ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ର,ଅଭିଭାବକଙ୍କ ଧାରଣା
ଚଣ୍ଡିଖୋଲ(ଡିଏନ୍ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୧୪।୮- ବଡ଼ଚଣା ବ୍ଲକ ଅନ୍ତର୍ଗତ ରଇପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ମଙ୍ଗଳବାର ବିଦ୍ୟାଳୟ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣା ଦିଆଯାଇଥିଲା। ଏହି ଧାରଣାରେ ଛାତ୍ରୀଛାତ୍ର, ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରୀଛାତ୍ର, ଅଭିଭାବକ ଓ ଅବସରପ୍ରାପ୍ତ…
‘ବୃକ୍ଷ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ’
ବିିଞ୍ଝାରପୁର/ସିଂହପୁର,୧୪|୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦକିଶୋର ସାମଲ ଚାରାରୋପଣ କରିଛନ୍ତି। ପ୍ରଥମେ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟରେ ପହଞ୍ଚତ୍ଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ କ୍ଷୀରୋଦ କୁମାର ବେହେରାଙ୍କ ସମେତ…
ଜିଲାପାଳଙ୍କ ମିଳିତ ଜନଶୁଣାଣି:୧୧୬ ଅଭିଯୋଗରୁ ୪୪ ତୁରନ୍ତ ସମାଧାନ
ବିଞ୍ଝାରପୁର,୧୪|୮(ଡି.ଏନ୍.ଏ.)- ବିଞ୍ଝାରପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହରେ ମଙ୍ଗଳବାର ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ା ଏଥିରେ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ସମେତ ବିଞ୍ଝାରପୁର ବିଧାୟିକା ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଏସ୍ପି…
ଏଟିଏମକୁ୍ ଭାଙ୍ଗି ଟଙ୍କା ଲୁଟ୍ ଉଦ୍ୟମ ବିଫଳ
କଳିଙ୍ଗନଗର,୧୪|୮(ଡି.ଏନ୍.ଏ.)- ଦାନଗଦୀସ୍ଥିତ ୟୁକୋ ବ୍ୟାଙ୍କ ଏଟିଏମ୍କୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଭାଙ୍ଗି ଟଙ୍କା ଲୁଟ୍ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡିଛି। ଏ ନେଇ ମଙ୍ଗଳବାର ଦାନଗଦୀ ଫାଣ୍ଡିରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ସକାଳେ ବ୍ୟାଙ୍କ ମ୍ୟାନେଜର ସାବିତ୍ରୀ…
୧ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଶିକ୍ଷକ
ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ମର୍ଦ୍ଦାବାଡ଼ି ଗ୍ରାମର ଚିତ୍ତରଞ୍ଜନ…
ତାଜା ଭୁଶୁଡ଼ି ୩ ମହିଳା ଆହତ
ନୟାଗଡ଼ ଅଫିସ,୧୪।୮- ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଶରଧାପୁର ଗ୍ରାମରେ ଘରର ତାଜା ଭୁଶୁଡ଼ି ୩ ଜଣ ମହିଳା ଆହତ ହୋଇଛନ୍ତି। ସେମାନେ ହେଲେ ଶରଧାପୁର ତଳସାହିର ପ୍ରମିଳା ସାହୁ (୪୭), ସୁଷମା ସାହୁ (୪୩) ଓ ବାସନ୍ତୀ ସାହୁ (୪୩)।…
ବିଦ୍ୟୁତ୍ ତାରରେ ବସା ବାନ୍ଧୁଛି ବାଇଚଢ଼େଇ: ଦେଖିବାକୁ ମିଳୁନାହିଁ ଖଜୁରି , ତାଳଗଛ
ନୟାଗଡ଼ ଅଫିସ,୧୪।୮-ପୂର୍ବେ ରାସ୍ତାରେ ଯାଉଥିବା ବେଳେ ଗଛଡାଳରେ ବାଇଚଢ଼େଇ ବସା ଓ ତା’ର କିଚିରିମିଚିର ଶବ୍ଦ ଶୁଣିବା ପାଇଁ ବାଟୋଇଟିଏ କିଛି ସମୟ ପାଇଁ ଅଟକି ଯାଉଥିଲା। ହେଲେ ବର୍ତ୍ତମାନ ଆଉ ସେହିଭଳି ଦୃଶ୍ୟ ଦେଖିବାକୁ ମିଳୁନାହିଁ । ରାସ୍ତା ପାର୍ଶ୍ୱ…
ଲଗାଣ ବର୍ଷା : ବଢୁଛି ମହାନଦୀ ଜଳସ୍ତର; ବନ୍ୟା ଆଶଙ୍କାରେ ନଦୀକୂଳିଆ ଗ୍ରାମବାସୀ
ଗଣିଆ,୧୪।୮(ଡି.ଏନ.ଏ.)-ଗତ ୨ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଚଳିତ ବର୍ଷ ହୀରାକୁଦ ନଦୀବନ୍ଧରୁ ଏ ପର୍ଯ୍ୟନ୍ତ ବନ୍ୟାଜଳ ଛଡ଼ାଯାଇନଥିଲେ ମଧ୍ୟ ଏହାର ତଳିଆ ଅଞ୍ଚଳରେ ବର୍ଷା ଲାଗି ରହିଥିବାରୁ ଜଳସ୍ତର ଧୀରେ…
୩ଥର ଚମ୍ପଟ ମାରିଥିବା ବିଚାରାଧୀନ କଏଦୀ ଗିରଫ: ନିଲମ୍ବିତ ହୋଇଥିଲେ ୭ପୋଲିସ କର୍ମଚାରୀ
ଭାପୁର,୧୪।୮(ଡି.ଏନ.ଏ)-ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ ଓ ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଥିଲା। ମଙ୍ଗଳବାର ସମ୍ପୃକ୍ତ କଏଦୀଙ୍କୁ ଗିରଫ କରାଯାଇଛି। ସେ…
ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା
ଭାପୁର,୧୪ା୮ (ଡି.ଏନ୍.ଏ.):ଭାପୁର ବ୍ଲକ ବାଇଗୁଣିଆ ଗ୍ରାମର ଦାଣ୍ଡ ସାହିରେ ରବିବାର ଅପରାହ୍ନରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ୨ ପରିବାରଙ୍କ ୨ ବଖରା ଜଳିିଯାଇଛି। ଅଗ୍ନିକାଣ୍ଡରେ ଗୋଟିଏ ବାଇକ୍ ସହ ବହୁ ଆସବାବପତ୍ର ମଧ୍ୟ ପୋଡ଼ିଯାଇଛି। ଦାଣ୍ଡସାହିର ଉଲ୍ଲାସ ପ୍ରଧାନ ଓ ମାଧବ…
ବିଏସ୍ଏଫ୍ ଏଏସ୍ଆଇଙ୍କ ଦାୟିତ୍ୱହୀନତା : ଟ୍ରେନ୍ରେ ଛାଡ଼ିଦେଲେ ୬୦ ରାଉଣ୍ଡ ଗୁଳି
ଜୟପୁର,୧୪ା୮(ନି.ପ୍ର./ଡି.ଏନ୍.ଏ.): ବିଶାଖପାଟଣା-କିରଣ୍ଡୁଲ ଏକ୍ସପ୍ରେସ୍ରୁ ମଙ୍ଗଳବାର ଇନସାସ୍ ରାଇଫଲର ୬୦ ରାଉଣ୍ଡ ଗୁଳି (୩ଟି ମାଗାଜିନ) ଏବଂ ଗୋଟିଏ ୟୁନିଫର୍ମ ବେଲ୍ଟ ଉଦ୍ଧାର କରିଛି କୋରାପୁଟ ଜିଲା ଜୟପୁର ଆରପିଏଫ୍। ବିଏସ୍ଏଫ୍ର ଜଣେ ଏଏସ୍ଆଇ ଏହି ଟ୍ରେନ୍ରେ ଯିବାବେଳେ ନିଜ ସିଟ୍ରେ ଉପରୋକ୍ତ…
କଲଭର୍ଟ ଗାର୍ଡ଼ୱାଲ ମରାମତି ଦାବି
ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.):ଖଣ୍ଡପଡ଼ା-ବାହାଡ଼ା ରାସ୍ତା ପୂର୍ତ୍ତ ବିଭାଗ ବଙ୍ଗଳା ନିକଟସ୍ଥ ରାସ୍ତାରେ ଥିବା ଏକ କଲଭର୍ଟ ଗାର୍ଡୱାଲ ଭାଙ୍ଗି ତଳେ ଖସିପଡିଛି ା କିଛିଦିନ ତଳେ ଏକ ବାଲି ବୋଝେଇ ହାଇୱାଗାଡ଼ିି ଏହି ସ୍ଥାନରେ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ଗାର୍ଡୱାଲଟି ଭାଙ୍ଗିଯାଇଥିଲା ା ତେଣୁ…
Archives


