ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ
ରୂପ୍ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା ଭିନ୍ନମୋଡ଼ ନେଇଛି। ଝିଅକୁ ହତ୍ୟା କରାଯାଇଥିବା ନେଇ କୁନିଲତାଙ୍କ ବାପା ଯୋଗେନ୍ଦ୍ର ସେଠୀ ବସ୍ତା…
ବେଆଇନ କରତକଳରେ ଚଢ଼ାଉ: ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ
ରୂପ୍ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ବନବିଭାଗ ଏବେ ବେଆଇନ ଭାବେ ଚାଲିଥିବା କରତକଳଗୁଡିକରେ ଲଗାମ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି। ୫ଦିନ ମଧ୍ୟରେ ଜିଲାର ବିଭିନ୍ନ ବ୍ଲକର ୭ଟି କରତକଳରେ ଚଢ଼ାଉ କରି ୨୦ଲକ୍ଷ ଟଙ୍କାର ମିଲ୍ ଯନ୍ତ୍ରାଂଶ ଓ ମୂଲ୍ୟବାନ କାଠ ଜବତ…
ଜମିଜମା ଗଣ୍ଡଗୋଳ, ୩ ଗିରଫ
ବୁଗୁଡ଼ା,୩ା୧୦(ଡି.ଏନ.ଏ.)- ବୁଗୁଡ଼ା ଥାନା କୁଆନଳାରେ ହୋଇଥିବା ଜମିଜମାକୁ ନେଇ ଗଣ୍ଡଗୋଳ ମାମଲାରେ ବୁଗୁଡ଼ା ପୋଲିସ ଗୁରୁବାର ଗୋଟିଏ ପରିବାରର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କୁଆନଳା ଗ୍ରାମର ସନ୍ୟାସୀ ଗୌଡ଼, ସ୍ତ୍ରୀ ବାସନ୍ତୀ ଗୌଡ଼ ଓ…
ପାରିବାରିକ କଳହର ପରିଣତି: ସାବତ ମା’ଙ୍କୁ ହତ୍ୟାକଲା ପୁଅ
ମାଲକାନଗିରି, ୩।୧୦(ଡି.ଏନ୍.ଏ.): କ୍ରୋଧ ବ୍ରହ୍ମଚଣ୍ଡାଳ। ରାଗର ବଶବର୍ତ୍ତୀ ହେଇ ମଣିଷ ନିଜର ହିତାହିତ ଜ୍ଞାନ ହରାଇ କିପରି ଅଭାବନୀୟ କାଣ୍ଡ କରିବସେ ମାଲକାନଗିରି ଜିଲା ସଦର ଥାନା ଅଧୀନ ଗୁଦୁନାଡ ଗାଁରେ ତାହା ଦେଖିବାକୁ ମିଳିଛି। ପାରିବାରିକ କଳହକୁ କେନ୍ଦ୍ରକରି ଜଣେ…
ମୋବାଇଲ ଚୋରି ର଼୍ୟାକେଟ୍: ୪ ଗିରଫ
ମୁରିବାହାଲ, ୩।୧୦ (ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ପୋଲିସ ମୋବାଇଲ ଲୁଟ ର଼୍ୟାକେଟର ୪ଜଣଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୩ଟି ମୋବାଇଲ ଓ ଗୋଟିଏ ବାଇକ ଜବତ କରାଯାଇଛି। ଲୁଟ୍ ସମ୍ପର୍କରେ ପଚରାଉଚରା ପରେ ଗୁରୁବାର ଅପରାହ୍ନରେ ୪…
ବିଏସ୍ଏନ୍ଏଲ୍ ଠିକା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି
ଭଦ୍ରକ ଅଫିସ, ୩।୧୦- ବିଏସ୍ଏନ୍ଏଲ୍ ଭଦ୍ରକ ଶାଖା ଅଧୀନରେ କାର୍ଯ୍ୟରତ ପ୍ରାୟ ୫୦ ଠିକା କର୍ମଚାରୀ ଗତ ୧ ତାରିଖଠାରୁ ଆରମ୍ଭ କରିଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ସେମାନେ ବନ୍ତ ଛକ ନିକଟସ୍ଥ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସେମାନଙ୍କୁ…
ମେଲାଣି ନେଲେ ଟୋକା ଗଣେଶ
ଭଦ୍ରକ ଅଫିସ, ୩।୧୦ – ଭଦ୍ରକରେ କ୍ରମାନ୍ବୟରେ ବୁଢା, ଛୁଆ, କାଞ୍ଚନ ଓ ପିଲା ଗଣେଶଙ୍କ ଭସାଣି ସରିଥିବା ବେଳେ ବୁଧବାର ସନ୍ଧ୍ୟାରେ ଟୋକା ଗଣେଶ ବିଦାୟ ନେଇଛନ୍ତି। ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନରେ ସ୍ଥାୟୀ ମଣ୍ଡପରୁ ସ୍ବତନ୍ତ୍ର ରୋଶଣି…
ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ
କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା ହେଲେ…
ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା
ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା…
ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା
କାକଟପୁର,୩।୧୦(ଡି.ଏନ୍.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି ହୋଇଥିବାରୁ ସନ୍ଧ୍ୟାରେ ମା’ଙ୍କ ଭକ୍ତମାନଙ୍କୁ କାତିଖର୍ପର ବା କାତାୟାନୀ ବେଶରେ ସଜ୍ଜିତ ହୋଇ ଦର୍ଶନ…
ବିଜେପୁରରେ କଂଗ୍ରେସର ପ୍ରଚାର
ବିଜେପୁର,୩।୧୦(ଡି.ଏନ୍.ଏ.):ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଚାର ଆରମ୍ଭ କରିଛି। ଏହିକ୍ରମରେ ବିଜେପୁର ବ୍ଲକପଡ଼ା ଗ୍ରାମର କ୍ରିକେଟ ପଡ଼ିଆରେ ଏକ ବିଶାଳ କର୍ମୀ ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଜିଲା ସଭାପତି ସତ୍ୟ ଭୂଷଣ ସାହୁଙ୍କ ଅଧ୍ୟକ୍ଷତାରେ ପିସିସି ସଭାପତି…
ବିଜେପୁର ଉପନିର୍ବାଚନ ଲାଗି ପ୍ରସ୍ତୁତି ଜୋର୍ଦାର : ପୋଲିଂ, ପ୍ରିଜାଇଡିଂ ଅଫିସରଙ୍କୁ ପ୍ରଶିକ୍ଷଣ
ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋର୍ଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାରରୁ ପୋଲିଂ, ପ୍ରିଜାଇଡିଂ ଅଫିସରମାନଙ୍କୁ ବରଗଡ଼ ଜଜ୍ ହାଇସ୍କୁଲ ଏବଂ ପଦ୍ମପୁର ଅଞ୍ଚଳ କଲେଜରେ ପ୍ରଶିକ୍ଷଣ…

