ଚିକରଡ଼ା ଗ୍ରାମରେ ଝାଡ଼ାବାନ୍ତି: ଦୂଷିତ ପାଣି ପିଇ ପୁଣି ୧୦୦ ଆକ୍ରାନ୍ତ
ଗୋପାଳପୁର,୨ା୧୦ -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚିକରଡ଼ା ଗ୍ରାମରେ ଦୂଷିତ ପାଣି ପିଇ ମଙ୍ଗଳବାର ପୁଣି ୧୦୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମରେ ୨ ଡାକ୍ତରୀ ଦଳ ପହଞ୍ଚତ୍ ଅସୁସ୍ଥଙ୍କ ଚିକିତ୍ସା କରିଥିଲେ। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିଲେ ମଧ୍ୟ…
୨ ମାସ ହେଲା ଝିଅ ପତ୍ତା ମିଳୁନି; ହତ୍ୟା ସନ୍ଦେହ: ଥାନାରେ ଅଭିଯୋଗ କଲେ ମା’
ବୁଗୁଡ଼ା,୨ା୧୦(ଡି.ଏନ.ଏ.)-ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ଝିଅଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ମା’ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ପୋଲିସ କହିଛି। ଥାନା ପୁରୁଣାପାଣି କେଶର ଗ୍ରାମର ଦୁଃଖା ଗୌଡ଼ଙ୍କ…
ମେଡିସିନ ରିପ୍ରେଜେଣ୍ଟେଟିଭ୍ଙ୍କୁ ଦଲାଲ ଆଖ୍ୟାର ପ୍ରତିବାଦ: ଓସ୍ରୁର ବିକ୍ଷୋଭ, ଶୋଭାଯାତ୍ରା
ବ୍ରହ୍ମପୁର ଅଫିସ,୨ା୧୦-ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ୍ ୟୁନିୟନ (ଓସ୍ରୁ) ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ଶୋଭାଯାତ୍ରା ଏବଂ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ସରକାରୀ ଡ଼ାକ୍ତରଖାନା ଗୁଡିକରେ ମେଡିସିନ ରିପ୍ରେଜେଣ୍ଟେଟିଭ୍ମାନଙ୍କ ପ୍ରବେଶ ଉପରେ କଟକଣା ଏବଂ ସେମାନଙ୍କୁ ଦଲାଲ ଆଖ୍ୟା…
ତୃଣମୂଳସ୍ତରରେ ୫-ଟିର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନବାଚୀ:ସରକାରୀ ସହାୟତାରୁ ବଞ୍ଚିତ ବିଧବା
ରସୁଲପୁର/ଯାଜପୁର ଟାଉନ, ୨-୯(ଡିଏନଏ)- ରାଜ୍ୟ ସରକାର ଜନସାଧାରଣଙ୍କ ହିତରେ ୫-ଟି (ଟାଇମ୍, ଟେକ୍ନୋଲୋଜି, ଟିମୱାର୍କ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫର୍ମରମେଶନ) ଫର୍ମୁଲାରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏହାର ସୁଫଳ ତୃଣମୂଳସ୍ତରରେ ପହଞ୍ଚି ପାରୁନାହିଁ। କେବଳ ଜିଲା ପ୍ରଶାସନ ସଫଳତାକୁ ପ୍ରଚାର…
ହିଞ୍ଜିଳିକାଟୁ କୋର୍ଟରେ ସିଶୋର ଏମ୍ଡିଙ୍କ ଆତ୍ମସମର୍ପଣ
ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍.ଏ.): ସି-ଶୋର ଚିଟଫଣ୍ଡ ସଂସ୍ଥାର ଏମଡି ପ୍ରଶାନ୍ତ ଦାଶ ମଙ୍ଗଳବାର ହିଞ୍ଜିଳିକାଟୁ ଜେଏମ୍ଏଫସି କୋର୍ଟରେ ଆତ୍ମ ସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ଆନ୍ତରୀଣ ଜାମିନ ନିର୍ଦ୍ଦେଶକ୍ରମେ ହିଞ୍ଜିଳିକାଟୁ କୋର୍ଟରୁ ସେ ୨ ଜଣ ଜାମିନଦାରଙ୍କ ଜରିଆରେ ୩୦ ହଜାର ଟଙ୍କା ଲେଖାଏ ମୁଚାଲିକାରେ…
ଗୋପପୁରରେ ଗୁଣି ସନ୍ଦେହ: ୬ ଜଣଙ୍କୁ ମାଡ଼ ମାରି ଅଖାଦ୍ୟ ଖୁଆଇଲେ ଗ୍ରାମବାସୀ
ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଖଲ୍ଲିକୋଟ…
କଳକଳାଠାରୁ ଢେଙ୍କାନାଳ ସୀମାନ୍ତ ପୂର୍ଣ୍ଣଚନ୍ଦ୍ରପୁର ରାସ୍ତା: ୨ବର୍ଷ ଗଲାନି ୬କୋଟି ଟଙ୍କାର ରାସ୍ତା
ଯାଜପୁର ଅଫିସ,୩୦ା୯- ରାଜ୍ୟର ପର୍ଯ୍ୟଟନର ବିକାଶ ଓ ପ୍ରଚାରପ୍ରସାର ପାଇଁ ପଡୋଶୀ ଜିଲା ମଧ୍ୟରେ ସଡକ ଯୋଗାଯୋଗକୁ ଅଧିକ ଗୁରୁତ୍ୱ ଦିଆଯାଉଛି ା ଏହିକ୍ରମରେ ଯାଜପୁର ଓ ଢେଙ୍କାନାଳ ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ଯୋଗାଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ସଡକ ଯୋଜନା(ଏମଏମଏସୱାଇ) ନିର୍ମାଣ…
କର୍ତ୍ତବ୍ୟରେ ଅବହେଳା : ୨ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ
ଖଣ୍ଡପଡା,୨ା୧୦(ସ୍ବ.ପ୍ର.)-କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଖଣ୍ଡପଡା ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ୨ଜଣ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି। ନୟାଗଡ ଜିଲା ଶିକ୍ଷାଧିକାରୀ ଶିବ ଶଙ୍କର ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କ ଦରମା ବନ୍ଦ କରାଯାଇଥିବା ଜଣାଯାଇଛି। ଖଣ୍ଡପଡା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ନିକଟରେ ଅବସ୍ଥିତ…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ଏଏସ୍ଆଇ ନିଲମ୍ବିତ, ୨ ଥାନା ଅଧିକାରୀଙ୍କୁ ବଦଳି
ନୟାଗଡ଼ ଅଫିସ,୨ା୧୦: କର୍ତ୍ତବ୍ୟରେ ଅବହେଳା କରିବା ୨ ଥାନା ଅଧିକାରୀ ଓ ଜଣେ ଏଏସ୍ଆଇଙ୍କୁ ମହଙ୍ଗା ପଡ଼ିଛି। ନୟାଗଡ଼ ଏସ୍ପି ଶଶିଭୂଷଣ ଶତପଥୀ ଓଡଗାଁ ଓ ଚାନ୍ଦପୁର ଥାନା ଅଧିକାରୀଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରିଥିବାବେଳେ ଓଡଗାଁ ଥାନା ଏଏସ୍ଆଇଙ୍କୁ ନିଲମ୍ବିତ…
ଆଜିଠୁ ନୟାଗଡ଼ ସହରରେ ପଲିଥିନ ନିଷେଧ:୫ରୁ ୨୫ ହଜାର ପର୍ଯ୍ୟନ୍ତ ଜରିମାନା, ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ
ନୟାଗଡ଼ ଅଫିସ,୨ା୧୦: ନୟାଗଡ଼ ସହରରେ ବୁଧବାରଠାରୁ ପଲିଥିନ ନିଷେଧ କରାଯିବ। କୌଣସି ବ୍ୟବସାୟୀ ପଲିଥିନ ବ୍ୟବହାର କଲେ ତାଙ୍କଠାରୁ ୫ରୁ ୨୫ ହଜାର ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ। ମଙ୍ଗଳବାର ଏ ନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଇ ବ୍ୟବସାୟୀ…
ବୃକ୍ଷରୋପଣ ପାଲଟିଛି ପ୍ରହସନ
ଚମ୍ପୁଆ, ୨।୧୦(ଡି.ଏନ.ଏ.)-ଜୀବ ଜଗତ ବଞ୍ଚିରହିବା ତଥା ପରିବେଶର ସୁରକ୍ଷା ପାଇଁ ଜଙ୍ଗଲ ସୃଷ୍ଟି କରିବା ଅତ୍ୟନ୍ତ ଆବଶ୍ୟକ ହୋଇ ପଡିଥିବା ବେଳେ ସରକାରୀ ଓ ବେସରକାରୀ ସଂସ୍ଥାଗୁଡ଼ିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଅଧିକରୁ ଅଧିକ ବୃକ୍ଷ ରୋପଣ ପାଇଁ…
ଅସହାୟ ଭାବେ ବିତୁଛି ଜୀବନ
ଆରଡି, ୨।୧୦ (ଡି.ଏନ.ଏ)-ଦୁର୍ଘଟଣା ବଦଳାଇ ଦେଲା ତାଙ୍କ ଜୀବନର ମୋଡ଼ ା ପାଠପଢି ସୁନେଲି ଭବିଷ୍ୟତର ସ୍ବପ୍ନ ଦେଖୁଥିବା ଜଣେ ଦଳିତ ଯୁବକଙ୍କ ଲାଗି ସବୁକିଛି ଅନ୍ଧାର ପାଲଟିଗଲା ା ଚାକିରି ଓ ରୋଜଗାର କରି ଯେଉଁ ମା’ଙ୍କୁ ପୋଷିବା ଲାଗି…

