ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ସପ୍ତମାତୃକା ବେଶର ପ୍ରଥମ ଦିନ ଅର୍ଥାତ ରବିବାର ବେଦମାତା ବେଶ ଓ ଦ୍ୱିତୀୟ ଦିନ ସୋମବାର ମହାକାଳୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା’ ଭଦ୍ରକାଳୀ ମହାକାଳୀ ବେଶରେ ନାଲି…
ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ମିଳିନି ପରିଚୟ
ବାହାନଗା,୨୭।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ପଟାପୋଲ ନିକଟରେ ମୋଟରସାଇକେଲ ଦୁର୍ଘଟଣା ଘଟି ଶନିବାର ଅପରାହ୍ନରେ ଜଣେ ଯୁବକ ରେବାନଦୀରେ ଖସିପଡ଼ି ନିଖୋଜ ଥିଲେ। ତେବେ ଏନ୍ଡିଆର୍ଏଫ୍ ଟିମ୍ ଦ୍ବାରା ରବିବାର ଅପରାହ୍ନରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ସଡ଼କ ଦୁର୍ଘଟଣା: ବାପା ମୃତ, ମା’ପୁଅ ଗୁରୁତର
ନୟାଗଡ଼ ଅଫିସ୍, ୨୭।୧୦- ଦୀପାବଳି ପାଇଁ ଦୀପ, ବାଣ କିଣି ଗାଁକୁ ଆସୁଥିବା ବେଳେ ସଡ଼କ ଦୁର୍ଘଟଣା ଘଟି ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ନୟାଗଡ଼ ଜିଲା ଫତେଗଡ଼…
ବସ-ଟ୍ରକ୍ ଦୁର୍ଘଟଣା : ୧୫ ଆହତ, ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର
ଚୌଦ୍ୱାର,୨୭।୧୦(ଡି.ଏନ୍.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ବ୍ୟାଙ୍କଛକଠାରେ ବସ୍-ଟ୍ରକ୍ ଧକ୍କାରେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ପହଞ୍ଚି ଆହତଙ୍କୁ ସ୍ଥାନୀୟ ଗୋଷ୍ଠୀ…
ନିୟମିତ ୪୯ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା
ପାତ୍ରପୁର, ୨୭।୧୦ (ଡି.ଏନ୍.ଏ.)- ପାତ୍ରପୁର ସ୍ଥିତ ଶିକ୍ଷକ ଭବନ ପରିସରରେ ଶନିବାର ନିୟମିତ ହୋଇଥିବା ୪୯ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ସଭାପତି ଟୁଟୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥିଭାବେ ରାଜ୍ୟ…
ଅଳାବାଙ୍କ କାଳୀ ପୂଜା ଆରମ୍ଭ
ଡେରାବିଶ, ୨୭।୧୦ (ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ ଅଳାବାଙ୍କ ଛକଠାରେ ଦୀପାବଳି ଅବସରରେ ରବିବାରଠାରୁ କାଳୀ ପୂଜା ଆରମ୍ଭ ହୋଇଛି। ପୂଜାକୁ ସୁବ୍ୟବସ୍ଥିତ କରିବା ସକାଶେ ପୂଜା କମିଟି ପକ୍ଷରୁ ବହୁ ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ନରୁ ପୂଜା ଆରମ୍ଭ ହୋଇଥିବା ବେଳେ…
ଫେରାର ଅଭିଯୁକ୍ତ ଗିରଫ
ଡେରାବିଶ, ୨୭।୧୦ (ସ୍ବ.ପ୍ର.): ୪ ଚକିଆ ଯାନ ଓ ଟ୍ରକ ଚୋରିରେ ମାମଲାରେ ସମ୍ପୃକ୍ତ ଜଣେ ଫେରାର ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସେହି ଥାନା ଅଧୀନ ଡେରାବିଶ…
ଲଘୁଚାପଜନିତ ବର୍ଷା ଉଜାଡିଲା ଧାନଚାଷ
ବାହାନଗା, ୨୭ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଚଳରେ ଲଗାଣ ଲଘୁଚାପଜନିତ ବର୍ଷାରେ ବିଲଗୁଡିକ ଜଳମଗ୍ନ ହୋଇଥିବାରୁ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଲୋକମାନେ ନୟନଯୋରିକୁ ପୋତି ଦେଇଥିବାରୁ ବିଲଗୁଡିକରୁ ଜଳ ନିଷ୍କାସନ ହୋଇ ନ ପାରି ଚାଷ ଜମିରେ ଲହଡି ମାରୁଛି।…
ବିନା ଲାଇସେନ୍ସରେ ଚାଲିଛି ବାଣ ଦୋକାନ : ପୋଲିସ, ଅଗ୍ନିଶମ ବିଭାଗ ଚୁପ୍
ରୂପ୍ସା, ୨୭ା୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସମେତ ରୂପ୍ସା ଥାନା ଅଞ୍ଚଳରେ ୨ ଦିନ ଧରି ଶହ ଶହ ବେଆଇନ ବାଣ ଦୋକାନ ଦେଖିବାକୁ ମିଳୁଛି। ପ୍ରଶାସନ ପକ୍ଷରୁ ବାଣ ତିଆରି ଓ ବିକ୍ରୀ ଉପରେ କଡାକଡି କଟକଣା ଲାଗୁ ହୋଇଥିଲେ ହେଁ…
ଶିଶୁଗୃହରେ ଦୀପାବଳି ପାଳିଲେ ଜିଲାପାଳ
ଢେଙ୍କାନାଳ ଅଫିସ୍, ୨୭ା୧୦- ସଦର ବ୍ଲକ ଗୋବିନ୍ଦପୁରଠାରେ ଥିବା ମହର୍ଷି ଦୟାନନ୍ଦ ଶିଶୁଗୃହରେ ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୀପାବଳି ପାଳନ କରିଛନ୍ତି। ଛୋଟ ପିଲା, ପରିବାର ଛାଡି ରହୁଥିବା ମହିଳା, ପୁରୁଷ, ଅସହାୟା ବୃଦ୍ଧା, ବୃଦ୍ଧଙ୍କ ସହ ଜିଲାପାଳ…
ବୁଡ଼ିଲା ଥୋଡ଼ଧାନ, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ
ଧାମନଗର,୨୭।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ଅଧିକାଂଶ ଖାଲୁଆ ଜମି ବର୍ଷାପାଣିରେ ବୁଡ଼ି ଯିବାରୁ ଧାନଚାଷ ବ୍ୟାପକ କ୍ଷତି ହୋଇଛି। ଗର୍ଭଣା ସଂକ୍ରାନ୍ତି ପରଠାରୁ ଧାନଗଛରେ ଥୋଡ଼ ବାହାରିବା ସମୟରେ ପାଣିରେ ବୁଡ଼ିଯିବାରୁ ଧାନ ଅଗାଡ଼ି ହେବା ନିଶ୍ଚିତ ହୋଇଛି। ଏହି…
କ୍ଷତିଗ୍ରସ୍ତ ଜମି ଦେଖିଲେ ଭାଜପା ରାଜ୍ୟ ସମ୍ପାଦକ
କନିଷି,୨୭।୧୦(ଡି.ଏନ.ଏ.)-ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପାର ରାଜ୍ୟ ସମ୍ପାଦକ ବିଭୂତି ଭୂଷଣ ଜେନାଙ୍କ ନେତୃତ୍ୱରେ ଏକ ଟିମ୍ କ୍ଷତିଗ୍ରସ୍ତ ଜମି ପରିଦର୍ଶନ କରିଛନ୍ତି। ବୟାଳି, ଶାସନ ପଦର, ପାନାପୁଲୀ, ତୁଳୁ, କେଲୁଆପଲି, କିର୍ତ୍ତିପୁର, ଗାରମାପେଟା, କୋଳଥିଗାଁ, ଆଙ୍କୁଲି, ଗଉଞ୍ଜୁ ଆଦି ଗାଁ ବୁଲି…

