ଆମ ଜିଲା ଖବର

ମହାଗୌରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା

ନିରାକାରପୁର,୬।୧୦(ଡି.ଏନ.ଏ.)- ଖୋର୍ଦ୍ଧା ଜିଲା ନୂଆଗଡ଼ ପଞ୍ଚାୟତ ଅନ୍ତର୍ଗତ ମୂଳିଝର ନିକଟସ୍ଥ ହାତୀଆଶୁଣି ପାହାଡ଼ ପାଦଦେଶରେ ବିଜେ ମା’ ଉଗ୍ରତାରାଙ୍କ ଶାକ୍ତପୀଠରେ ଶନିବାର ଅଷ୍ଟମୀ ଜନ୍ମତିଥି ଅବସରରେ ମା’ ଉଗ୍ରତାରା ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ା ପ୍ରତ୍ୟୁଷରୁ ମା’ଙ୍କୁ ରୀତିନୀତି…

କାର୍ଯ୍ୟକାରୀ ହେଲାନି ଓଡ଼ିଆରେ ନାମଫଳକ: ବର୍ଷେ ପୂର୍ବରୁ ହୋଇଥିଲା ଗାଇଡ୍‌ଲାଇନ

ନୟାଗଡ଼ ଅଫିସ,୬ା୧୦: ସରକାରୀ, ବେସରକାରୀ ଅନୁଷ୍ଠାନ ହେଉ କି ବ୍ୟବସାୟିକ ପ୍ରତିଷ୍ଠାନ ସମସ୍ତେ ଓଡ଼ିଆରେ ନାମଫଳକ ଲେଖିବାକୁ ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଥିଲା। ନୟାଗଡ଼ ଜିଲାରେ ମଧ୍ୟ ଏ ପ୍ରକାର ନିର୍ଦ୍ଦେଶ ଜାରି ହୋଇଥିଲା। ହେଲେ ଇତିମଧ୍ୟରେ ବର୍ଷେ ବିତିବାକୁ…

ଧାନ ଫସଲରେ ପୋକ, ଚାଷୀ ଆତଙ୍କିତ

ଢେଙ୍କାନାଳ ଅଫିସ, ୬।୧୦ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ଧାନ ଫସଲରେ ପୋକ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏ ନେଇ ସେମାନେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ ଦଶହରା ଛୁଟି…

ବିପଦସଙ୍କୁଳ ଅବସ୍ଥାରେ ଅଙ୍ଗନଓ୍ବାଡି କେନ୍ଦ୍ର: ସହାୟିକାଙ୍କ ବାରଣ୍ଡାରେ ଶିକ୍ଷାଦାନ

ବଇଣ୍ଡା,୬।୧୦(ଡି.ଏନ.ଏ.) – କୁନି ଶିଶୁଙ୍କୁ ଶିକ୍ଷା ସହ ଜଡ଼ିତ କରିବା ପାଇଁ ସରକାରଙ୍କ ପକ୍ଷରୁ ଖୋଲାଯାଇଛି ଅଙ୍ଗନଓ୍ବାଡି କେନ୍ଦ୍ର। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ ସହ ଅଙ୍ଗନଓ୍ବାଡି କର୍ମୀ, ସହାୟିକା ନିଯୁକ୍ତି ଦିଆଯିବାର ବ୍ୟବସ୍ଥା ସରକାର କରିଛନ୍ତି। ହେଲେ ଅନେକ ସ୍ଥାନରେ…

୧୬ବର୍ଷ ପରେ ଅଭିଯୁକ୍ତଙ୍କୁ ଦଣ୍ଡ

ପରଜଙ୍ଗ, ୬।୧୦(ଡି.ଏନ.ଏ.): ପରଜଙ୍ଗ ଜେଏମ୍‌ଏଫ୍‌ସିଙ୍କ ଅଦାଲତରେ ଦୀର୍ଘ ୧୬ବର୍ଷ ଧରି ଚାଲିଥିବା ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜେଏମ୍‌ଏଫ୍‌ସି ପ୍ରଜ୍ଞା ପଣ୍ଡା ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ ଆଇପିସିର ଧାରା ୪୯୮ (କ)…

ହୃଦ୍‌ଘାତରେ ବ୍ୟକ୍ତିଙ୍କ ମୃତ୍ୟୁ: ସତ୍କାରବେଳେ ମହୁମାଛି ଆକ୍ରମଣ, ୬ ଗୁରୁତର

ବନ୍ତଳା,୬।୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମ ପାଟଣାସାହିର ଦାମୋଦର ସାମଲ(୫୮)ଙ୍କ ଶନିବାର ହୃଦଘାତରେ ମୃତ୍ୟୁ ଘଟିଛି। ତାସ ଖେଳୁଥିବାବେଳେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।…

ଦୁଇ ଦିନିଆ ଗ୍ରାହକ ସେବା ମେଳା ଉଦ୍‌ଯାପିତ: ୩୧ କୋଟି ୯୧ ଲକ୍ଷ ଋଣ ପ୍ରଦାନ

ଅନୁଗୋଳ ଅଫିସ, ୬।୧୦ – ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଲିଥିବା ଦୁଇ ଦିନିଆ ଗ୍ରାହକ ସେବା ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଦୁଇ ଦିନରେ ମୋଟ ୩୩ଟି ବ୍ୟାଙ୍କ ୧୩୯୧ ଜଣ ଲୋକଙ୍କୁ ୩୧ କୋଟି ୯୧ ଲକ୍ଷ ଟଙ୍କା…

ଫାଇନାନ୍ସ କମ୍ପାନୀରୁ ୧୫ ଲକ୍ଷ ହଡ଼ପ

ଅନୁଗୋଳ ଅଫିସ, ୬।୧୦ – ଅନୁଗୋଳର ଏକ ଘରୋଇ ଫାଇନାନ୍ସ କମ୍ପାନୀରୁ ଟଙ୍କା ହଡ଼ପ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ କରି ମୁଖ୍ୟ ଅଭିଯୁକ୍ତଙ୍କୁ ଶନିବାର ଗିରଫ କରିଛି। ସେ ହେଲେ ଉକ୍ତ ସଂସ୍ଥାରେ ଆକାଉଣ୍ଟାଣ୍ଟ ଭାବେ କାମ କରୁଥିବା…

କୃଷ୍ଣପୁର-କରମଙ୍ଗୀ ରାସ୍ତା ଶୋଚନୀୟ

ତେଲକୋଇ, ୬।୧୦(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପଡାଙ୍ଗ ପଞ୍ଚାୟତର କୃଷ୍ଣପୁର ଦେଇ କରମଙ୍ଗୀ ପଞ୍ଚାୟତ ମୁଖ୍ୟାଳୟର ରାସ୍ତା ଶୋଚନୀୟ ହୋଇପଡିଛି । କୃଷ୍ଣପୁର ଗ୍ରାମଠାରୁ କରମଙ୍ଗୀ ପର୍ଯ୍ୟନ୍ତ ରହିଛି ୩କି.ମି. ରାସ୍ତା। ଏହା ଗ୍ରାମ୍ୟ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ଥିବା…

ପାର୍ବଣ: ଗଁ।ଠୁ ସହର ଉତ୍ସବମୁଖର

ଭଦ୍ରକ ଅଫିସ, ୬।୧୦- ପାର୍ବଣ ପାଇଁ ଗଁ।ଠୁ ସହର ସବୁଠି ଉତ୍ସବମୁଖର। ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳ ପରିବେଶ ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସୁଛି। ଜିଲା ମୁଖ୍ୟାଳୟ, ବିଭିନ୍ନ ବ୍ଲକ ଓ ଗ୍ରାମାଞ୍ଚଳରେ ଚଳିତବର୍ଷ ୧୨୨ଟି ଛୋଟବଡ଼ ଅସ୍ଥାୟୀ ପୂଜାମଣ୍ଡପରେ ମା’ ଦୁର୍ଗାଙ୍କୁ…

ଶିମିଳିପାଳ ବନାଞ୍ଚଳବାସୀଙ୍କୁ ମିଳିବ ଜରୁରୀ ଚିକିତ୍ସାସେବା: ଜିଲା ପ୍ରଶାସନକୁ ନୂତନ ଆମୁଲାନ୍ସ ପ୍ରଦାନ

ବାରିପଦା ଅଫିସ,୬।୧୦- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଶିମିଳିପାଳ ବନାଞ୍ଚଳବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ପରିଚାଳିତ, ଜାତୀୟ ଅନୁସୂଚିତ ଜନଜାତି ଅର୍ଥ ଉନ୍ନୟନ ନିଗମ ଆର୍ଥିକ ସହାୟତାରେ ଏକ ନୂତନ ଆମ୍ବୁଲାନ୍ସ…

ସୁସଜ୍ଜିତ ପୂଜା ମଣ୍ଡପରେ ତୋରଣ ଶୋଭା: ୧୭୮ ମଣ୍ଡପରେ ବିଜେ ମା’ ଜଗଜ୍ଜନନୀ

ବାରିପଦା ଅଫିସ,୬।୧୦- ମୟୂରଭଞ୍ଜ ଜିଲାରେ ଏଥର ୧୭୮ ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଶାରଦୀୟ ପୂଜା ଅନୁଷ୍ଠିତ ହେଉଛି। କେବଳ ବାରିପଦା ସହରରେ ୨୬ ଟି ସ୍ଥାନରେ ସୁସଜ୍ଜିତ ପୂଜାମଣ୍ଡପରେ ଶନିବାର ମହାସପ୍ତମୀ ପୂଜାରେ ଶ୍ରଦ୍ଧାଳୁଙ୍କ ବେଶ୍‌ ଗହଳ ଚହଳ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?