‘ଜୀବନ ଜୀବିକା ସୁରକ୍ଷା ପାଇଁ ଗଣତାନ୍ତ୍ରିକ ଲଢ଼େଇ ଜାରି ରହିବ’
ଥୁଆମୂଳ ରାମପୁର,୯ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ଏବଂ ରାୟଗଡ଼ା ଜିଲା କାଶୀପୁର ବ୍ଲକ ସୀମାନ୍ତ ସାଗବାରି ପାଖ ପୋଢ଼ ବନ୍ଧା ଘାଟିଠାରେ ଶନିବାର ବିଶ୍ୱ ଆଦିବାସୀ ଦିବସ ୨୦୨୫ ମା’ ମାଟି ମାଳି ସୁରକ୍ଷା ମଞ୍ଚ କଳାହାଣ୍ଡି,…
କାର୍ଡବୋର୍ଡରେ ଚାଲିଛି ଚିକିତ୍ସା: ଜାଣିନାହାନ୍ତି ସିଡିଏମ୍ଓ, ମନ୍ତ୍ରୀ ବି ନୀରବ, ଫଟୋ-ଭିଡିଓ ଭାଇରାଲ ପରେ…
ବରଗଡ଼,୯ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ ସମସ୍ୟା ଅସମାହିତ ହୋଇପଡ଼ିଥିବାବେଳେ ଏଠାରେ ରୋଗୀଙ୍କୁ ମୌଳିକ ସ୍ବାସ୍ଥ୍ୟସେବା ମଧ୍ୟ ମିଳିପାରୁ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଡାକ୍ତରଖାନାରେ ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କୁ ସ୍ଲାବ୍ କିମ୍ବା ପ୍ଲାଷ୍ଟର ଅଫ୍…
ଦଧିବାମନ ମନ୍ଦିରରେ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଅଗଷ୍ଟ ୨୮…
ଭବାନୀପାଟଣା,୯।୮ (ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗତ ସହର ସ୍ଥିତ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଶନିବାର ରାକ୍ଷୀ ପୂର୍ଣ୍ଣିମାରେ ଚଳିତ ବର୍ଷ ନୂଆଁଖାଇ ପାଇଁ ଏକ ପଣ୍ଡିତ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଆସନ୍ତା ଅଗଷ୍ଟ ୨୮ ତାରିଖ ଭାଦ୍ରବ ଶୁକ୍ଳ…
କ୍ଲିନିକ୍ ମାଲିକଙ୍କ ଧମକ: କେସ୍ ନ ଉଠାଇଲେ…
ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ସାହାରା ନର୍ସିଂହୋମ୍ରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଗତ ମେ’ ୧୧ ତାରିଖ ରାତି ପ୍ରାୟ ୧୦ ଟାରେ ସିଙ୍ଗପୁର ଗ୍ରାମର ମାଗୁଣି ନାୟକଙ୍କ ଝିଅ ରୋଜି…
ସାକ୍ଷୀଗୋପାଳରେ ନିଆରା ନଡ଼ିଆ ଲଢ଼େଇ
ସାକ୍ଷୀଗୋପାଳ,୯ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଗହ୍ମାପୂର୍ଣ୍ଣିମା ଉପଲକ୍ଷେ ସାକ୍ଷୀଗୋପାଳ ଅଞ୍ଚଳରେ ନଡ଼ିଆ ଲଢ଼େଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ପାଳିତ ହେଉଛି। ନଡ଼ିଆ ହୁଳ ଅଞ୍ଚଳ ସାକ୍ଷୀଗୋପାଳର ନଡ଼ିଆ ଲଢ଼େଇ ପରମ୍ପରା ଶହଶହ ବର୍ଷର ପୁରୁଣା। ଏହି ପ୍ରତିଯୋଗିତାରେ ଅଞ୍ଚଳର…
ଚିକିତ୍ସାଧୀନ ଅବସ୍ଥାରେ ପିଇଓଙ୍କ ମୃତ୍ୟୁ: ଦୁର୍ଘଟଣା ନା ହତ୍ୟା ଉଠିଲା ପ୍ରଶ୍ନ
ଭବାନୀପାଟଣା,୯ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟ ଜାତୀୟ ରାଜପଥ ୨୬ ଉପରେ ଗତ ବୁଧବାର ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଜଣେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ ଉଦ୍ଧାର କରାଯାଇଥିଲା। ତାଙ୍କ…
କେନ୍ଦୁଝରରେ ବ୍ରାଉନ ସୁଗାର କାରବାର
କେନ୍ଦୁଝର,୯ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ପୋଲିସ ଶନିବାର ବିଭିନ୍ନ ସ୍ଥାନରେ ଚଢାଉ କରି ବ୍ରାଉନ ସୁଗାର କାରବାରରେ ସମ୍ପୃକ୍ତ ୮ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ସଦର ଥାନା ଅନ୍ତର୍ଗତ ଗୋବର୍ନ୍ଧନ ଗ୍ରାମର ଅମିତ କୁମାର…
ଅଙ୍ଗନଓ୍ବାଡି କେନ୍ଦ୍ରରେ ରକ୍ଷାବନ୍ଧନ ଉତ୍ସବ
ଲାଞ୍ଜିଗଡ଼,୯ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ କାନକୁଟରୁ ପଞ୍ଚାୟତ ପାଇକବୋରି ଅଙ୍ଗନଓ୍ବାଡି କେନ୍ଦ୍ରରେ ଶନିବାର ପବିତ୍ର ରକ୍ଷାବନ୍ଧନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଙ୍ଗନଓ୍ବାଡି କର୍ମୀ ଚଞ୍ଚଲା ସାହୁଙ୍କ ତତ୍ତ୍ୱାବଧାନରେ ଶୁଭ କଳସ ସ୍ଥାପନ କରି ଶିଶୁମାନେ ପରସ୍ପରକୁ ରାଖୀ…
ପାଠପଢ଼ାରୁ ବଞ୍ଚିତ ଛାତ୍ରୀଛାତ୍ର
ଲାଞ୍ଜିଗଡ଼,୯ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଭଟାଙ୍ଗପଦର ପଞ୍ଚାୟତ ଅନ୍ତର୍ଗତ ପରାବାହାଲି ଗାଁରେ ପାଠ ପଢିବାକୁ ଇଚ୍ଛା ଥିଲେ ମଧ୍ୟ ୧୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିରୁ ବଞ୍ଚିତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ଗାଁରେ ଆଦିବାସୀ ସମ୍ପ୍ରଦାୟର…
ରାଖୀ ପୂର୍ଣ୍ଣିମାରେ ଅଘଟଣ,ପୋଲ ଉପରେ ବାଇକ, ଚପଲ ରଖି ନଦୀକୁ ଡେଇଁଲେ…
କେନ୍ଦ୍ରାପଡ଼ା,୯।୮: ରାଖୀ ପୂର୍ଣ୍ଣିମାରେ ଅଘଟଣ। କେନ୍ଦ୍ରାପଡ଼ା ଗୋବରୀ ନଦୀକୁ ଡ଼େଇଁ ଯୁବକ ନିଖୋଜ ହୋଇଯାଇଛନ୍ତି। ଆଳିଜଙ୍ଗା ପୋଲ ଉପରେ ବାଇକ ଓ ଚପଲ ରଖି ଡେଇଁପଡ଼ିଲେ ଯୁବକ।ନଦୀକୁ ଡେଇଁ ନିଖୋଜ ଯୁବକ ତଳ ବାରଙ୍ଗ ଅଞ୍ଚଳର ବୋଲି ସୂଚନା ମିଳିଛି। ଓଡ୍ରାଫ…
ଅଧିକାର ପାଇଁ ପାଳନ ହେଉଛି ବିଶ୍ୱ ଆଦିବାସୀ ଦିବସ
କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ଶନିବାର ପାଳିତ ହୋଇଯାଇଛି। ଶତାଧିକ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଜୋରାଡବରା ଧରଣୀ ପୀଠରେ ପୂଜାର୍ଚ୍ଚନା…
ବାପାଙ୍କ ମୃତ୍ୟୁର ୮ ଦିନ ପରେ ମିଳିଲା ପୁଅର ମୃତଦେହ, ଶୋକାକୁଳ ପରିବେଶରେ ଫାଟି ପଡୁଛି ଗାଁ ଦାଣ୍ଡ
ପୁରୁଷୋତ୍ତମପୁର,୯ା୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅନ୍ତର୍ଗତ କୁମାରୀରେ ଏକ ଦୁଃଖଦ ଘଟଣା ଘଟିଛି। ବାପାଙ୍କ ମୃତ୍ୟୁର ୮ ଦିନ ପରେ ଶନିବାର ମୁକୁଳା ବିଦ୍ୟୁତ୍ ଟ୍ରାନ୍ସଫର୍ମର ନିକଟରୁ ଦିବ୍ୟାଙ୍ଗ ପୁଅର ପଚାସଢ଼ା ମୃତଦେହ ମିଳିଛି। ମୃତ ଯୁବକ ହେଲେ…
Archives


