ଆମ ଜିଲା ଖବର

ସୁନ୍ଦରଗଡ଼ରେ ଲଜ୍ଜା: ଯୁବତୀଙ୍କୁ ଗଣବଳାତ୍କାର, ୩ ଗିରଫ

କୁଆଁରମୁଣ୍ଡା,୩୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଖୁଖୁଣ୍ଡୁବାହାଲ ନିକଟ ଘଞ୍ଚ ଜଙ୍ଗଲରେ ଗତ ୨୯ ତାରିଖ ବିଳମ୍ବିତ ରାତିରେ ଜଣେ ୧୮ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ରାତିତମାମ ବଳାତ୍କାର କରିଛନ୍ତି। ଏହାପରେ ୩୦…

ମାଟୋଆ ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୫ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

ଯୋଡ଼ା, ୩୧।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ମାଇନିଂ ଏରିଆ ଟ୍ରକ ଓନର ଆସୋସିଏଶନ(ମାଟୋଆ)ର ଦ୍ୱିତୀୟ ପଯର୍ର୍‌ୟାୟ ନିର୍ବାଚନ ନିମନ୍ତେ ଗୁରୁବାର ୫ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସଭାପତି ଆସନ ପାଇଁ ଚତୁର୍ଭୁଜ ପଲେଇ, ଉପସଭାପତି ପାଇଁ…

ନୟାଗଡ଼ ଆର୍‌ଟିଓ କାର୍ଯ୍ୟାଳୟରୁ ଦଲାଲ୍‌ ଗିରଫ: ଟଙ୍କା, କାଗଜପତ୍ର ଜବତ

ନୟାଗଡ଼ ଅଫିସ,୩୧ା୧୦: ନୟାଗଡ଼ ଜିଲା ଆରଟିଓ କାର୍ଯ୍ୟାଳୟରୁ ଗୁରୁବାର ଜଣେ ଦଲାଲକୁ ଗିରଫ କରାଯାଇଛି। ସେ ହେଲେ ନୟାଗଡ଼ ସଦର ଥାନା ଜାମୁସାହି ଗ୍ରାମର ମୁରଲୀଧର ରାଉତ। ତାଙ୍କ ନିକଟରୁ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା, ବିଭିନ୍ନ କାଗଜପତ୍ର, ପାସପୋର୍ଟ ଏବଂ…

ଶହଶହ ହେକ୍ଟର ଚାଷଜମିରେ ମାଡ଼ିଗଲା ଲୁଣାଜୁଆର : ପଥରବନ୍ଧ ନିର୍ମାଣ ଦାବି

କାକଟପୁର,୩୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଉଦୟକଣିଠାରେ ଅଶାନ୍ତ ସମୁଦ୍ର ବୁଧବାର ରାତିରେ କୂଳଲଙ୍ଘି ସ୍ଥଳଭାଗକୁ ମାଡ଼ିଆସିଥିଲା। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର, କଟକଣା, ବାଘଡିହା ଗ୍ରାମର ଶହଶହ ହେକ୍ଟର ଚାଷଜମିରେ ଲୁଣାଜୁଆର ମାଡ଼ିଯାଇଛି। ଏ ସମ୍ପର୍କରେ…

ଗଛ କଟାକୁ ବିରୋଧ: କାଠ ଜବତ କଲା ବନ ବିଭାଗ

ଧାମନଗର,୩୧।୧୦(ଡି.ଏନ.ଏ.):ଧାମନଗର ବ୍ଲକ ଭଗବାନପୁର ନୋଡାଲ ବିଦ୍ୟାଳୟ ପରିସରରେ ଏକ ପୁରୁଣା ଗଛକୁ ବିନା ଅନୁମତିରେ କାଟିବା ଅଭିଯୋଗ ହୋଇଛି। ଖବର ପାଇ ବନ ବିଭାଗ ତରଫରୁ ଚଢାଉ କରାଯାଇ କାଠ ଜବତ କରାଯାଇଛି।

ଘୋଡ଼ାହାଡ଼ ଗଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୩୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଅଗ୍ନିଶମ ବାହିନୀ ଗୁରୁବାର ମଧ୍ୟାହ୍ନରେ ସାନଖେମୁଣ୍ଡି ବ୍ଲକ ମୌଳାଭଣଜା ପଞ୍ଚାୟତ ବଳଧିଆ ଗ୍ରାମ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ସେ ହେଲେ ବଳଧିଆ ଗ୍ରାମର ଶ୍ରୀକାନ୍ତ ପ୍ରଧାନଙ୍କ ସ୍ତ୍ରୀ ରୁକ୍ମିଣୀ।…

ଜାତୀୟ ଏକତା ଦିବସ : ଦେଶର ଏକତା, ଅଖଣ୍ଡତା ଅକ୍ଷୁଣ୍ଣ ରଖିବାକୁ ଶପଥ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ.ପ୍ରଜ୍ଞା ପାରମିତା ଜେନାଙ୍କ ପୌରହିତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, ଶିକ୍ଷା…

ହଷ୍ଟେଲ ଛାଡୁଛନ୍ତି ଛାତ୍ରୀ, ମରାମତି ନ ହେଲେ ଆନ୍ଦୋଳନକୁ ଓହ୍ଲାଇବେ

ବାରିପଦା ଅଫିସ,୩୧।୧୦: ମୟୂରଭଞ୍ଜ ଜିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଆଦିବାସୀ ଛାତ୍ରୀ ହଷ୍ଟେଲ ବହୁ ଅବ୍ୟବସ୍ଥା ଭିତରେ ଗତି କରୁଛି। ଏହି ହଷ୍ଟେଲଟି ୧୦୦ ଶଯ୍ୟା ବିଶିଷ୍ଟ ହୋଇଥିବା ବେଳେ ଏହାକୁ ମରାମତି ପାଇଁ କର୍ତ୍ତୃପକ୍ଷ କିମ୍ବା ସମନ୍ବିତ ଆଦିବାସୀ ଉନ୍ନୟନ…

ସଚ୍ଚୋଟତା ଏକ ଜୀବନଶୈଳୀ

ବରଗଡ଼ ଅଫିସ,୩୧।୧୦- ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଇଛି। ଏହି ଅବସରରେ ଅନୁଷ୍ଠିତ ସଚେତନତା ସଭାରେ ବରଗଡ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ, ବରିଷ୍ଠ ଓକିଲ ଶଙ୍କର୍ଷଣ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଆମ୍ବୁଲାନ୍ସ ଅଟକ ରଖିଲେ ଗ୍ରାମବାସୀ

ଖଇରା,୩୧।୧୦(ଡି.ଏନ୍‌.ଏ.): ସିକନ୍ଦରାବାଦର ଏକ କେମିକାଲ କମ୍ପାନୀରେ କାର୍ଯ୍ୟ କରୁଥିବା ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ସଇଁ ଗ୍ରାମର ଶ୍ରୀଧର ମହାନ୍ତି(୪୩)ଙ୍କ ଦୁଇଦିନ ତଳେ ସେଠାରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। କମ୍ପାନୀର ଠିକାଦାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଶ୍ରୀଧରଙ୍କ ମୃତଦେହକୁ ସଂପୃକ୍ତ…

ଜାତୀୟ ଏକଦା ଦିବସରେ ଗଣଦୌଡ଼

ସଜନାଗଡ଼,୩୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳିର ଭାଜପା ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୫ତମ ଜନ୍ମଦିବସ ପାଳିତ ହୋଇଯାଇଛି। ଏହି ଦିବସକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଇଛି। ଏହି ଅବସରରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ…

ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ

ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ଉପକୂଳରେ ପହଞ୍ଚିଥିବା ଆଣ୍ଡାମାନର ନାବିକ ଅମ୍ରିତ କୁଜୁର(୩୬) ନିଜ ଘରକୁ ଫେରିଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?