ଆମ ଜିଲା ଖବର

ହତ୍ୟା ମାମଲା: ୨ ଭାଇଙ୍କୁ ଆଜୀବନ ଜେଲ

ବାଲିଗୁଡା,୧ା୧୦(ଡି.ଏନ୍‌.ଏ.)-ଏକ ହତ୍ୟା ମାମଲାର ବିଚାର କରି ଶୁକ୍ରବାର ବିଚାରପତି ଅରବିନ୍ଦ ପଟ୍ଟନାୟକଙ୍କ ଖଣ୍ଡପୀଠରେ ଅଭିଯୁକ୍ତ ୨ ଭାଇଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ସେମାନେ ହେଲେ କ୍ଷୀର ମାଝି ଓରଫ ବୀରେନ୍ଦ୍ର ଓ ତାଙ୍କ ଭାଇ ରାଜୁ…

କନ୍ଧମାଳ ଦଙ୍ଗା ମାମଲା :ଜଣେ ଅଭିଯୁକ୍ତଙ୍କୁ ୬ମାସ ଜେଲ

ଫୁଲବାଣୀ ଅଫିସ, ୧ା୧୦- କନ୍ଧମାଳ ଜିଲାରେ ୨୦୦୮ରେ ହୋଇଥିବା ଏକ ଦଙ୍ଗା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ ଅରବିନ୍ଦ ପଟ୍ଟନାୟକ ଅଭିଯୁକ୍ତ ପ୍ରକାଶ ପ୍ରଧାନଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୮ ଅଗଷ୍ଟ ୩୦ ତାରିଖ ଅପରାହ୍ନରେ…

ଆଇନ ସେବାକେନ୍ଦ୍ର ଉଦ୍‌ଘାଟନ କଲେ ଜିଲା ଦୌରାଜଜ

ଚନ୍ଦ୍ରଗିରିି,୧ା୧୦(ଡି.ଏନ.ଏ.)-ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି, ଅଡ଼ବା ଓ ପି.ଗୋବିନ୍ଦପୁର ପଞ୍ଚାୟତରେ ରବିବାର ଗ୍ରାମୀଣ ଆଇନ ସେବାକେନ୍ଦ୍ର ଗଜପତି ଜିଲା ଦୌରା ଜଜ୍‌ ତଥା ଡିଏଲଏସଏ ଅଧ୍ୟକ୍ଷ ବିଶ୍ୱଜିତ ଦାସ ଉଦ୍‌ଘାଟନ କରିଥିଲେ। ଉତ୍ସବରେ ମୋହନା ଜେଏମଏଫସି କୋର୍ଟ ବିଚାରପତି ମନୋଜ…

ଅନ୍ଧାରରେ ୪୬ ଗଁ।, ହୋଇନି ବିଦ୍ୟୁତ୍‌ ସଂଯୋଗ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଦାରିଙ୍ଗବାଡ଼ି,୧ା୧୦(ଡି.ଏନ.ଏ)-ଆଦିବାସୀ ଅଧ୍ୟୁଷିତ ଅଞ୍ଚଳକୁ ସରକାର ବିଭିନ୍ନ ସୁବିଧା ସୁଯୋଗ ଦେଉଥିବା ଦୃଷ୍ଟାନ୍ତ ରହିଛି ା କିନ୍ତୁ କେତେକ ସ୍ଥାନରେ ଏହା କାର୍ଯ୍ୟକାରୀ ହେଉଥିବା ବେଳେ ଅନ୍ୟ କେତେକ ଜିଲାରେ ଲୋକେ ସୁବିଧା ସୁଯୋଗ ପାଇପାରୁ ନାହାନ୍ତି। ଫଳରେ ଏବେବି ଅନ୍ଧାରରେ ଅଭିଶପ୍ତ…

୧୦ ବର୍ଷ ପରେ ହଜିଲା ପୁଅଙ୍କୁ ପାଇଲେ ମା’

କୋଦଳା,୩୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିିଗପହଣ୍ଡି ଥାନା ଅନ୍ତର୍ଗତ ତୁରୁବୁଡି ଗ୍ରାମର ଜଣେ ଦିବ୍ୟାଙ୍ଗ ନାବାଳକ ୧୦ବର୍ଷ ତଳେ କେଉଁଆଡ଼େ ଚାଲିଯାଇଥିଲେ। ଗତ ଶୁକ୍ରବାର ହଜିଲା ପୁଅ ତାଙ୍କ ମା’ଙ୍କ ପାଖକୁ ଫେରିଛନ୍ତି। ନାବାଳକ ଜଣକ ହେଲେ ଶେଖ ବାବା ଓରଫ କାଳିଆ (୧୭)।…

ବିଲଡ଼ରଙ୍କୁ ୨୦ ଲକ୍ଷ ଦାଦାବଟି ମାଗିବା ମାମଲା :ପୂର୍ବତନ ମେୟର ପିଣ୍ଟୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍‌ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା। ବିଲଡ଼ର ଲଳିତ ମୋହନ ମଙ୍ଗରାଜଙ୍କୁ ପିଣ୍ଟୁ ୨୦ ଲକ୍ଷ ଟଙ୍କା ଦାଦାବଟି ମାଗିବା…

କୋଇଲା ସମସ୍ୟା : ନାଲ୍‌କୋ ସିପିପିର ୬ ୟୁନିଟ୍‌ ବନ୍ଦ

ବଅଁରପାଳ, ୧।୧୦ (ଡି.ଏନ୍‌.ଏ.)- ତାଳଚେରସ୍ଥିତ ଏମ୍‌ସିଏଲ୍‌ର କୋଇଲା ଖଣିରୁ ଆନ୍ଦୋଳନ ହଟିଯାଇଥିଲେ ବି ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋକୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନାହିଁ। ଫଳରେ କିଛିଦିନ ହେଲା ନାଲ୍‌କୋ ନିଜସ୍ବ ବିଦ୍ୟୁତ୍‌ ପ୍ଲାଣ୍ଟ (ସିପିପି)ର ଗୋଟିଏ ପରେ ଗୋଟିଏ…

ସରଳିଆ ହୋଣ୍ଡା ଶୋ’ରୁମ ଉଦ୍‌ଘାଟିତ

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ କିଶୋରିଲାଲ ସରଳିଆ, ବିନୋଦ କୁମାର ସରଳିଆ, ଲକ୍ଷ୍ମୀ ହୋଣ୍ଡାର ବିକ୍ରେତା ବିକ୍ରମ ଅଗ୍ରୱାଲ…

ବାଲମୁଚ୍‌ ହତ୍ୟା ମାମଲା :ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୧ା୧୦ ଢେଙ୍କାନାଳ ସହରସ୍ଥିତ ମଣ୍ଟଫୋର୍ଟ ସ୍କୁଲ ନିକଟରେ ୨୦୧୬ ମସିହାରେ ଘଟିଥିବା ସଞ୍ଜୁ ବାଲମୁଚ୍‌ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାଶ ମାମଲାର ଅଭିଯୁକ୍ତ ତଥା ସଞ୍ଜୁଙ୍କ ସ୍ବାମୀ ବିଜୟ…

ଆଜି ଖୋଲିବ ରେଙ୍ଗାଳି ଗେଟ

କଣିହାଁ,୧।୧୦(ଡି.ଏନ.ଏ) ଅନୁଗୋଳ ଜିଲା କଣିହାଁସ୍ଥିତ ବ୍ରାହ୍ମଣୀ ନଦୀ ରେଙ୍ଗାଳି ଡ୍ୟାମରେ ଜଳସ୍ତର ବିପଦ ସଙ୍କେତ ଊର୍ଦ୍ଧ୍ୱରେ ରହିଛି। ଏ ନେଇ ମଙ୍ଗଳବାର ଅକ୍ଟୋବର ମାସର ପ୍ରଥମ ଦିନରେ ବନ୍ୟାଜଳ ନିଷ୍କାସନ ପାଇଁ ଗେଟ୍‌ ଖୋଲିବ ବୋଲି ନଦୀ ବନ୍ଧ ତଳମୁଣ୍ଡରେ ଥିବା…

ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ବଲାଙ୍ଗୀର ବିଜୟୀ

କୋମନା,୧।୧୦(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧ ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ କ୍ଲବ ଆନୁକୁଲ୍ୟରେ ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଟୁର୍ନାମେଣ୍ଟରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାର ପ୍ରତିଷ୍ଠିତ ଫୁଟବଲ ଦଳ ଭାଗ ନେଇଛନ୍ତି।…

ଏକତ୍ରିତ ହୋଇ ନିଜ ଅଧିକାର ପାଇଁ ଲଢେଇ କରିବା ଦରକାର: ଡମ, ଗଣା ସମାଜର ନୂଆଁଖାଇ ଭେଟ୍‌ଘାଟ୍‌

ନୂଆପଡା ଅଫିସ/ତରବୋଡ,୧।୧୦(ଡି.ଏନ.ଏ.) ସମାଜରେ ଶିକ୍ଷାର ଆବଶ୍ୟକତା ରହିଛି । ଶିକ୍ଷିତ ହୋଇ ସଙ୍ଗଠିତ ହେବା। ଏକତ୍ରିତ ହୋଇ ନିଜର ସାମ୍ବିଧାନିକ ଅଧିକାର ପ୍ରତି ସଜାଗ ହୋଇ ଲଢିବା ଦରକାର ବୋଲି ମତ ପ୍ରକାଶ ପାଇଛି। ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?