ଆମ ଜିଲା ଖବର

ଧୂଳିଧୂଆଁରେ ଲୋକେ ଅତିଷ୍ଠ

ଯୋଡ଼ା, ୨୯।୪(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳର ୨ନଂ ରାଜ୍ୟ ରାଜପଥର ଜୁରୁଡି-ବାମେବାରୀ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତା ଦେଇ ଦୈନିକ ଶତାଧିକ ଟ୍ରକ୍‌ ଓ ଡମ୍ପର ବିଭିନ୍ନ ଖଣି କମ୍ପାନୀର ଖଣିଜ ବୋଝେଇ କରି ପରିବହନ କରୁଛି। ରାସ୍ତାର ବିଭିନ୍ନ…

ଜିଲାରେ ୭୫ ଆଦର୍ଶ ମତଦାନ କେନ୍ଦ୍ର

ଭଦ୍ରକ ଅଫିସ, ୨୯ା୪- ଜିଲାରେ ମୋଟ ୧୨୯୨ଟି ପୋଲିଂ ଷ୍ଟେଶନ ମଧ୍ୟରୁ ୭୫ଟି ମତଦାନ କେନ୍ଦ୍ରକୁ ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ପୋଲିଂ ବୁଥ୍‌) ଭାବେ ଘୋଷଣା କରାଯାଇଛି। ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ସବୁ…

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ ଚମ୍ପୁଆ ଓ ପାଟଣା ନିର୍ବାଚନମଣ୍ଡଳୀର ଇଭିଏମ୍‌ ରଖାଯାଇଥିବାରୁ କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆତଯାତ ରୋକିବା…

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗାଁର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଆଁ ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ ଜିନିଷପାତି ପୁଡ଼ି ଖାର ହେଇଯାଇଥିବାର ଜନାପଡ଼ିଛେ। ସୂଚନା ହିସାବେ ହେମ ସଖାଲୁ ପାନି…

ଦର୍ଶକଙ୍କୁ ବାନ୍ଧିରଖିଲା ମଞ୍ଚନାଟକ ମିଛ ସଂସାର

ବୀରମହାରାଜପୁର, ୨୯ା୪(ଡି.ଏନ.ଏ.)  ବର୍ତ୍ତମାନର ସିନେମା, ଟେଲିଭିଜନ ଓ ଇଣ୍ଟରନେଟ୍‌ ଯୁଗରେ ମଧ୍ୟ ମଞ୍ଚନାଟକର ଆଦର କିମ୍ବା ଆକର୍ଷଣ କମିନାହିଁ।  ଏହା ପ୍ରତିପାଦିତ କରିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିକଟବର୍ତ୍ତୀ କମଳପୁର ଗ୍ରାମ ଯୁବନାଟ୍ୟ ସଂସଦର ସୌଖୀନ କଳାକାର ଗଣ।  ସେମାନେ ମଞ୍ଚସ୍ଥ…

ଅଶୋକକୁଁ ଉଧାର କଲା ସ୍ବାସ୍ଥ୍ୟ ବିଭାଗ

ଲାଠୋର,୨୯ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ର ସାନଗୁର୍ଜିଭଟା ଗାଁର ପାଲିପଡ଼ାର ଅଶୋକ ବର୍ଗେ(୩୦)। ଗଲା ୫ ବଛର ହେଲା ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଥିଲେ। ସେ ଟଁକା ପଏସା ଅଭାବୁ ଚିକିତ୍ସିତ ନାଇଁ…

୪୦ ବଛର ହେଲା ଝୁପଡ଼ି ଘରେ ବିତୁଛେ ଜୀବନଆବାସ ଯୋଜନାରୁ ବଁଚିତ୍‌ ୧୨ ପରିବାର

ଅତାବିରା, ୨୯।୪ (ଡି.ଏନ୍‌.ଏ.) :  କେନ୍ଦ୍ର ଆର ରାଏଜ ସରକାର ଗରିବ୍‌ ଦୁଖିକୁ ପକା ଘର ଯୁଗେଇ ଦେବାର ଲାଗି ଭିନେ ଭିନେ ଯୋଜନା କରି ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ବହୁତ୍‌ ଜାଗାରେ ହକ୍‌ଦାର ହିତାଧିକାରୀ ଯୋଜନାର…

ସୋନପୁର ବସ୍‌ଷ୍ଟାଣ୍ଡରେ ସର୍ବନିମ୍ନ ସୁବିଧା ନାହିଁ: ପ୍ରଚଣ୍ଡ ଖରାରେ ସିଝୁଛନ୍ତି ଯାତ୍ରୀ

ସୋନପୁର, ୨୯।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଥିବା ବସ୍‌ଷ୍ଟାଣ୍ଡରେ ଯାତ୍ରୀଙ୍କୁ ସର୍ବନିମ୍ନ ସୁବିଧା ମିଳୁନି। ଦୂରଦୂରାନ୍ତରୁ ଆସୁଥିବା ଓ ଏଠାରୁ ବିଭିନ୍ନ ସ୍ଥାନକୁ ବସ୍‌ ଯୋଗେ ଯାଉଥିବା ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ଭୋଗ କରୁଛନ୍ତି। ମନ୍ଦିରମାଳିନୀ ସୋନପୁରର କେନ୍ଦ୍ରସ୍ଥଳରେ…

ଜୀବିକା ନେଇ ହତାଶ ୭୨୫ ମତ୍ସ୍ୟଜୀବୀ

କୋଲାବନଗର,୨୯ା୪(ଡି.ଏନ୍‌.ଏ.): ମାଛଚାଷକୁ ନେଇ ସ୍ବାବଲମ୍ବୀ ହୋଇଥିବା ଅପରକୋଲାବ ବିସ୍ଥାପିତ ପରିବାରର ୭୨୫ ଜଣ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ଏବେ ଅନିଶ୍ଚିତତା ଭିତରେ ରହିଛି। ଜୟପୁର ମତ୍ସ୍ୟ ବିଭାଗର ଅପାରଗତା ଯୋଗୁ ସେମାନଙ୍କ ପାଖରେ ମାଛ ମାରିବା ପାଇଁ ଜାଲ କି ଡଙ୍ଗାଟିଏ…

ଲୋପ ପାଉଛି ଶାଳବଣ, ସ୍ବପ୍ନ ହେବ ଝୁଣା

ଜୟପୁର,୨୯ା୪(ନି.ପ୍ର.): ଔଷଧୀୟ ଗୁଣ ପାଇଁ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଥିବା ଝୁଣା ଆଗାମୀ ଦିନରେ ଲୋପ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ଏହି ଲଘୁ ବନଜାତ ଦ୍ରବ୍ୟକୁ ଆଦିବାସୀମାନେ ଜଙ୍ଗଲରୁ ସଂଗ୍ରହ କରି ବିକ୍ରି କରନ୍ତି। ଝୁଣା ମୁଖ୍ୟତଃ ଶାଳଗଛରୁ…

ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ

ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ ବାଡ଼ିରେ ଏକ ଚନ୍ଦନଗଛ ୧୫ବର୍ଷରୁ ଊର୍ଦ୍ଧ୍ୱ ହେବ ରହିଥିଲା। କିନ୍ତୁ ଶନିବାର ରାତିରେ ଏହାକୁ…

ରାସ୍ତାରେ ଓଲଟିଲା ପିକ୍‌ଅପ : ୧୪ ଶ୍ରମିକ ଆହତ

ଭଞ୍ଜନଗର,୨୮ା୪ (ଡି.ଏନ.ଏ) : ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚୋପ୍ରା ନିକଟରେ ରବିବାର ପୂର୍ବାହ୍ନରେ ଏକ ପିକ୍‌ଅପ ରାସ୍ତା ଉପରେ ଓଲଟି ପଡ଼ିଛି। ଉକ୍ତ ଗାଡ଼ିରେ ଯାଉଥିବା ୧୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ଏବଂ ଜଗନ୍ନାଥପ୍ରସାଦ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri