ଆମ ଜିଲା ଖବର

୫ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଜି.ଉଦୟଗିରିି,୨୧ା୪(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ୧୪ବର୍ଷର ନାବାଳକଙ୍କୁ ଜି.ଉଦୟଗିରି ପୋଲିସ ମେଡିକାଲରେ ଡାକ୍ତରୀ ମାଇନା ପରେ ଫୁଲବାଣୀ ଜୁଭେନାଇଲ କୋର୍ଟରେ…

ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ

କେନ୍ଦୁଝର,୨୧ା୪(ସ୍ବ.ପ୍ର.): ଉପଯୁକ୍ତ ପରିଚାଳନା ଅଭାବରୁ କେନ୍ଦୁଝର ସହରରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହୋଇପଡିଛି। ମାଧପୁର ଓ ଶିରିପୁର ରାସ୍ତାରେ ଶନିବାର ଦୀର୍ଘ ଘଣ୍ଟା ଧରି ରାସ୍ତା ଜାମ ଯୋଗୁ ଯାତାୟାତ ବ୍ୟାହତ ହୋଇଥିଲା। ରାସ୍ତା ନିର୍ମାଣ କାମ ଚାଲିଥିବା ବେଳେ ଦିନ…

ଯୋଡ଼ାରେ କଂଗ୍ରେସର ପ୍ରଚାର

ଯୋଡ଼ା, ୨୧ା୪(ଡି.ଏନ.ଏ.): ଚମ୍ପୁଆ ନିର୍ବାଚନମଣ୍ଡଳୀର ଯୋଡ଼ାଠାରେ ଶନିବାର ନିର୍ବାଚନ ପ୍ରଚାରକୁ କଂଗ୍ରେସ ଜୋରଦାର କରିଛି।  ଦଳୀୟ ପ୍ରାର୍ଥୀ ଯଦୁମଣି ବାରିକଙ୍କ ସହିତ କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ନିହାର ରଞ୍ଜନ ରାଉତ ସମର୍ଥକଙ୍କ ଗହଣରେ ଯୋଡ଼ା ମାର୍କେଟ, ମୁସଲିମ୍‌ ବସ୍ତି ଓ…

ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ: ୨ ପ୍ରାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭଦ୍ରକ ଅଫିସ, ୨୧।୪ – ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୯ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଗତ ମାର୍ଚ୍ଚ ୧୦ରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଭାଜପାର ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ…

ପାନ ଦୋକାନୀ ହତ୍ୟା ଘଟଣା: ଜଣେ ଯୁବତୀଙ୍କ ସମେତ ୨ ଗିରଫ

ରେମୁଣା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ନୂଆଗଁାସ୍ଥିତ ସାଆନ୍ତା ଛକରେ ପାନ ଦୋକାନୀ ହତ୍ୟା ଘଟଣାର ୧୦ଦିନ ପରେ ପୋଲିସ ଜଣେ ଯୁବତୀଙ୍କ ସମେତ ୨ଜଣଙ୍କୁ ଗିରଫ କରିଛି। ଇଟାଭାଟି ମ୍ୟାନେଜର ପଣପଣାର ପ୍ରଣବ ସ (୩୫) ଏବଂ ଭାଟିରେ କାମ…

ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ଖଇରା ବ୍ଲକ ବର୍ତ୍ତନା ପଞ୍ଚାୟତ ଅଧୀନ ତୁମ୍ବାପଦି ଗ୍ରାମର ଚାଷୀ ସୂର୍ଯ୍ୟମଣୀ ପାଢୀଙ୍କର ଦୁର୍ଘଟଣାରେ ମୃତ୍ୟୁବରଣ କରିବା ପରେ ଏବେ ତାଙ୍କ ପରିବାରକୁ ବୀମା ଅର୍ଥ ବାବଦରେ ବର୍ତ୍ତନା ସେବା ସମବାୟ ସମିତି ତରଫରୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।…

ମାନସଙ୍କ ମାରାଥନ୍‌ ପ୍ରଚାର: ଘରକୁ ଘର ବୁଲି ଭୋଟଭିକ୍ଷା

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ମାନସ ଦାସପଟ୍ଟନାୟକ ପ୍ରଚାରକୁ ଜୋରଦାର୍‌ କରିବା ସହ ନେତା ଓ କର୍ମୀଙ୍କ ସହ ମିଶି ଘରକୁ ଘର ଯାଇ ଭୋଟ ପାଇଁ ନିବେଦନ କରୁଛନ୍ତି। ଗତ ୨୦୧୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ…

ଖମ୍ବେଶ୍ୱରୀ ଠାକୁରାଣୀଙ୍କ ବୈଶାଖୀ ଯାତ୍ରା

ଆସିକା,୨୦ା୪(ଡି.ଏନ୍‌.ଏ.)- ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀ ଠାକୁରାଣୀଙ୍କ ବୈଶାଖୀ ଯାତ୍ରା ମେ ୧୨ରେ ଅନୁଷ୍ଠିତ ହେବ। ଏଥିପାଇଁ ପରମ୍ପରା ମୁତାବକ ଚୈତ୍ର ପୂର୍ଣ୍ଣିମା ଶୁକ୍ରବାରଠାରୁ ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବିମାନରେ ସ୍ଥାପନ କରି ବାଦ୍ୟବଜାଣା ସହ ପଟୁଆରରେ ନଗର ପରିକ୍ରମା…

କେନାଲ, ରାସ୍ତା କାମ ନିମ୍ନମାନର ଅଭିଯୋଗ : କାର୍ଯ୍ୟ ବନ୍ଦ କଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ଖଇରା, ୨୦।୪(ଡି.ଏନ.ଏ.)-ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ଖଇରା ଉପଖଣ୍ଡ ଅଧୀନ ଗଡ଼ ଗ୍ରାମ ନିକଟରେ ଚାଲିଥିବା କେନାଲ ଓ ତତ୍‌ସଂଲଗ୍ନ ଆପ୍ରୋଚ ରୋଡ଼ କାର୍ଯ୍ୟ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ଶନିବାର ଗଡ଼ ଓ କଅଁଳଖୁଣ୍ଟା ଗ୍ରାମର…

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୨୦।୪ (ଡି.ଏନ.ଏ.)- ଚଇତି ପୁନେଇ ଆସିଲେ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ଉଲ୍ଲସିତ ହୋଇଉଠନ୍ତି। ଘରେ ଘରେ ଝୋଟି ପଡ଼ିବା ସହ ପିଠାପଣାର ଆସର ଜମେ। ୫ ଦିନ ଧରି ଚାଲେ ଏହି ପର୍ବ। ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ…

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର କେନାଲର ପୋଲ ନିର୍ମାଣାଧୀନ ରହିଛି। ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଅଗ୍ନିଶମ ସେବାକେନ୍ଦ୍ର ପାଖରେ ଏବଂ ଝୁମ୍ପୁରା-କେନ୍ଦୁଝର…

ବିଜେଡି ପାଇଁ ପ୍ରଚାର କଲେ ସନାତନ

ଚମ୍ପୁଆ, ୨୦ା୪ (ଡି.ଏନ.ଏ.): ବିଜେଡିକୁ ବିଜୟ କରିବାକୁ ଶନିବାର ଚମ୍ପୁଆ ଶିରପୁରଠାରେ ବିଧାୟକ ସନାତନ ମହାକୁଡ ଲୋକଙ୍କୁ ଭୋଟ ଭିକ୍ଷା କରିଛନ୍ତି। ମୁଁ ବିଜେଡି ନୁହଁ ମାତ୍ର ମୋ ସମର୍ଥିିତ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ତାଙ୍କୁ ଆଗାମୀ ନିର୍ବାଚନରେ ବିପୁଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri