା,୬ା୧୦(ଡି.ଏନ.ଏ)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ବ୍ଲକ ଷୋଳପଦା ଡିଗ୍ରୀ କଲେଜରେ ଶୁକ୍ରବାର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷା ପ୍ରତିମା ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ତରୁଣ ପ୍ରଧାନ, ସରୋଜ ବାଗ, ରତ୍ନାକର…
ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ରବିବାର ଧାନକ୍ଷେତକୁ ସାର ପକାଇବାକୁ ଯାଇଥିବା ବେଳେ ବିଷଧର ସାପ କାମୁଡ଼ି…
ବଜ୍ରପାତରେ ୨ ମୃତ , ୨ ଗୁରୁତର
ଆନନ୍ଦପୁର, ୬। ୧୦(ସ୍ବ.ପ୍ର.)- ଆନନ୍ଦପୁର ପୌରପରିଷଦ ପଦ୍ମପୁର ଠାରେ ବଜ୍ରପାତରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଆନନ୍ଦପୁର ବ୍ଲକ ବାଉଁଶଗଡ ଗ୍ରାମର ଦୁଃଶାସନ ନାୟକ ଓ ଭାଗବତ ନାୟକ…
ବେଆଇନ ବାଣ ଭିଡ଼ାବେଳେ ବିସ୍ଫୋରଣ ଘଟଣା: ବାପା ମୃତ, ପୁଅ ସଙ୍କଟାପନ୍ନ
ବିିଞ୍ଝାରପୁର,୬ା୧୦(ଡି.ଏନ.ଏ)- ଯାଜପୁର ଜିଲା ବିଞ୍ଝାରପୁର ଥାନା ପଶ୍ଚିମ ବାଛୋଳ ଗ୍ରାମର ରମାକାନ୍ତ ସାହୁ (୪୫)ଙ୍କ ଘରେ ଶନିବାର ସନ୍ଧ୍ୟାରେ ବେଆଇନ ବାଣ ଭିଡ଼ା ଯାଉଥିବାବେଳେ ବିସ୍ଫୋରଣ ଘଟି ୬ଜଣ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ରମାକାନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ…
ବେପରୁଆ ଗାଡ଼ି ଚଳାଇ ମାସକରେ ଗିରଫ ହେଲେଣି ୧୭
ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ୨୦ ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ମାସକ ମଧ୍ୟରେ ୧୭ଜଣ ମଦୁଆ ଗାଡ଼ି ଚାଳକଙ୍କୁ ଗିରଫ କରିସାରିଲାଣି ପୋଲିସ। ନୂଆ ମୋଟର ଯାନ ଆଇନ ଲାଗୁ ପରେ ସେପ୍ଟେମ୍ବର…
ଆନନ୍ଦପୁର ସହର ଚଳଚଞ୍ଚଳ
ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆନନ୍ଦପୁର ସହର ସମେତ ଏହାର ଆଖପାଖ ଅଞ୍ଚଳ ମା’ ଦୁର୍ଗାଙ୍କ ପୂଜା ପାଇଁ ବେଶ୍ ଚଳଚଞ୍ଚଳ ହୋଇଉଠିଛି। ଆନନ୍ଦପୁର ବଡ଼ଦାଣ୍ଡ ଠାରେ ଦୁର୍ଗାପୂଜା ଧୂମ୍ଧାମରେ ପାଳିତ ହେଉଥିବାବେଳେ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ସେହିପରି ଆନନ୍ଦପୁର ବଙ୍ଗାଳିସାହି…
ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୬ ଯୁବତୀ : ୫ ଉଦ୍ଧାର, ଜଣେ ନିଖୋଜ
ସମ୍ବଲପୁର,୬।୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ଅଛନ୍ତି। ନିଖୋଜ ଯୁବତୀ ହେଲେ ସ୍ଥାନୀୟ ଧୁବାପଡାର ପିଙ୍କି ବିଶ୍ୱକର୍ମା (୧୫)।…
ଜୁଆଆଡ୍ଡାରେ ଚଢ଼ାଉ, ୭ କୋର୍ଟ ଚାଲାଣ
ରାୟଗଡ଼ା ଅଫିସ,୬।୧୦: ରାୟଗଡ଼ା ଜିଲା ଇନ୍ଦିରାନଗରର ୬ ଲେନ୍ରେ ଜୁଆଆଡ୍ଡା ଚାଲିଥିବା କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ପୋଲିସ ଶନିବାର ରାତିରେ ଚଢ଼ାଉ କରିଥିଲା। ଆଇଆଇସି ନିହାର ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ରିଗାନ କିଣ୍ଡୋ ଏବଂ ମାନଓ କୁମାର ସାହୁ…
ଦୁଇ ମୋବାଇଲ୍ ଲୁଟେରା ଗିରଫ
ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଜେନାପଦା ଅଞ୍ଚଳରୁ ପୋଲିସ ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରିଛି। ଜଣେ କଲେଜ ଛାତ୍ରଙ୍କ ଅଭିଯୋଗକୁ ଆଧାର କରି ରବିବାର ପୋଲିସ ୧୪୯/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ…

