ଆମ ଜିଲା ଖବର

ଜିଲାପାଳଙ୍କ ଜନଶୁଣାଣି ଶିବିରରେ ଅଭିଯୋଗ: ୭ ବର୍ଷ ପରେ ସମାଧାନ ନିର୍ଦ୍ଦେଶ

ରାଜନଗର, ୧।୧୦ (ଡି.ଏନ୍‌.ଏ.): ତ୍ୱରିତ ନ୍ୟାୟ ପ୍ରଦାନ ଓ ସବୁବର୍ଗର ଲୋକଙ୍କୁ ସରକାରୀ ସୁବିଧା ସୁଯୋଗ ଦେବା ପାଇଁ ପ୍ରତି ମାସରେ ସବୁ ବ୍ଲକ ଓ ଜିଲାସ୍ତରରେ ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହେଉଛି। ଲୋକମାନେ ବ୍ୟକ୍ତିଗତ ଓ ସାମୂହିକ ଅଭିଯୋଗ…

ଅବହେଳିତ ଆଦିବାସୀପଡ଼ା: ଅଣ୍ଟାଏ ପାଣିରେ ପଶି ଯା’ଆସ କରୁଛନ୍ତି ସିଂପଡ଼ାବାସୀ

ମହାକାଳପଡ଼ା, ୧।୧୦ (ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଅଧୀନ ବଉଳକଣୀ ପଞ୍ଚାୟତର ଆଦିବାସୀଡ଼ା ସିଂପଡା ଗ୍ରାମକୁ ଯିବାଆସିବା ପାଇଁ ପକ୍କା ରାସ୍ତା ନ ଥିବାରୁ ଲୋକମାନେ ନାନା ସମସ୍ୟା ଭୋଗୁଛନ୍ତି। ବର୍ଷ ତମାମ ଗ୍ରାମବାସୀ ଅସୁବିଧା ଭୋଗୁଥିବା ବେଳେ ବର୍ଷାଦିନେ ଏହି ସମସ୍ୟା…

ଶାଗୁଆନ କାଠ, ଟ୍ରାକ୍ଟର ଜବତ: ଜଣେ ଗିରଫ

ନୟାଗଡ଼ ଅଫିସ,୧ା୧୦- ନୟାଗଡ଼ ଜିଲା ଶରଣକୁଳ ଥାନା ଗୋତିସାହି ବାଉଁଶିଆ ରାସ୍ତାରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୯ ଗୋଟି ଶାଗୁଆନ ଲଗ୍‌ ସହିତ ଏକ ଟ୍ରାକ୍ଟର (ନଂ.ଓଆର ୨୫ ଏ ୧୨୮୭) ଜବତ କରାଯାଇଛି। ଏହି…

ଫାଇଲିନ୍‌ରେ ନଷ୍ଟ ହୋଇଥିଲା ଝାଉଁବଣ: ୬ ବର୍ଷ ଧରି ପଡ଼ି ଖତଖାଉଛି କାଠ

କୃଷ୍ଣପ୍ରସାଦ,୧।୧୦(ଡି.ଏନ.ଏ.)- ବଙ୍ଗୋପସାଗର ଉପକୂଳ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଧୀନ ବ୍ରାହ୍ମଣଦେଓ ଗାଁ ନିକଟ ଝାଉଁବଣରେ ଗତ ୬ ବର୍ଷ ହେଲା ପଡ଼ି ନଷ୍ଟ ହେଉଛି ଲକ୍ଷାଧିକ ଟଙ୍କାର ଝାଉଁକାଠ। ୨୦୧୩ ଫାଇଲିନ ବାତ୍ୟାରେ ଭାଙ୍ଗିପଡିଥିଲା ହଜାର ହଜାର ପରିମାଣର ଝାଉଁଗଛ…

ଗିରଫ ୫ ଗୋଚାଲାଣକାରୀ ଜେଲ ଗଲେ: ଆନ୍ଧ୍ରପ୍ରଦେଶର ନରସିଂହପାଟଣାକୁ ଚାଲାଣ ହେଉଥିଲେ ଗୋରୁ

ରଣପୁର,୧ା୧(ସ୍ବ.ପ୍ର.): ରଣପୁର ପୋଲିସ ଅଟକ ରଖିଥିବା ୫ ଗୋଚାଲାଣକାରୀଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ରଣପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ ଟାଉନ ଥାନା ସିନ୍ଦୂରିଆ କରଣସାହିର ସଲମନ…

ନୂଆଗାଁ ବ୍ଲକରେ ସାମାଜିକ ସମୀକ୍ଷା ପ୍ରହସନ: ସହଯୋଗ କରୁନାହାନ୍ତି କର୍ମଚାରୀ

ନୂଆଗାଁ,୧ା୧୦(ଡି.ଏନ.ଏ.): ପ୍ରତି ଆର୍ଥତ୍କ ବର୍ଷରେ ପଞ୍ଚାୟତ ସମିତି, ଗ୍ରାମ ପଞ୍ଚାୟତ ଓ ଅନ୍ୟାନ୍ୟ ବିଭାଗ ଦ୍ୱାରା ବିଭିନ୍ନ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଗୁଡିକ ସାମାଜିକ ସମୀକ୍ଷା ମାଧ୍ୟମରେ ଲୋକାଭିମୁଖୀ କରାଇବା ବ୍ୟବସ୍ଥା ରହିଛି। ହେଲେ ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ…

ହସ୍ପିଟାଲ, ଆର୍‌ଟିଓରେ ଚଢ଼ାଉ: ପଞ୍ଚମ ଦିନରେ ୨୬ ଦଲାଲ ଗିରଫ

କଟକ ଅଫିସ/ ଭୁବନେଶ୍ୱର,୧।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ପୋଲିସ ଦଲାଲ ଧରପଗଡ଼ ଅଭିଯାନକୁ ଜୋର୍‌ଦାର କରିଛି। ସ୍ପେଶାଲ ଡ୍ରାଇଭ୍‌ର ୫ମ ଦିନ ସୋମବାରରେ ରାଜ୍ୟର ବିଭିନ୍ନ ହସ୍ପିଟାଲରୁ ୮ ଓ ଆର୍‌ଟିଓରୁ ୧୮ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି। ଭୁବନେଶ୍ୱର ଆର୍‌ଟିଓରୁ…

ଶୌଚ ପାଇଁ ଯାଇ ହାତୀ ଆକ୍ରମଣର ଶିକାର, ବୃଦ୍ଧ ମୃତ

ବେତନଟୀ, ୧।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଜାମୁଗଧା ଗ୍ରାମର ଜଣେ ବୃଦ୍ଧଙ୍କର ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗଜେନ୍ଦ୍ର ମହାନ୍ତ(୭୦)। ପ୍ରକାଶ ଯେ, ଗଜେନ୍ଦ୍ର ଜଣେ ପଡ଼ୋଶୀଙ୍କ ସହ ଶୌଚ ପାଇଁ ଗାଁ ନିକଟ…

ତୋରଣରେ ଷ୍ଟାଚ୍ୟୁ ଅଫ ଲିବର୍ଟି

କଟକ ଅଫିସ,୧।୧୦: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜା ମଣ୍ଡପ। ଦଶହରା ଯେତିକି ପାଖେଇ ଆସୁଛି ପୂଜା ମଣ୍ଡପ କର୍ମକର୍ତ୍ତାଙ୍କ ମଧ୍ୟରେ ସେତିକି ତତ୍ପରତା ଦେଖିବାକୁ ମିଳିଛି। ପୂଜାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତେ ଲାଗିପଡିଛନ୍ତି।…

ଚଳନ୍ତା ଟ୍ରେନ୍‌ରୁ ଅଲଗା ହୋଇଗଲା ବଗି: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପୁରୀ ଅଫିସ, ୧।୧୦: ପୁରୀ ଜିଲା ଡେଲାଙ୍ଗର ରେଞ୍ଚ ଲେଭଲ କ୍ରସିଂଠାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଏକ ଚଳନ୍ତା ଟ୍ରେନ୍‌ର ଗୋଟିଏ ବଗି ଅନ୍ୟ ବଗିଠାରୁ ଅଲଗା ହୋଇଯାଇଥିଲା। ଫଳରେ ଉକ୍ତ ବଗିରେ ବସିଥିବା ଯାତ୍ରୀମାନେ ଟ୍ରେନ୍‌ ଭିତରେ…

ବେଆଇନ ନର୍ସିଂ ହୋମ୍‌ ମାମଲା: ହାଇକୋର୍ଟରେ ହାଜର ହେଲେ ସ୍ବାସ୍ଥ୍ୟ ସଚିବ

କଟକ ଅଫିସ,୧।୧୦: ବେଆଇନ ନର୍ସିଂହୋମ୍‌କୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ରାଜ୍ୟ ସରକାରଙ୍କ ପ୍ରମୁଖ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା ସୋମବାର ବ୍ୟକ୍ତିଗତ ହାଜର ହୋଇଛନ୍ତି। ରାଜ୍ୟରେ କ୍ଲିନିକାଲ ଏଷ୍ଟାବ୍ଲିଶ୍‌ମେଣ୍ଟ ଆକ୍ଟ ଲାଗୁ ପାଇଁ ପ୍ରତି ଜିଲାର ଜିଲାପାଳଙ୍କୁ ଏହାର…

ରାଉରକେଲା ନିର୍ବାଚନକୁ ନେଇ ମାମଲା: ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍‌

କଟକ ଅଫିସ, ୧।୧୦: ରାଉରକେଲା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାରେ ବିଧାୟକ ସାରଦା ନାୟକଙ୍କ ସହ ୯ଜଣଙ୍କୁ ନୋଟିସ୍‌ ଜାରି କରାଯାଇଛି। ଭାଜପାର ପରାଜିତ ପ୍ରାର୍ଥୀ ନିହାର ରାୟଙ୍କ ପକ୍ଷରୁ ହାଇକୋର୍ଟରେ ରୁଜୁ ହୋଇଥିବା ଏହି ମାମଲାର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?