ଉଚ୍ଛେଦକୁ ନେଇ ନୀଳଗିରି ବିଧାୟକ-ତହସିଲଦାର ମୁହାଁମୁହିଁ: ପ୍ରତିବାଦରେ ଅନଶନରେ ବସିଲେ ବିଧାୟକ
ସଜନାଗଡ଼, ୪।୧୦(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ତହସିଲଦାର ସୁଶ୍ରୀତା ଟୁଡ଼ୁଙ୍କ ମଧ୍ୟରେ ଶୁକ୍ରବାର ମୁହାଁମୁହିଁ ହୋଇଛି। ତହସିଲ କଚେରି ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦକୁ ନେଇ ଏଭଳି ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଏ ନେଇ…
ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ନିର୍ଦ୍ଦେଶକଙ୍କ ଦରମା ପ୍ରସଙ୍ଗ : ପଦକ୍ଷେପ କ’ଣ ନେଇଛ ଜଣାଅ: ହାଇକୋର୍ଟ
କଟକ ଅଫିସ,୪ା୧୦: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡଙ୍ଗୀ ଚଞ୍ଚକତା କରି ନିଜ ବେତନ ବାବଦରେ ପ୍ରାପ୍ୟଠାରୁ ୩୦ ଲକ୍ଷରୁ ଅଧିକ ଉଠାଇ ନେଇଥିବା ଅଭିଯୋଗର ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ତେବେ…
ସର୍ଟଶର୍କିଟରୁ ଟ୍ରକ୍ରେ ଲାଗିଲା ନିଆଁ: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର
ବଡ଼ବିଲ, ତା ୪.୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଭଦ୍ରାସାହି-ବଡବିଲ ରାଜ୍ୟରାଜପଥର କାଠ ଡିପୋ ନିକଟରେ ଶୁକ୍ରବାର ସକାଳେ ଏକ ଚଳନ୍ତା ଟ୍ରକରେ ନିଆଁଲାଗି ସମ୍ମୁଖଭାଗ ଜଳିଯାଇଛି। ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…
ଟ୍ରକ୍କୁ ଧକ୍କାଦେଲା ଯାତ୍ରୀବାହୀ ବସ୍: ୮ଗୁରୁତର
କେନ୍ଦୁଝର, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ନେକଡ଼ାଘର, ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତିରେ ଏକ ଟ୍ରକ୍କୁ ପଛରୁ ଧକ୍କା ଦେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ…
ଥାନା ଅଧିକାରୀଙ୍କ ନାମରେ କୋର୍ଟରେ ମାମଲା
କାଳିଆପାଣି,୪ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅଧିକାରୀ ବିଚିତ୍ରା ନନ୍ଦ ସେଠୀଙ୍କ ନାମରେ ଗୁରୁବାର ଯାଜପୁର ରୋଡସ୍ଥିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟରେ ଏକ ଦୁର୍ବ୍ୟବହାର ମାମଲା ରୁଜୁ ହୋଇଛି। ଥାନା ଅଞ୍ଚଳର ଜଣେ ମହିଳା ଏହି ଅଭିଯୋଗ କରିଛନ୍ତି।…
ମାଙ୍କଡ଼ା ପଥର ଟ୍ରକ୍ ଜବତ, ଡ୍ରାଇଭର ଗିରଫ
ଧର୍ମଶାଳା,୪ା୧୦(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ହରିଦାସପୁର ରେଳଷ୍ଟେଶନ ନିକଟରୁ ବେଆଇନ ଭାବେ ପରିବହନ କରୁଥିବା ଏକ ମାଙ୍କଡ଼ା ବୋଝେଇ ଟ୍ରକ୍କୁ ପୋଲିସ ଜବତ କରିଛି। ଏଥିସହ ଡ୍ରାଇଭରଙ୍କୁ ଗିରଫ କରିଛି। ଗିରଫ ଡ୍ରାଇଭର ଜଣଙ୍କ ରମେଶ ପରମାଣିକ। ଏ ନେଇ ପୋଲିସ…
ମା’ ସମଲେଶ୍ୱରୀ ଫୁଟବଲ ଟୁର୍ନାମେଣ୍ଟ: ବିନପୁର ଚାମ୍ପିୟନ
ବୋଡେନ,୪।୧୦(ଡି.ଏନ.ଏ.)-ନୂଆପଡା ଜିଲା ବୋଡେନ ବ୍ଲକ ଟେମରି (ଦଣ୍ଡେଇବସା) ଚାରିଛକ ଖେଳ ପଡିଆଠାରେ ଗତ ୨୪ ତାରିଖରୁ ଚାଲିଥିବା ଫୁଟବଲ ଟୁର୍ନାମେଣ୍ଟ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ ଖେଳ ବିନପୁର ଓ ଫରସରା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବିନପୁର…
୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ
ଖଡିଆଳ,୪।୧୦(ଡି.ଏନ.ଏ.) – ନୂଆପଡା ଜିଲା ଖଡିଆଳ ବନାଞ୍ଚଳ ପକ୍ଷରୁ ୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଆରମ୍ଭ ହୋଇଯାଇଛି । ଏହା ଆସନ୍ତା ୮ ତାରିଖରେ ଉଦଯାପିତ ହେବ। ଏହି ପରିପ୍ରେକ୍ଷୀରେ ଗୁରୁବାର ଖଡିଆଳ ବନାଞ୍ଚଳ ପକ୍ଷରୁ ଖଡିଆଳ ୱେଷ୍ଟର୍ଣ୍ଣ ଓଡିଶା ପବ୍ଲିକ…
ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ରହିଛି
ନୂଆପଡା ଅଫିସ,୪ା୧୦- ସ୍ଥାନୀୟ ମହାମାୟା କଲେଜରେ ଚାଲିଥିବା ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର ଉଦ୍ଯାପିତ ହୋଇଯାଇଛି। ଗୁରୁବାର ମହାମାୟା କଲେଜରୁ ଛାତ୍ରୀଛାତ୍ରମାନଙ୍କ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚତ୍ଥିଲେ। ପରେ କଲେଜରେ ଉଦ୍ଯାପନୀ ଉତ୍ସବରେ…
ବିଦ୍ୟୁତ୍ ବିଲ୍ କମାଇବା ପାଇଁ ଲାଞ୍ଚ: କନିଷ୍ଠ କିରାଣି ଗିରଫ, ୫ ହଜାର ଟଙ୍କା ଜବତ
ଭବାନୀପାଟଣା,୪।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଥିବା ୧-ନମ୍ବର ବିଦ୍ୟୁତ୍ ସବ୍ଡିଭିଜନ୍ କନିଷ୍ଠ କିରାଣି ଅଜିତ୍ ମିଶ୍ର ବିଦ୍ୟୁତ୍ ବିଲ କମାଇ ଦେବା ପାଇଁ ଜଣେ ଉପଭୋକ୍ତାଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି।…
ବଜାର ସଫେଇ କଲେ ଛାତ୍ରୀଛାତ୍ର
ଛତିଆ,୪ା୧୦(ଡି.ଏନ୍.ଏ.): ଛତିଆ ବଜାରରେ ଦୀର୍ଘଦିନ ଧରି ପଡିରହିଥିବା ଅଳିଆ ଆବର୍ଜନାକୁ ଗୁରୁବାର ମଣିଆସ୍ଥିତ ଡିଏଭି ପଦ୍ମାବତୀ ସ୍କୁଲ ଛାତ୍ରୀଛାତ୍ର ସଫା କରିଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣା ଶର୍ମାଙ୍କ ନେତୃତ୍ୱରେ ୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଛତିଆ ବାଇପାସ୍…
ସ୍ଥାୟୀ ଜଳ ଯୋଗାଣ, ବେଆଇନ ଜଳକର ଉଚ୍ଛେଦ ଦାବି: ଚାଷୀଙ୍କ ଜାତୀୟ ରାଜପଥ ଅବରୋଧ
ଜୁନାଗଡ,୪।୧୦(ଡି.ଏନ.ଏ.)- କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଆଟିଗଁା, ତଳମଲା ପଞ୍ଚାୟତକୁ ସ୍ଥାୟୀ ଜଳ ଯୋଗାଣ ଓ ବେଆଇନ ଭାବେ ନିଆଯାଉଥିବା ଜଳକରକୁ ଉଚ୍ଛେଦ ଦାବି ନେଇ ଗୁରୁବାର ଚାଷୀ ରାସ୍ତାକୁ ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୧ଟାରେ ଉକ୍ତ ୨ ପଞ୍ଚାୟତର ଚାଷୀ ଜୁନାଗଡ…

