ଆମ ଜିଲା ଖବର

ଲକ୍ଷ୍ମୀଦତ୍ତ ହତ୍ୟା ମାମଲା : ୨ ଜଣଙ୍କ ଜାମିନ ଆବେଦନ, ୨୩ରେ ଶୁଣାଣି

ଛତ୍ରପୁର,୪ା୧୦(ଡି.ଏନ.ଏ.): ଛତ୍ରପୁର ଏନ୍‌ଏସିର ତତ୍କାଳୀନ ବିଜେଡି କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା ା ଏହି ମାମଲାରେ ସମ୍ପୃକ୍ତ ଏନ୍‌.ଈଶ୍ୱର ରେଡ୍ଡୀ ଓ କୁନା ନାୟକଙ୍କ ପକ୍ଷରୁ ଗୁରୁବାର ଜାମିନ୍‌…

ବ୍ରେଲ୍‌ ଲିପିରେ ପ୍ରକାଶ ପାଇବ ଯୁକ୍ତ ୨ ପାଠ୍ୟପୁସ୍ତକ

ବ୍ରହ୍ମପୁର ଅଫିସ,୪ା୧୦- ବ୍ରହ୍ମପୁର ରେଡକ୍ରସ୍‌ କମ୍ପ୍ୟୁଟରୀକୃତ ବ୍ରେଲ ମୁଦ୍ରଣାଳୟ ପକ୍ଷରୁ ଖୁବଶୀଘ୍ର ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ପାଇଁ ଯୁକ୍ତ ୨ କଳା ପାଠ୍ୟକ୍ରମର ବ୍ରେଲ ଲିପିର ପାଠ୍ୟପୁସ୍ତକ ପ୍ରକାଶ କରାଯିବ। ଏଥିସହ ଦୃଷ୍ଟିବାଧିତଙ୍କ ପାଇଁ ରାମାୟଣ, ମହାଭାରତ, ଭାଗବତକୁ ମଧ୍ୟ ଓଡିଆ ବ୍ରେଲ…

ଅନୈତିକ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା: ମା’, ପୁଅ ଗିରଫ

ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର ମୁନା ନାଇକ। ମୁନାଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇ ପୋଖରୀରେ ଫିଙ୍ଗି ଦିଆଯାଇଥିଲା। ମୃତଦେହଟି…

କଳା ସଂଘର୍ଷ ନୁହେଁ, ଜୀବନ

ଧାମନଗର,୪।୧୦(ଡି.ଏନ.ଏ.)-ଆଞ୍ଚଳିକ ଲୋକକଳା ଆଜିି ବି ଗ୍ରାମାଞ୍ଚଳରେ ଜିଇ ରହିଛି। ଅନେକ ଗ୍ରାମୀଣ ପ୍ରତିଭା ରହିଛନ୍ତି। ବିଭିନ୍ନ ଲୋକକଳାକୁ ଲୋକଲୋଚନକୁ ଆଣିବା ସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଦର ଭାବନା ସୃଷ୍ଟି ଲାଗି ଗ୍ରାମାଞ୍ଚଳରେ ସଙ୍ଗୀତ ଶିକ୍ଷା ପ୍ରସାର ଲକ୍ଷ୍ୟରେ ସଂସ୍କୃତି ଗବେଷକ, ତବଲା…

ପ୍ରାର୍ଥନା ବେଳେ ଚେତାଶୂନ୍ୟ ହେଲେ ୫ ଛାତ୍ରୀ

ଖୁଣ୍ଟା,୪ା୧୦(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ କରକଚିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ପ୍ରାର୍ଥନା କରୁଥିବା ବେଳେ ୫ ଛାତ୍ରୀ ଅସୁସ୍ଥ ହୋଇ ପଡିଥିଲେ। ଚିକିତ୍ସା ପାଇଁ ସେମାନଙ୍କୁ ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ଭର୍ର୍ତ୍ତି କରାଯାଇଥିଲା। ଅସୁସ୍ଥ ଛାତ୍ରୀମାନେ ବିପଦମୁକ୍ତ ଥିବାରୁ…

ମଦ ଦୋକାନ ଆଗରେ ପିସିଆର ଭ୍ୟାନ୍‌ ଫଟୋ ଭାଇରାଲ ଘଟଣା: ପୋଲିସ କର୍ମଚାରୀଙ୍କୁ ବ୍ରେଥ ଆନାଲାଇଜରରେ ଯାଞ୍ଚ

ବାରିପଦା ଅଫିସ,୪ା୧୦-ବାରିପଦା ସହର ପାଳବଣି ବାଏପାସସ୍ଥିତ ଏକ ବିଦେଶୀ ମଦଦୋକାନ ସମ୍ମୁଖରେ ପୋଲିସର ପିସିଆର ଭ୍ୟାନ ଗୁରୁବାର ଅପରାହ୍ନ ପ୍ରାୟ ୨ ଟା ୪୫ ସମୟରେ ଠିଆ ହୋଇଥିଲା। ମଦଦୋକାନ କାଉଣ୍ଟର ନିକଟରେ ପୋଲିସ କର୍ମଚାରୀମାନେ ଠିଆ ହୋଇଥିଲେ। ଏହାର ଏକ…

କାଠ ବୋଝେଇ ଗାଡ଼ି ଜବତ : ୨ ଗିରଫ

ବାଙ୍ଗିରିପୋଷ,୪ା୧୦(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଶୀର୍ଷା ବିଟର ଜାଲଦା ଛକଠାରେ ବନ ବିଭାଗ କର୍ମଚାରୀମାନେ ଏକ କାଠ ବୋଝେଇ ପିକ୍‌ଅପ ଭ୍ୟାନ ଜବତ କରିଛନ୍ତି। ଏହି ଭ୍ୟାନରେ ଚୋରା କାଠ ଗଣ୍ଡି ଚାଲାଣ ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ ଜାଲଦା…

ଦୁର୍ଗାପୂଜାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି:୨୦ ପ୍ଲାଟୁନ ଫୋର୍ସ ମୁତୟନ

ବାରିପଦା ଅଫିସ,୪ା୧୦- ଦୁର୍ଗା ପୂଜା ମାହୋଲରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଏଡାଇବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ିି କରାଯାଇଛି। ଏଥିପାଇଁ ଜିଲା ପୋଲିସ…

କପ୍ତିପଦା-ଶରତ ପ୍ରଧାନମନ୍ତ୍ରୀ ସଡ଼କ ନିମ୍ନମାନର: ତଦନ୍ତ ଦାବି, ପ୍ରତିବାଦ ଶୋଭାଯାତ୍ରା

କପ୍ତିପଦା,୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକରେ ପ୍ରଧାନମନ୍ତ୍ରୀ ସଡକ ଯୋଜନା ବାଟବଣା ହୋଇଛି ା ଗତ କିଛି ଦିନ ତଳେ ମହିଁଷାସୁରୀ ଛକରୁ ପଦ୍ମପୋଖରୀ ପର୍ଯ୍ୟନ୍ତ ଦୀର୍ଘ ୧୯ କି.ମି. ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗର ୧ ମାସ…

ରାଇଜିନ୍‌ ଟେକ୍‌ କମ୍ପାନୀରୁ ଠକେଇ ମାମଲା, ୩ ଗିରଫ

ସଜନାଗଡ, ୪ା୧୦(ଡି.ଏନ.ଏ.)-ଦିଲ୍ଲୀର ନୋଏଡାସ୍ଥିତ ରାଇଜିନ୍‌ ଟେକ୍‌ ପ୍ରାଇଭେଟ୍‌ କମ୍ପାନୀରେ ନାମକ ଏକ ସଫ୍ଟୱେୟାର କମ୍ପାନୀର ଏଜେଣ୍ଟ ହୋଇ ଅଭିନବ ଉପାୟରେ ବହୁ ରିଟେଲରଙ୍କଠାରୁ ୮ ଲକ୍ଷ ଟଙ୍କା ହଡ଼ପ ଘଟଣାର ପର୍ଦ୍ଦାଫାଶ ହୋଇଛି। ବରହମପୁର ଓ ନୀଳଗିରି ପୋଲିସ ମିଳିତ ଉଦ୍ୟମରେ…

କୋଟି କୋଟି ଟଙ୍କାର ବିଦ୍ୟୁତ୍‌ ବିଲ୍‌ ବାକି

ରେମୁଣା, ୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁରସ୍ଥିତ ବୃହତ୍‌ ଶିଳ୍ପାନୁଷ୍ଠାନ ବାଲେଶ୍ୱର ଆଲଏଜର ଭାଗ୍ୟ ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଛି। ବିଦ୍ୟୁତ୍‌ ଯୋଗାଣକାରୀ କମ୍ପାନୀ ‘ନେସ୍କୋ’ କାରଖାନାକୁ ମଙ୍ଗଳବାର ସନ୍ଧ୍ୟାରୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ କରିଦେଇଛି। କାରଖାନା ବ୍ୟବହାର କରୁଥିବା ବିଦ୍ୟୁତ୍‌ ବାବଦ…

ଅଟୋ ସହ ୨୦ ବସ୍ତା ଗଞ୍ଜେଇ, ଭାଙ୍ଗ ଜବତ

ସୋରଡ଼ା,୩ା୧୦(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ଗାଙ୍ଗପୁର ଗ୍ରାମରୁ ଅବକାରୀ ବିଭାଗ ଚଢାଉ କରି ଏକ ଅଟୋରେ ଲୋଡ ହୋଇଥିବା ୨୦ ବସ୍ତା (୬କୁଇଣ୍ଟାଲ) ଗଞ୍ଜେଇ ଭାଙ୍ଗ ଜବତ କରିଛି। ବିଭାଗୀୟ ଅତିରିକ୍ତ ଅଧିକ୍ଷକ ଅଭିରାମ ବେହେରାଙ୍କ ସୂଚନା ଅନୁଯାୟୀ ବଡ଼ଗଡ଼ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?