ଆମ ଜିଲା ଖବର

ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଦାବିପତ୍ର

ବାରିପଦା ଅଫିସ,୫ା୧୦- ମୟୂରଭଞ୍ଜ ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ଉପତ୍ଳ କୁମାର ଭଦ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କୁ ସାକ୍ଷାତ କରି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ

ନୟାଗଡ଼ ଅଫିସ,୫ା୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ୨ୟ ମହଲା ସାଧାରଣ ଓ ବିବିଧ ଉପବିଭାଗ (ଜେନେରାଲ ଆଣ୍ଡ ମିସ୍‌ ସେକ୍ସନ)ରେ ଶୁକ୍ରବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାର୍ଯ୍ୟାଳୟର ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ…

ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍‌ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚରେ ବାଙ୍କୀର ବ୍ରହ୍ମପୁରା କ୍ରିକେଟ କ୍ଲବ ୧୮ ରନରେ…

ବାହାନଗା ତହସିଲ ପକ୍ଷରୁ ଉଚ୍ଛେଦ ଆରମ୍ଭ

ବାହାନଗା, ୫ା୧୦(ଡି.ଏନ.ଏ.)-ଘରୁ ବାହାରିବା ଲାଗି ରାସ୍ତା ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଓଡଶାଳ ପଞ୍ଚାୟତର ଝଳଝଳିଆ ଗ୍ରାମର ୩ ପରିବାର ଗତ ୩୦ ତାରିଖରେ ତହସିଲ ସମ୍ମୁଖରେ ଧାରଣା ଦେଇଥିଲେ। ଶୁକ୍ରବାର ତହସିଲ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ନବନିର୍ମାଣ କୃଷକ ସଂଗଠନ ସମାବେଶ

ଦଶପଲ୍ଲା, ୫ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ନବନିର୍ମାଣ କୃଷକ ସଂଗଠନର ସାଙ୍ଗଠନିକ ବୈଠକ ଶୁକ୍ରବାର ସ୍ଥାନୀୟ ସ୍ବପ୍ନେଶ୍ୱର ମହାବୀର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଂଯୋଜକ ରବିନାରାୟଣ ସେଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ପଣ୍ଡା…

ଟ୍ରେନ୍‌ରୁ ଖସି ପଡ଼ି କଟିଲା ଗୋଡ଼

ଧର୍ମଶାଳା,୫ା୧୦(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଗଡ଼ମଧୁପୁର ଷ୍ଟେଶନ ନିକଟରେ ଶୁକ୍ରବାର ଟ୍ରେନ୍‌ରୁ ଖସିପଡି ଜଣେ ବ୍ୟକ୍ତିଙ୍କ ୨ ଗୋଡ କଟିଯାଇଛି। ସେ ହେଉଛନ୍ତି ଧର୍ମଶାଳା ବ୍ଲକ ଥାନୁଆଳ ଗ୍ରାମର ପେଡା ବ୍ୟବସାୟୀ ଗୁଣନିଧି ଦୋରା(୫୪)। ଧର୍ମଶାଳା ଅଗ୍ନିଶମ ବାହିନୀ ପହଞ୍ଚତ୍ ତାଙ୍କୁ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା

ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍‌.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ବରୀ ବିଧାୟିକା ସୁନନ୍ଦା ଦାସ ଓ ବ୍ଲକ ଅଧ୍ୟକ୍ଷା ଶୁଭାସିନୀ…

୩ ନିଶାସକ୍ତ ବାଇକ୍‌ ଚାଳକ କୋର୍ଟ ଚାଲାଣ

କୋରେଇ,୫ା୧୦(ସ୍ବ.ପ୍ର.): ପାଣିକୋଇଲି ପୋଲିସ ଗୁରୁବାର ରାତିରେ ୪ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ଗିରଫ କରିଥିଲା। ଏ ନେଇ ମାମଲା ରୁଜୁ ପରେ ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି। ସେମାନେ ହେଲେ ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ସରସଦା…

ଓଏମ୍‌ସି ଦୈତାରି ଲୌହ, ମାଙ୍ଗାନିଜ ଖଣି ଜନଶୁଣାଣି: ସମର୍ଥନ ପାଇଁ ସର୍ତ୍ତ ରଖିଲେ ଅଞ୍ଚଳବାସୀ

କାଳିଆପାଣି,୫ା୧୦(ଡି.ଏନ୍‌.ଏ.): ଓଡ଼ିଶା ଖଣି ନିଗମ(ଓଏମ୍‌ସି) ପରିଚାଳିତ ଦୈତାରୀିଲୌହ ଓ ମାଙ୍ଗାନିଜ ଖଣିର ବାର୍ଷିକ ୩ ଲକ୍ଷ ଟନ୍‌ରୁ ୬ ଲକ୍ଷ ଟନ୍‌ କ୍ରୋମାଇଟ ଉତ୍ପାଦନ ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଜନଶୁଣାଣି ହୋଇଛି। ପରିବେଶ ମଞ୍ଜୁରୀ ନିମନ୍ତେ କରାଯାଇଥିବା ଜନଶୁଣାଣିରେ ବିଭନ୍ନ ସର୍ତ୍ତ…

ଦାନଗଦୀ ବ୍ଲକରେ ନବମ ପଞ୍ଚାୟତ ସମିତି ବୈଠକ

କଳିଙ୍ଗନଗର,୫ା୧୦(ଡି.ଏନ୍‌.ଏ.): ଦାନଗଦୀ ବ୍ଲକ ସଭାଗୃହଠାରେ ଶୁକ୍ରବାର ନବମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଲୋପାମୁଦ୍ରା ନାୟକଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ, ତହସିଲଦାର ବୁଲବୁଲ ବେହେରା,…

ଚିକିଛା ଅଭାବୁ ଖଟେ ପଡ଼ିଛେ ବାପ୍‌ : ଦାଦନ୍‌ ସରଦାର ହାତେ ନାବାଲିକ୍‌ ଝି’ର ଭବିଷତ୍‌

ସିନାପାଲି, ୫ା୧୦ (ଡି.ଏନ୍‌.ଏ.)- ପଶ୍ଚିମ ଓଡ଼ିଶାରେ ଦାଦନ୍‌ ସମସିଆ ସରକାରକଁର ମୁଡ଼ଦୁଖାର କାରନ୍‌ ସାଜିଛେ। ସରକାର ଇଥିରଲାଗି ଯେତେ ଯୋଜନା କଲେ ବି କାହିଁ ନାଇଁ କାହିଁ ପୁଲ ପଡ଼ିଯାଉଛେ। ହକ୍‌ଦାର ଲୋକ୍‌ ଯୋଜନାର ଲାଭ୍‌ ପାଇ ନାଇଁପାରବାର। ଯେନ୍‌ଥିରଲାଗି ଦାଦନ୍‌…

ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ସିନାପାଲି,୫।୧୦(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର ନୂଆପଡା ଜିଲା ବିଜେଡି ସାଧାରଣ ସମ୍ପାଦକ ଲମ୍ବୋଦର ନିଆଲଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?