ମୁଖ୍ୟ ଡାକଘରେ ଦ୍ୱିତୀୟ କାଉଣ୍ଟର ଖୋଲାଯାଉ
ବ୍ରହ୍ମପୁର ଅଫିସ,୨୦ା୪-ଦକ୍ଷିଣ ଓଡ଼ିଶାର ବଡ଼ ସହର ବ୍ରହ୍ମପୁର ମୁଖ୍ୟ ଡାକଘର ଏବେ ଅବ୍ୟବସ୍ଥା ମଧ୍ୟରେ ରହିଛି । ସେଠାରେ ଥିବା ଦୁଇ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ଓ ଦୁଇଟି କାଉଣ୍ଟର ମଧ୍ୟରୁ ଗୋଟିଏ କାଉଣ୍ଟର ବନ୍ଦ କରି ଦିଆଯାଇଛି। ଜଣେ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର…
ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା
ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି ହୋଇଛି। ସିମନବାଡ଼ିର ପ୍ରଦୀପ ନାୟକ ଏବଂ ରିପୁ ନାୟକଙ୍କ ଘରର ଛପର ସମ୍ପୂର୍ଣ୍ଣ…
ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି
ବ୍ରହ୍ମପୁର ଅଫିସ୍,୨୦ା୪-ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ଏଥର ଲୋକମାନେ ଖୋଲାଖୋଲି ପରିବର୍ତ୍ତନର ସ୍ବର ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଜନମତ ସୃଷ୍ଟି ହୋଇଛି । ଏଥିରେ ଭୟଭୀତ ହୋଇ ମୁଖ୍ୟମନ୍ତ୍ରୀ ଯେନତେନ ପ୍ରକାରେ ନିର୍ବାଚନ ଜିତିବା ପାଇଁ ଅର୍ଥବଳ, ବାହୁବଳ…
ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ
ଯୋଡ଼ା, ୨୦।୪(ଡି.ଏନ.ଏ.): ଯୋଡ଼ା ମୁଖ୍ୟ ରାସ୍ତାରେ ଥିବା ସରକାରୀ ଡାକ୍ତରଖାନା ସମ୍ମୁଖରେ ଟ୍ରକ୍ରୁ ଉନ୍ନତମାନର ମାଙ୍ଗାନିଜ ପଡିବାରୁ ସାଧାରଣ ପଥଚାରୀ ହନ୍ତସନ୍ତ ହେଉଛନ୍ତି। ଶୁକ୍ରବାର ସକାଳେ କୌଣସି ଏକ ଖଣିରୁ ଡ୍ରମ୍ପର ଯୋଗେ ଉନ୍ନତମାନର ମାଙ୍ଗାନିଜ ବୋଝେଇ ହୋଇ ଯୋଡା ଅଭିମୁଖେ…
ଭାଜପାର ବିଜୟ ସଂକଳ୍ପ ସଭା
ଢେଙ୍କିକୋଟ, ୨୦ା୪(ଡି.ଏନ.ଏ.): ଢେଙ୍କିକୋଟ ପଞ୍ଚାୟତ ଟିକିରା ଗ୍ରାମ ପଡ଼ିଆରେ ଶୁକ୍ରବାର ୪ଟା ବେଳେ ଭାଜପାର ଏକ ବିଜୟ ସଂକଳ୍ପ ସଭା ହୋଇଥିଲା। ଏହି ସଭାରେ ଘସିପୁରା ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିବା ପୃଥ୍ବୀରାଜ କୁଅର ସହ ରାଜ୍ୟ…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ
ଭଦ୍ରକ ଅଫିସ, ୨୦।୪ – ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣାରେ ଗିରଫ ଅଭିଯୁକ୍ତ ଗଗନ ବେହେରା(୫୫)ଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିଲା।…
ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ
ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି। ମାନବାଧିକାର ଇଲେକ୍ସନ ୱାଚ୍ କମିଟି…
ନିଆରା ବ୍ୟକ୍ତିତ୍ୱ ପଦ୍ମଲୋଚନ: କଳା, ସଂସ୍କୃତିର ପ୍ରଚାରକରୁ ସେବକ
ସିମୁଳିଆ, ୨୦ା୪(ସନ୍ତୋଷ କୁମାର ନାୟକ)-ଦାସକାଠିଆ ବଜାଇ ଲୋକଙ୍କ ମନୋରଞ୍ଜନ କରୁଥିବା ପଦ୍ମଲୋଚନ ଏଯାଏ ଏହି କଳାକୁ ବଞ୍ଚାଇ ରଖିବା ପାଇଁ ଉଦ୍ୟମ ଚଳାଇଛନ୍ତି। ଜରି ଲଗା ପୋଷାକ ପିନ୍ଧି ମଞ୍ଚରେ ଦାସକାଠିଆ ବଜାଇ ସଙ୍ଗୀତ ପରିବେଷଣ କଲା ବେଳେ ସେ ଦର୍ଶକଙ୍କୁ…
କରତକଳ ଉପରେ ଚଢ଼ାଉ: ଯନ୍ତ୍ରାଂଶ ଓପାଡ଼ି ଫିଙ୍ଗିଲା ବନବିଭାଗ
ବସ୍ତା, ୨୦।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବଇଞ୍ଚା ଗ୍ରାମରେ ଚାଲିଥିବା ବେଆଇନ କରତକଳ ଉପରେ ବନ ବିଭାଗ ଚଢାଉ କରି ଜେସିବି ଲଗାଇ ଯନ୍ତ୍ରାଂଶକୁ ଓପାଡ଼ି ଫିଙ୍ଗିଛି। ମୟୂରଭଞ୍ଜ ଜିଲା ପାଞ୍ଚମାଣିଆ ଗ୍ରାମର ବରେନ୍ଦ୍ର ବେହେରା ଏକ କରତକଳ ବଇଞ୍ଚା…
ଯୁବକଙ୍କ ମୃତଦେହ ଉଦ୍ଧାର
ଆସିକା,୧୯।୪(ଡି.ଏନ୍.ଏ.):ଆସିକା ଥାନା ବାବନପୁର-ଢୁଙ୍କୁଣି ରାସ୍ତା କଡରେ ଏକ ଚାଷଜମିରୁ ଗୁରୁବାର ରାତିରେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ଏହି ଥାନା ଅନ୍ତର୍ଗତ ଖାରିଆ ଗ୍ରାମର ଚିତ୍ରସେନ ପ୍ରଧାନ (୨୨)। ପୋଲିସ ମୃତଦେହ ଉଦ୍ଧାର କରି ଶୁକ୍ରବାର…
୩ ହାର୍ଡକୋର ମାଓବାଦୀ ଗିରଫ
ମାଲକାନଗିରି,୧୯।୪ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ୩ ଜଣ ହାର୍ଡକୋର ମାଓବାଦୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମଙ୍ଗଳ କୁଞ୍ଜାମି୍, ବୁଦୁରା ମାଡକାମି ଓ ବାମନ୍ ମାଣ୍ଡାବି। ବସ୍ତର ରେଞ୍ଜ ଡି.ଆଇ.ଜି. ବିବେକାନନ୍ଦ ସିହ୍ନାଙ୍କ ସୂଚନା ଅନୁଯାୟୀ ଦାନ୍ତେୱାଡା…
ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ପାପଡାହାଣ୍ଡି,୧୯।୪(ଡ.ିଏନ.ଏ)- ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଖୁଟୁବାଇ ପଞ୍ଚାୟତ ଛାଲିପେଟା ଗ୍ରାମରେ ଗୁରୁବାର ଅପରାହ୍ନରେ ବିଦ୍ୟୁତ ଖୁଣ୍ଟରେ ଚଢି ତାର ମରାମତି ସମୟରେ ବିଦ୍ୟୁତ ଆଘାତରେ ମନ କାତିଙ୍କ ମୃତ୍ୟୁ ହୋଇଥିଲା । କିନ୍ତୁ ତୁରନ୍ତ ବିଦ୍ୟୁତ ବିଭାଗର କୌଣସି କର୍ମଚାରୀ…
Archives


