ଆମ ଜିଲା ଖବର

‘ପବିତ୍ରତାର ଅନ୍ୟ ନାମ ସ୍ବଚ୍ଛତା’

ବାଲେଶ୍ୱର ଅଫିସ,୩।୧୦- ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମହାମତ୍ା ଗାନ୍ଧୀଙ୍କ୧୫୦ତମ ଜୟନ୍ତୀ ପାଳନ ଅବସରରେ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ସୋମବାର ଗାନ୍ଧିଜୀଙ୍କ ଜୀବନ ଦର୍ଶନ ଓ ଗାନ୍ଧିବାଦୀ ଆଦର୍ଶ ସମ୍ପର୍କିତ ଉଭୟ ଇଂଲିଶ ଓ ଓଡ଼ିଆ ଭାଷାରେ ବିଦ୍ୟାର୍ଥୀମାନଙ୍କ…

କର୍ତଙ୍ଗକୁ ଲୋକକଳା ଗ୍ରାମ ମାନ୍ୟତା

ବିନିକା, ୨ା୧୦(ଡି.ଏନ.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କର୍ତଙ୍ଗ ଗ୍ରାମକୁ ଲୋକକଳା ଗ୍ରାମ୍ୟ ମାନ୍ୟତା ମିଳିଛି ା ରାଜ୍ୟ ସରକାରଙ୍କ ମଞ୍ଜୁରୀ ପରେ ବୁଧବାର ରାଜ୍ୟ ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତ ବିଭାଗ ତରଫରୁ…

ସୁନ୍ଦର ବର ପାଇଁ ସେବାୟତ ଘର କୁମାରୀଙ୍କ ନେତ ପୂଜା

ପୁରୀ ଅଫିସ,୨ା୧୦:ବଳିରେ ବଳି ନ କର କଳି… କାଲି ଆଣି ଦେବୀ ସରୁ ଚକୁଳି…ଏହି ଗୀତରେ ବୁଧବାର ଝଙ୍କୁରିତ ହୋଇଥିଲା ମାର୍କଣ୍ଡ ପୁଷ୍କରିଣୀ କୂଳ। ସେବାୟତ ପରିବାରର କୁମାରୀମାନେ ନେତ ବେଶରେ ସଜେଇ ହୋଇ ଏହି ଗୀତ ବୋଲି ହରପାର୍ବତୀଙ୍କୁ ଆରାଧନା…

ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର ଜିତରାୟ ସିଂଙ୍କ ସ୍ତ୍ରୀ କାଲ (୩୮) । ଏଥିନେଇ ପୋଲିସ ଏକ ଅପମୃତ୍ୟୁ ମାମଲା…

ଗ୍ରୀଲ୍‌ ଭାଙ୍ଗି ଟଙ୍କା, ସୁନା ଲୁଟ୍‌

ରାଇରଙ୍ଗପୁର,୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ବିକାଶନଗର ବସ୍ତି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଗ୍ରୀଲ ଭାଙ୍ଗି ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୪ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଗୃହ ମାଲିକ ଛୋଟରାୟ…

ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍‌କୋର କ୍ଷତି ହୋଇଛି। ଘଡ଼ଘଡ଼ି ଯୋଗୁ କଣ୍ଟେଇପଲ୍ଲୀ ଗ୍ରୀଡ଼ରୁ ଭଞ୍ଜନଗର ଆସିଥିବା ୩୩ କେଭି ଲାଇନର ଏକାଧିକ ଇନ୍‌ସୁଲେଟର ଫୁଟିଯାଇଛି।…

ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ଶପଥ

ପୁରୀ ଅଫିସ, ୨ା୧୦:ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବଲୱନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିରେ ଜିଲା…

ଦୁର୍ନୀତି ଅଭିଯୋଗରେ ଆମରଣ ଅନଶନ

ଚିକିଟି,୨ା୧୦(ଡି.ଏନ.ଏ.): ଚିକିଟି ବ୍ଲକ୍‌ ନୂଆପଡା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାଯର୍‌ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଏହାର ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଏହାର ତଦନ୍ତ ଦାବିରେ ୧୭ ଜୁଲାଇ ୨୦୧୯ରେ ଉକ୍ତ ଗ୍ରାମର ସୂଚନାଅଧିକାରୀ ହୃଷିକେଶ ନାୟକ ବ୍ଲକ୍‌ ପ୍ରଶାସନ…

ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା

ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର ରୋଗର ଶିକାର ହୋଇଥାନ୍ତି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବୁଧବାର ପେଟ୍ରୋଲିୟମ ଏବଂ…

ଗାନ୍ଧୀ ଜୟନ୍ତୀରେ ପ୍ଲାଷ୍ଟିକ ବିରୋଧୀ ସଚେତନତା ବାର୍ତ୍ତା

ଆନନ୍ଦପୁର,୨।୧୦(ସ୍ବ.ପ୍ର.): ପ୍ଲାଷ୍ଟିକ୍‌ ଦ୍ୱାରା ପରିବେଶ ପ୍ରଦୂଷିତ ହେବା ସହିତ ଜୀବଜଗତ ପ୍ରତି ବିପଦ ଦେଖାଦେଇଛି। ତେଣୁ ସରକାରୀସ୍ତରରେ ପ୍ଲାଷ୍ଟିକ୍‌ ବ୍ୟବହାର ପ୍ରତି ରୋକ ଲଗାଯାଇଛି। ଏହିକ୍ରମରେ ୧୫୦ତମ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବୁଧବାର ଆନନ୍ଦପୁର ମହାବିଦ୍ୟାଳୟ ଜାତୀୟ ସେବା ସମିତି…

ଗାନ୍ଧୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ ଆହ୍ବାନ

ତିହିଡ଼ି,୨।୧୦(ଡି.ଏନ୍‌.ଏ.) : ଭଦ୍ରକ ଜିଲା ତିହିଡି ବ୍ଲକର କଳିଙ୍ଗ କଳାକାର ସଂଘ ପକ୍ଷରୁ ବୁଧବାର ପୂର୍ବାହ୍ନରେ ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ତିହିଡିସ୍ଥିତ କଲ୍ୟାଣମଣ୍ତପରେ ଏହି ଉପଲକ୍ଷେ ଆୟୋଜିତ ସଭାରେ ସଂଘର ସଭାପତି ବିଭୂତି ଭୂଷଣ ଗ୍ରହାଚାର୍ଯ୍ୟ ପୌରୋହିତ୍ୟ…

ଅଜଣା ଗାଡ଼ିଧକ୍କାରେ ଜଣେ ମୃତ

ବଡ଼ବିଲ,୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦାସ୍ଥିତ ୧୦ନଂ. ରାଜ୍ୟ ରାଜପଥର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ମାଟକାମବେଡ଼ା ଅଞ୍ଚଳର ପପୁ ସିଂହ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?