ଯୁବକଙ୍କୁ ହତ୍ୟା
ବୌଦ୍ଧ,୨୨ା୪(ସ୍ବ.ପ୍ର.) : ବୌଦ୍ଧ ଜିଲା ବଡ଼ବାଗବର ଗ୍ରାମରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ଭୋରରୁ ବଡ଼ବାଗବର ଗ୍ରାମର ରାଜେଶ ଜେନା(୨୨)ଙ୍କୁ ଗ୍ରାମର କିଛି ଯୁବକ ପଥରରେ ତାଙ୍କ ମୁହଁକୁ ଛେଚି ହତ୍ୟା କରିଛନ୍ତି। ହତ୍ୟାକାଣ୍ଡର…
୨୦୫ ରେଳ ପ୍ରକଳ୍ପର ଖର୍ଚ୍ଚ ବଢୁଛି
ନୂଆଦିଲ୍ଲୀ,୨୨-୪: ବିଭିନ୍ନ କାରଣ ଯୋଗୁ ଦେଶର ରେଳ ପ୍ରକଳ୍ପଗୁଡିକ ଆଗେଇ ପାରୁ ନାହିଁ । ଏଥି ଲାଗି ରେଲଓ୍ବେର ମୋଟ ୩୪୪ ପ୍ରକଳ୍ପ ମଧ୍ୟରୁ ଏକ ପଞ୍ଚମାଂଶ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଖର୍ଚ୍ଚ ବଢୁଥିବା ଜଣା ପଡିଛି। ଏଭଳି ସମସ୍ୟା ଯୋଗୁ…
ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର
ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ମାରାଥନ ପ୍ରଚାର, ରୋଡ୍ ଶୋ, ପଥପ୍ରାନ୍ତ ସଭାରେ ଗ୍ରାମଠାରୁ ସହର ପ୍ରକମ୍ପିତ ହୋଇଉଠିଥିବାବେଳେ ଏଥିରେ…
ଧର୍ମେନ୍ଦ୍ର, ତାରାଙ୍କ ରୋଡ୍ ଶୋ
ଅନୁଗୋଳ ଅଫିସ/ପାଲଲହଡ଼ା, ୨୨।୪: ଅନୁଗୋଳ ଜିଲାର ୫ଟି ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଶେଷ ଦିନରେ ଜିଲାର ସମସ୍ତ ନିର୍ବାଚନମଣ୍ଡଳୀରେ ପ୍ରମୁଖ ୩ ଦଳର ନେତାମାନେ…
ରଞ୍ଜିତାଙ୍କୁ ଦୁଇଟି ପଦକ
ବ୍ରହ୍ମପୁର ଅଫିସ୍,୨୨ା୪- ପୁନେର ଚାକନ୍ଠାରେ ବିଲିଭ୍ ଫିଟନେସ୍ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବ୍ରହ୍ମପୁରର ରଞ୍ଜିତା ମିଶ୍ର ଦୁଇଟି ପଦକ ଜିତିଛନ୍ତି। ସେ ଶ୍ରେଷ୍ଠ ଲିଫଟର୍ ଭାବେ ସ୍ବର୍ଣ୍ଣ ପଦକ ଏବଂ ଡେଡ୍ ଲିଫ୍ଟିଂ ପାଇଁ ରୌପ୍ୟ ପଦକ…
ଖରାଦିନେ ବରଡ଼ା ଶାଗ ଚାହିଦା
ଫୁଲବାଣୀ ଅଫିସ, ୨୨ା୪- କନ୍ଧମାଳ ଜିଲା ପଛୁଆ ଅଞ୍ଚଳ ଭାବେ ପରିଚିତ ହେଲେ ମଧ୍ୟ ଏଠାରେ ମିଳୁଥିବା କେତେକ ଦ୍ରବ୍ୟର ଚାହିଦା ବହୁ ଉଚ୍ଚରେ। କନ୍ଧମାଳ ହଳଦୀ ବିଶ୍ୱ ପ୍ରସିଦ୍ଧ। ଜୈବିକ ପଦ୍ଧତିରେ ଚାଷ ହେଉଥିବା ଏହି ହଳଦୀକୁ ନିକଟରେ ମିଳିଛି…
୭ ମାସ ହେଲା ଏସଇସିସି ଲିଷ୍ଟ ଖୋଜୁଛି ପ୍ରଶାସନ
ଫିରିଙ୍ଗିଆ,୨୨ା୪- ଫିରିଙ୍ଗିଆ ବ୍ଲକ ବନ୍ଧଗଡ ପଞ୍ଚାୟତ ତେଜାମାହା ଗ୍ରାମର କାଣ୍ଡୁଲୁ ଅମାତ। ବୟସ ୬୧ ଟପିଲାଣି। ସ୍ତ୍ରୀ, ଝିଅ ଓ ପୁଅଙ୍କୁ ହରାଇ ବେସାହାରା ହୋଇ ପଡିଥିବାବେଳେ ତାଙ୍କୁ ଆବାସ ଯୋଜନାରେ ଘରଟିଏ ମିଳିନାହିଁ। ଗତ ସେପ୍ଟେମ୍ବର ମାସରେ ଏନେଇ ଧରିତ୍ରୀରେ…
ଆବାସ ଯୋଜନାରେ ସାମିଲରୁ ବଞ୍ଚିତ ପ୍ରସଙ୍ଗ ପଦକ୍ଷେପ ନେବାକୁ ବିଏମ୍ସିକୁ ଆସିଲା ଚିଠି
ଛତ୍ରପୁର,୨୨ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ରାଜୀବ ଆବାସ ଯୋଜନାରେ ଖଳାସାହିରୁ ଉଚ୍ଛେଦ ୭ ପରିବାର ସାମିଲ ହୋଇନାହାନ୍ତି। ଏହି ପ୍ରସଙ୍ଗ ଏବେ ଭିନ୍ନ ମୋଡ ନେଇଛି। ସବୁସ୍ତରରୁ ନିରାଶ ପରେ ଉକ୍ତ ପରିବାରଗୁଡିକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ…
ନିର୍ବାଚନ ପାଇଁ ଅବକାରୀ ଚଢ଼ାଉ: ୪୧ ଦିନରେ ୨୦୬ ଗିରଫ
ବାଲେଶ୍ୱର ଅଫିସ, ୨୨।୪-୨୦୧୯ ସାଧାରଣ ନିର୍ବାଚନ ପାଇଁ ବାଲେଶ୍ୱର ଜିଲା ଅବକାରୀ ବିଭାଗ ତତ୍ପର ହୋଇପଡିଛି। ୮ ବିଧାନସଭା ମଣ୍ଡଳୀରେ ଅବକାରୀ ସ୍କ୍ବାଡ ମାଧ୍ୟମରେ ବ୍ୟାପକ ଚଢାଉ କରାଯାଇ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଜିଲା ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ଜିଲାପାଳ…
ମୌଳିକ ସୁବିଧାରୁ ବଞ୍ଚିତ ୭ ଭୂମିହୀନ ପରିବାର
ବନ୍ତ, ୨୨।୪ (ସ୍ବ.ପ୍ର.) – ଜମିପଟ୍ଟା ଥାଇ ମଧ୍ୟ ଜାଗା ଚିହ୍ନଟ ହୋଇପାରୁ ନ ଥିବାରୁ ଘର କରିପାରୁନାହାନ୍ତି ୭ ଭୂମିହୀନ ପରିବାର। ଏଥିସହ ସେମାନଙ୍କୁ ମୌଳିକ ସୁବିଧା ମଧ୍ୟ ଯୋଗାଇ ଦିଆଯାଉ ନାହିଁ। ଫଳରେ ସେମାନେ ନାନା ସମସ୍ୟା ଦେଇ…
ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟରେ ଅବ୍ୟବସ୍ଥା: ପୋଲିଂ ପାର୍ଟି ହଇରାଣ
କେନ୍ଦୁଝର,୨୨ା୪ (ସ୍ବ.ପ୍ର.) ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରବିବାର ଦିନ ସ୍ଥାନୀୟ ମାଇନିଂ ସ୍କୁଲ ପରିସରରେ ପୋଲିଂ ପାର୍ଟିଙ୍କୁ ପଠାଇବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏଠାରେ ସଦର ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ…
ମାଙ୍ଗାନିଜ ଚୋରି ଓ ସୁରକ୍ଷାକର୍ମୀଙ୍କ ମୋବାଇଲ ଲୁଟ୍ ଘଟଣା: ଧରାପଡିଲେ ୪ ଅଭିଯୁକ୍ତ
ବଡବିଲ,୨୨ା୪(ସ୍ବ.ପ୍ର.):- କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ବଲାଣୀ ଥାନା ଅର୍ଜୁନଲୋଧା ମାଇନ୍ସରୁ ମାଙ୍ଗାନିଜ ଚୋରି ଓ ମୋବାଇଲ ଲୁଟ୍ ଘଟଣାରେ ସଂପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
Archives


