ଦିଶା ବୈଠକ ଅନୁଷ୍ଠିତ: ଛତୁଆ ପ୍ରସ୍ତୁତି କେନ୍ଦ୍ରରେ ଚଢ଼ାଉ କରିବେ ଅଧିକାରୀ
ନୟାଗଡ଼ ଅଫିସ,୩୦।୧୦-ନୟାଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷ ସୃଜନଠାରେ ମଙ୍ଗଳବାର ଦିଶା (ଡିଷ୍ଟ୍ରିକ୍ଟ ଡେଭ୍ଲପ୍ମେଣ୍ଟ କୋ ଅର୍ଡ଼ିନେଶନ୍ ଆଣ୍ଡ ମନିଟରିଂ କମିଟି) ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…
ପଥରଦ୍ୱାର ଗ୍ରାମରେ ଗିରିଗୋବର୍ଦ୍ଧନ ପୂଜା
ଖଣ୍ଡପଡା,୩୦।୧୦(ସ୍ବ.ପ୍ର.)-ଖଣ୍ଡପଡା ବ୍ଲ୍ଳକ ଅନ୍ତର୍ଗତ ପଥରଦ୍ୱାର ଗ୍ରାମ ମା’ ପୂର୍ଣ୍ଣବାସୀଙ୍କ ପୀଠରେ ମଙ୍ଗଳବାର ପାରମ୍ପରିକ ରୀତିରେ ଗିରିଗୋବର୍ଦ୍ଧନ ପୂଜା ଆରମ୍ଭ ହୋଇଛି ା ମା’ ପୂର୍ଣ୍ଣବାସୀ ଯୁବ କ୍ଲବ ଆନୁକୂଲ୍ୟରେ ତଥା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଦୀର୍ଘ ୧୯ ବର୍ଷଧରି…
ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ
ଯାଜପୁର ଟାଉନ,୩୦-୧୦(ଡି.ଏନ୍.ଏ.)- ଜିଲା ପ୍ରଶାସନର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସ୍ଥାନୀୟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି। ଏହି ସପ୍ତାହ…
ମରାମତି ଅପେକ୍ଷାରେ ଖଣ୍ଡିତର-ରାଜଘାଟ ନଦୀବନ୍ଧ:୭.୮୬ କୋଟି ଟଙ୍କା ବ୍ୟୟବରାଦ
ରସୁଲପୁର,୩୦-୧୦(ଡିଏନଏ)- ରସୁଲପୁର ବ୍ଲକ ଖଣ୍ଡିତର ଓ ଯାଜପୁର ବ୍ଲକ ଅଧୀନ ରାଜଘାଟ ଖରସ୍ରୋତା ନଦୀର ଡାହାଣପାର୍ଶ୍ୱ ୧୫-ବି ବନ୍ଧ ମରାମତି, ପ୍ରଶସ୍ତୀକରଣ, ଆବଶ୍ୟକ ସ୍ଥଳେ ଜନବସତିକୁ ଗଡା ନିର୍ମାଣ, ବନ୍ଧ ଉପରେ ପାର୍କିଂ ନିର୍ମାଣ ପାଇଁ ଦାବି ହେଉଛି। ଏ ଦିଗରେ…
କ୍ଷତିପୂରଣ ଦାବିରେ ଚାଷୀଙ୍କ ଜାତୀୟ ରାଜପଥ ଅବରୋଧ
ଚଣ୍ଡିଖୋଲ,୩୦-୧୦(ଡି.ଏନ୍.ଏ.)- ଗତ ସପ୍ତାହରେ ୩ଦିନ ଧରି ଲଗାଣ ବର୍ଷା ଯୋଗୁ ବଡ଼ଚଣା ବ୍ଲକର ବହୁ ଅଞ୍ଚଳରେ ବ୍ୟାପକ ଫସଲ ହାନୀ ହୋଇଛି। ପ୍ରଶାସନ ପକ୍ଷରୁ ଅଦ୍ୟାବଧି କ୍ଷୟକ୍ଷତି ଆକଳନ କରାଯାଇ ଚାଷୀଙ୍କୁ କ୍ଷତିପୂରଣ ଦେବା ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ। ବହୁ…
କଳାବଜାରରେ ବିକ୍ରି ହେଉଛି ସାଧାରଣ ବଣ୍ଟନ ସାମଗ୍ରୀ: କୋଠ ଘରୁ ଶତାଧିକ ପିଡିଏସ୍ ଚାଉଳ ବସ୍ତା ଜବତ
ରସୁଲପୁର,୩୦-୧୦(ଡି.ଏନ୍.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକରେ ସାଧାରଣ ବଣ୍ଟନ ସାମଗ୍ରୀ ପ୍ରଦାନରେ ସରକାରଙ୍କ ୫-ଟି ପ୍ରୟୋଗ ସମ୍ପୂର୍ଣ୍ଣ ଫେଲ୍ ମାରିଛି। ଭୂତ ଚାଉଳ କାର୍ଡ ହାତେଇବାରେ ଠାରୁ ଅଯୋଗ୍ୟଙ୍କୁ ରାଶନ କାର୍ଡ ପ୍ରଦାନ କରିବା ପର୍ଯ୍ୟନ୍ତ ସବୁଠି ୫-ଟି ଫେଲ୍ ମାରିଥିବା…
ଚୋରାରେ ପିଗ୍ ଆଇରନ କିଣି ଗିରଫ ହେଲେ ଶିଳ୍ପପତି
ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର ପୋଲିସ ଦ୍ବାରା ଗିରଫ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ…
ବ୍ରାହ୍ମଣୀ ରିଭର ପେଲେଟ୍ସ ଲିମିଟେଡ: ସ୍ଥାନୀୟ ନିଯୁକ୍ତି ବୃଦ୍ଧି ଉପରେ ନାହିଁ ପଦକ୍ଷେପ
ଯାଜପୁର ଅଫିସ,୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ମଧ୍ୟରେ କାରଖାନା ବୃଦ୍ଧି ଓ ସମ୍ପ୍ରସାରଣ ହେଉଛି। ମାତ୍ର ନିଯୁକ୍ତି ସୁଯୋଗ ସୃଷ୍ଟି ଅପରିବର୍ତ୍ତିତ ରହିଛି। ଏହିକ୍ରମରେ ବ୍ରାହ୍ମଣୀ ରିଭର ପେଲେଟ୍ସ ଲିମିଟେଡ(ବିଆର୍ପିଏଲ୍)ର ଉପତ୍ାଦନ ଆରମ୍ଭରୁ ସ୍ଥାନୀୟ ନିଯୁକ୍ତିକୁ ନେଇ ଆଖିବୁଜି ଦେଇଛି।…
ସବୁ ଜାଣି ନୀରବ ଦ୍ରଷ୍ଟା ସାଜିଛି ପ୍ରଶାସନ
ରସୁଲପୁର,୩୦-୧୦(ଡି.ଏନ୍.ଏ.)- ବିଭିନ୍ନ କ୍ଷେତ୍ରରେ ପ୍ରଶାସନିକ ଅଧିକାରୀଙ୍କ ଟାଳଟୁଳ ନୀତି ଯୋଗୁ ଦିନକୁ ଦିନ କଳାବଜାରୀଙ୍କ ସାମ୍ରାଜ୍ୟ ବଢିବାରେ ଲାଗିଛି। ଯାହାକି ପ୍ରତ୍ୟେକ୍ଷ ଭାବେ ରାଜ୍ୟ ରାଜକୋଷକୁ ପ୍ରଭାବିତ କରୁଛି। ଏପରି କି ଦିନକୁ ଦିନ ବେଆଇନ କାରବାର ବଢୁଉଛି। ଯାଜପୁର ଜିଲା…
ସଡ଼କ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ: ପ୍ରତିଶ୍ରୁତିପରେ ହଟିଲା ରାସ୍ତା ରୋକୋ
ବରୀ/ରତ୍ନଗିରି,୩୦-୧୦(ସ୍ବ.ପ୍ର./ଡି.ଏନ୍.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବରୀ-ବରୁହାଁ ମୁଖ୍ୟ ରାସ୍ତାର ବରୀ ମାଉଣ୍ଡ ବଜାର ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଅରଙ୍ଗାବାଦ୍ ପଞ୍ଚାୟତର ପୂର୍ବତନ ସରପଞ୍ଚ ରଘୁନାଥ ଜେନା(୬୬)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାକୁ…
ପୋସ୍କୋ ପରେ ଜେଏସ୍ଡବ୍ଲ୍ୟୁ ବିରୋଧରେ ଶାଣିତ ହେଲାଣି ସ୍ବର: ଜନଶୁଣାଣିକୁ ବିରୋଧ କରିବାକୁ ନିଷ୍ପତ୍ତି
ଜଗତ୍ସିଂହପୁର ଅଫିସ/କୁଜଙ୍ଗ,୩୦।୧୦(ସ୍ବ.ପ୍ର.): ଓଡ଼ିଶାରୁ ପୋସ୍କୋ ବିଦାୟ ନେବା ପରେ କମ୍ପାନୀ ପାଇଁ ଜଗତ୍ସିଂହପୁର ଜିଲାର ଢିଙ୍କିଆ ଚାରି ଦେଶର ଯେଉଁ ଜମି ଅଧିଗୃହିତ ହୋଇଥିଲା, ତା’ ଉପରେ ନଜର ପକାଇଛି ଜେଏସ୍ଡବ୍ଲ୍ୟୁ। ରାଜ୍ୟ ସରକାରଙ୍କ ସହ ବୁଝାମଣା ସର୍ତ୍ତରେ ଏଠାରେ କାରଖାନା…
କଳିଙ୍ଗ ବାଲିଯାତ୍ରା ଆୟୋଜନରେ ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ : ଟେଣ୍ଡର ପୂର୍ବରୁ ନିର୍ମାଣ ହେଲାଣି ଟେଣ୍ଟ
ପାରାଦୀପ,୩୦।୧୦(ସ୍ବ.ପ୍ର.): ପାରାଦୀପର ଅନ୍ୟତମ ଗଣପର୍ବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆସନ୍ତା ନଭେମ୍ବର ୧୧ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରଶାସନିକ ବିଧି ବ୍ୟବସ୍ଥାରେ ଆୟୋଜିତ ହେଉଥିବା ଏହି ମହୋତ୍ସବର ସ୍ବଚ୍ଛତାକୁ ନେଇ ଏବେଠାରୁ ଅଭିଯୋଗ ଉଠିଲାଣି। ସୂଚନା ଅନୁଯାୟୀ, ବାଲିଯାତ୍ରାର…

