ଆମ ଜିଲା ଖବର

ଉଜୁଡିଯାଉଛି ସ୍ମୃତିର ସ୍ମାରକୀ: ଅବହେଳିତ ଗାନ୍ଧିଜୀଙ୍କ ସ୍ମୃତି, ସ୍ମାରକୀ

ଭଦ୍ରକ ଅଫିସ, ୨ା୧୦- ସ୍ବାଧୀନତା ସଂଗ୍ରାମର ସ୍ମୃତି ଓ ବଳିଦାନ ଏ ମାଟିକୁ କରିଛି ଗୌରବାନ୍ବିତ। ଧାମନଗରରେ ଲୁଣିଆ ଓ ବାସୁଦେବପୁର ଇରମ ଗୁଳିକାଣ୍ଡ, ଭଣ୍ଡାରିପୋଖରୀ ଥାନା ପୋଡି ଭଳି ଘଟଣାରେ ସଂଗ୍ରାମୀଙ୍କ ଆମତ୍ବଳିଦାନ ଇତିହାସକୁ ଆଜି ବି ଏ ମାଟି…

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ ଘଟଣା: ୨ କନ୍‌ଷ୍ଟେବଳ ନିଲମ୍ବିତ

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତ ରବିବାର ଚମ୍ପଟ ମାରିଥିଲେ। ଏହି ଘଟଣାରେ ଦାୟିତ୍ୱରେ ଅବହେଳା ପାଇଁ ୨ କନ୍‌ଷ୍ଟେବଳଙ୍କୁ ଜିଲା ଆରକ୍ଷୀ ଅଧୀକ୍ଷକ(ଏସ୍‌ପି) ପରମାର ସ୍ମିଥ ପୁରୁଷୋତ୍ତମଦାସ କାର୍ଯ୍ୟରୁ ନିଲମ୍ବିତ…

ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଭାଲୁଘେରା ଜଙ୍ଗଲରୁ ମଙ୍ଗଳବାର ଏକ ହାତୀ ଶାବକର ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ। ଏହି ହାତୀ ଶାବକର ମୃତ୍ୟୁ ସାଧାରଣ ଅଥବା ପରସ୍ପର ମଧ୍ୟରେ…

ବେଳାଭୂମିରୁ ବେଆଇନ ବାଲି ଚାଲାଣ

ରୂପ୍‌ସା, ୨।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କଷାଫଳ ନିକଟ ସମୁଦ୍ର ବେଳାଭୂମିରୁ ବେଆଇନ ଭାବେ ବାଲି ଖନନ କରି ଚୋରାଚାଲାଣ କରାଯାଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଜେସିବି ମେଶିନ୍‌ ଦ୍ୱାରା ବାଲି ଖନନ ହେବା ଯୋଗୁ ସମୁଦ୍ରକୂଳ ଆଡ଼ିବନ୍ଧରେ ଥିବା…

ପକ୍କା ରାସ୍ତା ନିର୍ମାଣ ପାଇଁ ଶିଳାନ୍ୟାସ

ବଇଣ୍ଡା,୧।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ କୁର୍ତ୍ତିବାସପୁର ପଞ୍ଚାୟତ ବରପଦାଠାରୁ କରଡ଼ାବାହାଳି ୨ କିମି ରାସ୍ତାକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ କରାଯିବ। ଏ ନେଇ ପୂର୍ତ୍ତବିଭାଗ ପକ୍ଷରୁ ୨ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବାବେଳେ ସୋମବାର ଭୂମିପୂଜା କରାଯାଇଛି। ଆଠମଲ୍ଲିକ ବିଧାୟକ…

ହୃଦଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦାବି

ବଅଁରପାଳ,୧।୧୦(ଡି.ଏନ.ଏ.)- ନାଲ୍‌କୋ ସିପିପି ଅପରେସନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର…

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଧିକାରୀଙ୍କ ନେତୃତ୍ୱରେ ଗଠିତ ୫ ଟିମ୍‌ ଏହି ସର୍ଭେ କରୁଛନ୍ତି।…

୪ ଫୁଟ ଲମ୍ବର ରଣା ସାପ ଉଦ୍ଧାର

ଯୋଡ଼ା, ୧।୧୦ (ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରର ୨ନଂ ଓ୍ବାର୍ଡ ବନେଇକଳାସ୍ଥିତ ସେଣ୍ଟ୍ରାଲ ହସ୍ପିଟାଲ ନିକଟରେ ଥିବା ଏକ ଘରୁ ୪ ଫୁଟ ଲମ୍ବର ରଣା ସାପ ଉଦ୍ଧାର କରାଯାଇଛି। ସନ୍ଧ୍ୟା ୭ଟା ସମୟରେ ଉକ୍ତ ରଣା ସାପଟି ବନେଇକଳାର…

ବାଇକ୍‌ ପଛପଟୁ ପିଟିଲା ଟ୍ରକ୍‌: ମା’, ଝିଅ ମୃତ; ବାପା ଗୁରୁତର

ରୂପ୍‌ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ପଛପଟୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ମା’ ଓ ଝିଅଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ଘଟାଇ…

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ…

ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ

ଫୁଲବାଣୀ ଅଫିସ/ଦାରିଙ୍ଗବାଡି,୧ା୧୦- କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟାପଦ ମଙ୍ଗଳବାର ରଦ୍ଦ ହୋଇଛି। ୨ରୁ ଅଧିକ ସନ୍ତାନ ଥିବା ଆଗତ ଏକ ମାମଲାର ବିଚାର କରି ଜିଲା ଦୌରାଜଜ୍‌ ଗୌତମ ଶର୍ମା ଏହି ରାୟ ଶୁଣାଇଛନ୍ତି। ସଭ୍ୟାପଦ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ଦନ୍ତା

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନଖଣ୍ଡ ପାଟକମୁଣ୍ଡା ପଞ୍ଚାୟତର ଧାଙ୍ଗୁରମୁଣ୍ଡା କୋଠଘର ନିକଟରେ ହାତୀ ଆକ୍ରମଣରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରମଞ୍ଚା ଗ୍ରାମର ହୃଷିକେଶ ନାୟକ (୬୫)। ସୂଚନାନୁଯାୟୀ, ହୃଷିକେଶ ଅପରାହ୍ନରେ ଘରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?