ଆମ ଜିଲା ଖବର

ସଖୀ କେନ୍ଦ୍ର ଉଦ୍‌ଘାଟିତ: ନିର୍ଯାତିତା ମହିଳା, ଯୁବତୀଙ୍କୁ ଯୋଗାଇ ଦିଆଯିବ ସୁବିଧା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ନିକଟରେ ବୁଧବାର ସଖୀ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏହି କେନ୍ଦ୍ର ମାଧ୍ୟମରେ ନିର୍ଯାତିତା ମହିଳା ଓ ଯୁବତୀମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କୁହାଯାଇଛି। ଫେଲୋଶିପ୍‌ ନାମକ ଏକ ସ୍ବେଚ୍ଛାସେବୀ ସଂଗଠନ…

ନିଶାମୁକ୍ତ ଜିଲା ଗଠନ ଦାବି: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ମିଳିତ ନିଶା ନିବାରଣ ମଞ୍ଚ ପକ୍ଷରୁ ନୂଆବଜାର ଗାନ୍ଧୀ ପଡିଆଠାରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ବୁଧବାର ମଞ୍ଚ କର୍ମକର୍ତ୍ତାମାନେ ଧାରଣାରେ ବସିଛନ୍ତି। ଜିଲାରୁ ମଦ ମୁକ୍ତି ଓ ରାଜ୍ୟ ସରକାରଙ୍କ ମଦ ବ୍ୟବସାୟୀଙ୍କୁ ପ୍ରୋତ୍ସାହନ…

ଅନୁଗୋଳରେ ମହାତ୍ମା ଗାନ୍ଧୀଙ୍କ ଜିଲାସ୍ତରୀୟ ଜୟନ୍ତୀ

ଅନୁଗୋଳ ଅଫିସ,୨।୧୦: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜିଲାସ୍ତରୀୟ ଜୟନ୍ତୀ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ସାହିତ୍ୟ ସଂସଦ ସଭାପତି କୁମୁଦ ଚନ୍ଦ୍ର ଦାଶ ସଭାପତିତ୍ୱ କରିଥିବାବେଳେ ଅନୁଗୋଳ ଜିଲାପାଳ ମନୋଜ…

ଡଷ୍ଟବିନ୍‌ରୁ ନବଜାତ ଶିଶୁକନ୍ୟା ଉଦ୍ଧାର, ଅବସ୍ଥା ଗୁରୁତର

ଯାଜପୁର ଟାଉନ,୨।୧୦ (ଡି.ଏନ୍‌.ଏ.): ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଯାଜପୁର ଜିଲା ରସଲପୁର ବ୍ଲକ ଅଧୀନ ମଧୁବନ ସ୍ବାସ୍ଥ୍ୟକେନ୍ଦ୍ରରୁ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସଫେଇ କର୍ମଚାରୀ ଅଳିଆ ସଫା କରୁଥିବା ବେଳେ…

ଶାଳିଆ ଡ୍ୟାମ୍‌ରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ,୨ା୧୦: ବାଣପୁର ଥାନା ଶାଳିଆ ଡ୍ୟାମରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖାଯାଇଛି। ମୃତ ଯୁବକଙ୍କର ବୟସ ୨୫ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର…

ପୂଜାରେ ଶବ୍ଦ ପ୍ରଦୂଷଣ ରୋକିବାକୁ ଖୋର୍ଦ୍ଧା ପୋଲିସର କଟକଣା, ୪୨ ଡିଜେ ସାଉଣ୍ଡ ୟୁନିଟ୍‌ ପରୀକ୍ଷା

ଖୋର୍ଦ୍ଧା ଅଫିସ,୨ା୧୦: ଦଶହରା ଏବଂ ଗଜଲକ୍ଷ୍ମୀ ପୂଜାରେ ଶବ୍ଦ ପ୍ରଦୂଷଣକୁ ରୋକିବାକୁ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ଖୋର୍ଦ୍ଧା ପୋଲିସ ଜିଲାର ମୁୁଖ୍ୟାଳୟରେ ୪୨ ଡିଜେ ସାଉଣ୍ଡ ୟୁନିଟ୍‌ ଟେଷ୍ଟ କରାଯାଇଛି। ପ୍ରଦୂଷଣ ବିଭାଗର ଜୁନିୟର ସାଇଣ୍ଟିଫିକ୍‌ ଅଧିକାରୀ ସୁଦର୍ଶନ ଦାସଙ୍କ…

ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ: ପ୍ଲାଷ୍ଟିକ ବର୍ଜନ ଉପରେ କହିଲେ ଅଧ୍ୟାପିକା

ଜି. ଉଦୟଗିରି, ୨।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରିସ୍ଥିତ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟଠାରେ ବୁଧବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ଶିବରାମ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅବସର ନେଇଥିବା…

ପୋଲିସର ଟ୍ରାଫିକ ସଚେତନତା ଶୋଭାଯାତ୍ରା: ହେଲ୍‌ମେଟ ପିନ୍ଧିଥିବା ଚାଳକଙ୍କୁ ଗୋଲାପ ଉପହାର

ବରଗଡ଼ ଅଫିସ, ୨।୧୦: ବରଗଡ଼ ଜିଲା ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ଟ୍ରାଫିକ ସଚେତନତା ଶୋଭାଯାତ୍ରା ଜିଲା ପୋଲିସ ମୁଖ୍ୟାଳୟରୁ ବାହାରିଥିଲା। ଏସ୍‌ପି ପଦ୍ମିନୀ ସାହୁ ଏହାର ଶୁଭାରମ୍ଭ କରିବା ସହିତ…

ଖୋର୍ଦ୍ଧା ଆର୍‌ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ

ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଖୋର୍ଦ୍ଧାର ଶରତ ମିଶ୍ର, ନୟାଗଡର ଲକ୍ଷ୍ମୀଧର ପ୍ରଧାନ। ସେମାନଙ୍କଠାରୁ ୧୦୦ଟି ଡାଇଭିଂ…

କେନ୍ଦୁଝର ଜିଲା ହାବିଲଦାର, କନଷ୍ଟେବଳ ସଂଘ ନିର୍ବାଚନ: ଆଜି ଶପଥ ନେବେ ନୂତନ କର୍ମକର୍ତ୍ତା

କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାବିଲଦାର, କନଷ୍ଟେବଳ ସଂଘର ନିର୍ବାଚନ ସେପ୍ଟେମ୍ବର ୩୦ ତାରିଖରେ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର ରାତି ପର୍ଯ୍ୟନ୍ତ ରିଜର୍ଭ ପୋଲିସଠାରେ ଗଣତି ହୋଇଛି। ସଭାପତିଭାବେ ଅନିଲ କୁମାର ଷେଣ୍ଢ, ସମ୍ପାଦକ ଭାବେ କମଳାକାନ୍ତ ସେଠୀ, ଉପସଭାପତି ଭାବେ…

ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଲୁଟ୍‌

କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା କୃଷକ ବଜାର ନିକଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର ବ୍ୟବସାୟୀ ହେଲେ ନିଲମ ସାହୁ। ପ୍ରକାଶ ଯେ, ମଙ୍ଗଳବାର ରାତିରେ ନିଲମ ଦୋକାନ ବନ୍ଦକରି…

ନଡ଼ିଆ ଗଛରୁ ୧୦ ଫୁଟ ଲମ୍ବର ଅହିରାଜ ଉଦ୍ଧାର

ରଣପୁର, (ସ୍ବପ୍ର)୨।୧୦: ନୟାଗଡ଼ ଜିଲା ରଣପୁର ବ୍ଲକ ବିରୁଡ଼ା ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ଘର ଆଗରେ ଥିବା ନଡ଼ିଆ ଗଛରୁ ବୁଧବାର ସକାଳେ ଦଶଫୁଟ ଲମ୍ବର ଏକ ବିଷାକ୍ତ ଅହିରାଜ ସାପ ଉଦ୍ଧାର କରାଯାଇଛି। ଖବର ପାଇ ରଣପୁର ଦେଉଳି ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?