କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା
ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) । ଘର ବଡ଼ବଜାର ଥାନା ଅନ୍ତର୍ଗତ ଆସ୍କା ରୋଡ ରଘୁପତି ନଗର ଦ୍ୱିତୀୟ ଲେନ୍ ବୋଲି ପୋଲିସ କହିଛି…
ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ: ଇଭିଏମ୍ରେ ସିଲ୍ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ
ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି ଓ ସୋରଡ଼ା ବିଧାନସଭା କ୍ଷେତ୍ରରେ ଗୁରୁବାର ମତଦାନ ହୋଇଯାଇଛି। ଲୋକ ସଭା ନିର୍ବାଚନ…
ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ
ସୋରଡ଼ା,୧୮।୪(ଡି.ଏନ୍.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର କୁମର…
କୃଷିଭିତ୍ତିକ ପର୍ବ ବିହନ ଛିନା
ଚନ୍ଦାହାଣ୍ଡି, ୧୮ା୪ (ଡି.ଏନ.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ମୋହରା ପଞ୍ଚାୟତ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମରେ କୃଷିଭିତ୍ତିକ ପର୍ବ ବିହନ ଛିନା ପାଳନ କରାଯାଇଛି । ଏହି ବ୍ଲକରେ ବିଭିନ୍ନ ଗ୍ରାମରେ ଭିନ୍ନ ଭିନ୍ନ ଭାବରେ ତିଥି ବାର ଦେଖି ପୂଜାରୀଙ୍କ ନିର୍ଦ୍ଦେଶରେ…
ବିପଦ ଆଶଙ୍କା: ଟ୍ରେନ ଯାଉଛି, ଲେଭଲ କ୍ରସିଂ ଗେଟ ପଡୁନି
କାଶୀନଗର, ୧୮।୪(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ଏନଏସିର ପଟେଲରୋଡରେ ଏକ ଲେଭଲ କ୍ରସିଂ ରହିଛି। ଏହି ଲେଭଲ କ୍ରସିଂ ଦେଇ ଦିନକୁ ୭ଥର ଟ୍ରେନ ଯିବା ଆସିବା କରେ। ଦ୍ରୁତଗାମୀ ରାଜ୍ୟରାଣୀ ଏକ୍ସପ୍ରେସ ସହ ପୁରୀ-ଗୁଣୁପୁର, ବିଶାଖାପାଟଣା- ଗୁଣୁପୁର ପାସେଞ୍ଜର ଏହି ଲେଭଲ…
ଚର୍ଚ୍ଚାରେ ଶିବଲିଙ୍ଗ ଆକୃତିର ପଣସ
ବୈପାରୀଗୁଡ଼ା,୧୮।୪(ଡି.ଏନ୍.ଏ.): ମହାଦେବଙ୍କ ଲିଙ୍ଗ ଆକୃତିର ପଣସକୁ ନେଇ ଏବେ ବୈପାରୀଗୁଡ଼ା ଅଞ୍ଚଳରେ ଚର୍ଚ୍ଚା । ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ପଞ୍ଚାୟତ ମୁଣ୍ଡାଗୁଡ଼ାର ଜଣେ ଯୁବକଙ୍କ ବଗିଚାରେ ଏଭଳି ଆକୃତିର ପଣସ ଫଳିଛି। ତାହାକୁ ତୋଳିଆଣି ପରିବାର ଲୋକଙ୍କୁ ଦେଖାଇବା ପରେ ସେମାନେ…
ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର
କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ ନେଇଯାଇଥିବା ଅଭିଯୁକ୍ତ ଜଣଙ୍କୁ ମଙ୍ଗଳବାର ସହରବାସୀ କାବୁକରି ଟାଉନଥାନା ଜିମା ଦେଇଛନ୍ତି। ଅଭିଯୁକ୍ତଙ୍କ…
ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ
ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା ଆସନ…
ଆସିକା ବିଧାନସଭା : ୨୦୯ ବୁଥ୍ରେ ଚାଲିଛି ମତଦାନ
ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା ଲକ୍ଷ୍ୟ…
ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ
ଘଣ୍ଟାପଡ଼ା,୧୮ା୪(ଡି.ଏନ୍.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା। ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍, ଉମାର…
ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର
ଭଦ୍ରକ ଅଫିସ,୧୮ା୪ : ଗ୍ରାମାଞ୍ଚଳ ଥାନା ଅଧୀନରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲାରେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି l ନାବାଳିକାଙ୍କ ହୋସ ଆସିବା ପରେ ଅତିରିକ୍ତ ଏସପି କୈଳାସ ଚନ୍ଦ୍ର ପରିଡ଼ା ବୟାନ…
ଇଭିଏମ୍ରେ ତ୍ରୁଟି : ବିଳମ୍ବରେ ମତଦାନ
ସୁନ୍ଦରଗଡ଼,୧୮ା୪(ଡି.ଏନ୍.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼ ମ୍ୟୁନିସପାଲିଟିର…
Archives


