ଆବାସ ଯୋଜନାର ବିଲ ଲାଗି ହିତାଧିକାରୀ ହଟହଟା
ସମ୍ବଲପୁର,୨୬।୪ (ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ଭିନେ ଭିନେ ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନେ ଘର ତିଆରି କରୁଛନ୍। ହେଲେ ପାଖାପାଖି ମାସେ ହେଲା ମହାନଗର ନିଗମ ତରଫୁ ବିଲ ଟଁକା ନାଇଁ ଦିଆଯାଉଥିବାର ଅଭିଯୋଗ ହେଉଛେ। କେତେ ଲୋକ୍…
ସାମୂହିକ ଉଦ୍ୟମ ଦ୍ୱାରା ମ୍ୟାଲେରିଆ ମୂଳୋତ୍ପାଟନ ସମ୍ଭବ
ସୋନପୁର,୨୬।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶରତ ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ ମିଶ୍ର…
ଲାଠୋରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବନା: ପକାଘର ପାଏବାରୁ ବଁଚିତ ଗରିବ ପରିବାର
ଲାଠୋର, ୨୬ା୪ (ଡି.ଏନ.ଏ): ସରକାରୀ ନିୟମ ଅନ୍ସାରେ ଏସ୍ଇସିସି ତାଲିକାରେ ଯେନ୍ମାନକର ନଁା ଥିବା ଆର ଘରଦୁଆର ନାଇଁଥିବା ସେମାନକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ପକା ଘର ଯୁଗେଇ ଦେବାର ବେବସ୍ତା ରହିଛେ। ଭାରତ ସରକାରକଁର ଗ୍ରାମ୍ୟ ବିକାଶ…
୨ଟି ବୁଥ୍ରେ ସାନି ମତଦାନ
ସୁନ୍ଦରଗଡ଼,୨୫ା୪(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍ରେ ଇଭିଏମ୍ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୨୧୩…
ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ
ହାଟଡ଼ିହି,୨୫ା୪(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି ନିର୍ବାଚନମଣ୍ଡଳୀରେ…
ବାଇକକୁ ଧକ୍କାଦେଲା ଟ୍ରକ
ଆନନ୍ଦପୁର/କୋଳିମାଟି,୨୫ା୪(ଡି.ଏନ୍.ଏ.): ମହୁଲଡିହା ଥାନା ଅଧୀନ ଗୋଡ଼ଭଙ୍ଗା ଘାଟି ଉପରେ ଟ୍ରକ ଧକ୍କା ଦେବାରୁ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଅଗ୍ନିଶମ କର୍ମଚାରୀ ଦାରା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ପରେ କଟକ ସ୍ଥାନାନ୍ତର କରାଯାଇଛି। ଗୁରୁତର…
ମୁକୁଳାପଡ଼ିଛି ଟ୍ରାନ୍ସଫର୍ମର, ଲୋକେ ଭୟଭୀତ
ଗଞ୍ଜାମ,୨୫ା୪(ଡି.ଏନ୍.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୪ ନଂ ଓ୍ବାର୍ଡର ରାଉଳସାହି ନିକଟସ୍ଥ ୟୁଏଇ ହଲ୍ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରଟି ଦୀର୍ଘବର୍ଷ ଧରି ମୁକୁଳାପଡ଼ିଛି। ଏହାର ଚତୁଃପାର୍ଶ୍ୱରେ ସୁରକ୍ଷାବାଡ଼ା ନ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏଥିସହିତ ଏହି…
ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା
କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ ଜୀବନ ଯାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିିତ୍ସିତ ହେଉଛନ୍ତି।…
ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍ବ ଚାଷଜମିକୁ ପାଣି ମାଡୁନି
ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି ଯୋଗୁ ଫସଲ ନଷ୍ଟ ହୋଇଥାଏ। ଏହିସବୁ ଜମିକୁ ଜଳସେଚନ ସୁବିଧା ପାଇଁ ଉଠା ଜଳସେଚନ…
ଏସ୍ବିଆଇ ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ: ନାହାନ୍ତି ସୁରକ୍ଷା କର୍ମୀ, ସିିସି କ୍ୟାମେରା ଅଚଳ
ନିରାକାରପୁର,୨୫ା୪(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥ କାଜ ନିକଟ ନୂଆ ଜଗନ୍ନାଥ ଜାତୀୟ ରାଜପଥ ପାର୍ଶ୍ୱ ଏସ୍ବିଆଇ ଏଟିଏମ୍ରୁ ଟଙ୍କା ଲୁଟ୍ ଉଦ୍ୟମ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ର୍ବୃତ୍ତ ଏଟିଏମ୍ଟି ଭାଙ୍ଗି ଏଥିରେ ଥିବା ଟଙ୍କା ଲୁଟିବା ପାଇଁ…
ପରିଚାଳନାରେ ଝୁଣ୍ଟିଲା ପ୍ରଶାସନ: ଗୋଟିଏ ବୁଥ୍ରେ ହୋଇପାରେ ସାନି ମତଦାନ
ଅନୁଗୋଳ ଅଫିସ, ୨୫।୪- ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ବେଳେ ବିଭିନ୍ନ ବୁଥରେ ଇଭିଏମ୍ ଅଚଳ ଖବର ଆସିଥିଲା। ଏପରି କି କେତୋଟି ମତଦାନ କେନ୍ଦ୍ରରେ ଇଭିଏମ୍ରେ ଲାଗିଥିବା ବାଲାଟ ଓ କଣ୍ଟ୍ରୋଲ ୟୁନିଟ୍ରେ ସମସ୍ୟା ଦେଖାଦେବାରୁ ତାହାକୁ…
ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ
ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଟ୍ରଷ୍ଟ ବୋର୍ଡର ବରିଷ୍ଠ ସଦସ୍ୟ ସୌଭାଗ୍ୟ ଚନ୍ଦ୍ର ପ୍ରଧାନ,…
Archives


