୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ
ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସେଥିମଧ୍ୟରୁ ଅଧିକାଂଶ ନାବାଳିକା। ସୂଚନାଯୋଗ୍ୟ, ଆମେରିକାର ଲୁଇସିୟାନା ସହରରେ ବାସ କରୁଥିବା ଫାଉଣ୍ଟେନ ନାମକ…
ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ
କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ ବିଭିନ୍ନ…
ପୋଲସରାରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ
ପୋଲସରା,୧୮।୪: ଗଞ୍ଜାମ ଜିଲା ପୋଲସରା ବିଧାନସଭା ମଣ୍ଡଳୀର ପୋଲସରା ସ୍ଥିତ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ୨୧୬ ନଂ ଆଦର୍ଶ ବୁଥରେ ଭୋଟରମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସକାଳେ ମକ ପୋଲ ପରେ ପରେ ଇଭିଏମ୍ରେ ଯାନ୍ତ୍ରିକ ତୃଟି ଦେଖାଯିବା…
ହିଞ୍ଜିଳିରେ ମତଦାନ ବ୍ୟାହତ
ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି। ତୃଟି ସୁଧାର ପରେ ମଧ୍ୟ ଲୋକଙ୍କ ମଧ୍ୟରେ ମତଦାନକୁ ନେଇ ଉତ୍ତେଜନା ପ୍ରକାଶ…
ଭଞ୍ଜନଗରରେ ମତଦାନ ଆରମ୍ଭ
ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ ଉତ୍ସାହର ସହ ନିଜର ପ୍ରତିନିଧିଙ୍କୁ ଭୋଟ ଦେଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲା ୧୨୩ ଭଞ୍ଜନଗର…
ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ
ଭଞ୍ଜନଗର,୧୮।୪(ଡି.ଏନ.ଏ): ଭଞ୍ଜନଗର ଥାନା ଅନ୍ତର୍ଗତ ଅଗଝୋଳରେ ବୁଧବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଉକ୍ତ ଗଁ।ର ସଦାଶିବ ପ୍ରଧାନଙ୍କ (୨୪) ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସଦାଶିବ ରାତି ପ୍ରାୟ ୩ଟାରେ ନିଜ ଘର ନିକଟରେ ବୁଲୁଥିଲେ। ସେହି…
୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୋମାମାଡ଼
ଭୁବନେଶ୍ୱର,୧୮।୪(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ମଧ୍ୟ ଭୁବନେଶ୍ୱର ଡେଲଟା କଲୋନୀ ନିକଟ ୪୮ନଂ. ଓ୍ବାର୍ଡ ଭାଜପା କାର୍ଯ୍ୟାଳୟ ଉପରକୁ ବୁଧବାର ରାତିରେ ବୋମାମାଡ଼ ହୋଇଛି। ରାତି ପ୍ରାୟ ସାଢ଼େ ୯ଟାରେ କର୍ମୀମାନଙ୍କର ବୈଠକ ଚାଲିଥିବା ବେଳେ ବୁଲେଟ ଓ ପଲ୍ସରରେ ୪ଜଣ…
ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ-ଢେଙ୍କାନାଳ ଗସ୍ତ ଆଜି: ୫ ନିର୍ବାଚନୀ ସଭାରେ ଯୋଗଦେବେ
ଅନୁଗୋଳ ଅଫିସ/ବନ୍ତଳା/ଢେଙ୍କାନାଳ ଅଫିସ, ୧୮।୪- ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ନିର୍ବାଚନ ପ୍ରଚାର କରିବେ। ଦୁଇ ଜିଲାର ୫ ନିର୍ବାଚନୀ ସଭାରେ ସେ ଯୋଗଦେଇ ଦଳୀୟ ଏମ୍ପି ଓ ବିଧାୟକ ପ୍ରାର୍ଥୀଙ୍କ…
ନବୀନଙ୍କ ଗସ୍ତ ପୂର୍ବରୁ ବିଜେଡିକୁ ଝଟକା: ବିଧାୟକଙ୍କ ଗାଁରୁ ପଦ୍ମ ଧରିଲେ ଶତାଧିକ କର୍ମୀ
ଅନୁଗୋଳ ଅଫିସ, ୧୮।୪- ଅନୁଗୋଳ ବିଜେଡିକୁ ବୁଧବାର ପୁଣି ଲାଗିଛି ଝଟକା। ୩ ଥରର ବିଧାୟକ ତଥା ୪ର୍ଥ ଥର ପାଇଁ ପ୍ରାର୍ଥୀ ହୋଇଥିବା ଜିଲା ସଭାପତି ରଜନୀକାନ୍ତ ସିଂଙ୍କ ଗାଁ ଗୋତମରାରୁ ଶତାଧିକ କର୍ମୀ ବିଜେଡି ଛାଡ଼ି ଭାଜପାରେ ସାମିଲ…
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆଉ ୪ ଦିନ: ଭୋଟରଙ୍କୁ ମନାଇବାକୁ ଜୋରଦାର କସରତ
ଅନୁଗୋଳ ଅଫିସ, ୧୮।୪- ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ତେଣୁ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୪ ଦିନ ସମୟ। ଏହା ଭିତରେ ସେମାନେ ଯେମିତି ହେଉ ଭୋଟରଙ୍କୁ ମନାଇବାକୁ ଲକ୍ଷ୍ୟ ରଖିଛନ୍ତି।…
ଆଜିଠାରୁ ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା
ତାଳଚେର,୧୮ା୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା ଉତ୍ସବ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ତାଳଚେର ସହ କଳମଛୁଇଁ, ସୋଲଡ଼ା, ଗୋପାଳପ୍ରସାଦ, ଡଅଁରା ଆଦି ଗ୍ରାମ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତବର୍ଷ ମା’ଙ୍କ ଏହି…
ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ
ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ ଢେଙ୍କାନାଳର କଳ୍ପନା ଦାଶ। ଏଥିପାଇଁ ସେ ବୁଧବାର ପହଞ୍ଚତ୍ଛନ୍ତି ନେପାଳର ଲୁକଲାରେ। ଏହି ଅଭିଯାନରେ…
Archives


