ଆମ ଜିଲା ଖବର

ନ୍ୟାଶନାଲ ହାଇସ୍କୁଲରେ ଆଇନ ସଚେତନତା କାର୍ଯ୍ୟକ୍ରମ

ନୂଆପଡା ଅଫିସ,୧ା୧୦ ନୂଆପଡା ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲ ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣର ଅଧ୍ୟକ୍ଷ ଅସୀମ କୁମାର ଦଳବେହେରା ସଭାପତିତ୍ୱ କରିଥିବାବେଳେ ସିଜେଏମ ସଞ୍ଜୀବ କୁମାର ସାମନ୍ତ, ଅତିରିକ୍ତ…

ସାଲିହାରେ କ୍ରାନ୍ତି ଦିବସ ବୀରଭୂମି ସାଲିହାର ସଂଗ୍ରାମୀ ଚିରନମସ୍ୟ

ନୂଆପଡ଼ା ଅଫିସ,୧ା୧୦ ସଦର ବ୍ଲକ ସାଲିହା ଶହୀଦ ସ୍ମୃତି ସ୍ତମ୍ଭ ନିକଟରେ ସୋମବାର ସାଲିହା କ୍ରାନ୍ତି ଦିବସ ପାଳିତ ହୋଇଯାଇଛି। ଖାମସିଂ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମହାସମୁନ୍ଦ ଏମପି ଚୁନ୍ନିଲାଲ ସାହୁ ମୁଖ୍ୟଅତିଥି, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ, ପୂର୍ବତନ…

ରେଞ୍ଜସ୍ତରୀୟ ବନସୁରକ୍ଷା ସମିତି କମିଟି ବୈଠକ

କେସିଙ୍ଗା,୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଞ୍ଜ କାର୍ଯ୍ୟାଳୟ ପରିସରରେ ରେଞ୍ଜସ୍ତରୀୟ ବନ ସୁରକ୍ଷା ସମିତି କମିଟି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ରେଞ୍ଜର ଦୀନବନ୍ଧୁ ମେହେରଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ବୈଠକରେ ଏହି ରେଞ୍ଜସ୍ତରୀୟ ବନସୁରକ୍ଷା ସମିତି ଅଧୀନରେ ଥିବା କେସିଙ୍ଗା,…

ଦେଦରରେ ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ

ଜୁନାଗଡ, ୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦେଦର ଗ୍ରାମରେ ସୋମବାର ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେୟାର ଇଣ୍ଡିଆର ତରିନା ପ୍ରକଳ୍ପ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ୨୨ଟି ଗ୍ରାମର ଶହେରୁ ଊର୍ଦ୍ଧ୍ୱ ମହିଳା…

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର, ରାଜ୍ୟସରକାରଙ୍କ ସମସ୍ତ ଅଫିସ୍‌, ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଚାଲିଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । କଳାହାଣ୍ଡି ଜିଲା ଓକିଲ ସଂଘର ଆହ୍ବାନକ୍ରମେ ସୋମବାର ଭବାନୀପାଟଣାର ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ ସମସ୍ତ ଅଫିସ, ବ୍ୟାଙ୍କ, ପୋଷ୍ଟ…

ଖପ୍ରାଖୋଲରେ ବ୍ୟାପୁଛି ଝାଡାବାନ୍ତି

ଖପ୍ରଖୋଲ, ୩୦ା୯ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ସଦର ମହକୁମାରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ା ଶନିବାର ଆଠ ଜଣ ଆକ୍ରାନ୍ତ ହୋଇଥିବାବେଳେ ସୋମବାର ଏହି ସଂଖ୍ୟା ୧୩ରେ ପହଞ୍ଚିଛି ା ଦୂଷିତ ପାଣି ଯୋଗୁଁ ଏଭଳି…

ଗଞ୍ଜେଇ ଜବତ, ଜଣେ ଗିରଫ

ଫିରିଙ୍ଗିଆ, ୩୦ା୯-ଗୋଚ୍ଛାପଡା ଥାନା ପୋଲିସ କ୍ରାଣ୍ଡିବାଲି ଛକରେ ଚଢ଼ାଉ କରି ଜଣେ ବାଇକ୍‌ ଚାଳକଙ୍କ ପାଖରୁ ୪୦ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ବାଇକ ଚାଳକ ବାଲନ୍ଦାପଡା ପଞ୍ଚାୟତ ବଟବାହାଲି ଗ୍ରାମର ସଦା ନାୟକଙ୍କୁ ଗିରଫ କରାଯାଇଛି।…

ଚିକରଡ଼ା ଗ୍ରାମରେ ଝାଡ଼ାବାନ୍ତି : ଦୂଷିତ ପାଣି ପିଇ ୩୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଗୋପାଳପୁର,୩୦।୯-ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଚିକରଡ଼ା ଗ୍ରାମରେ ଦୂଷିତ ପାଣି ପିଇ ରବିବାର ୩୦୦ରୁ ଊର୍ଦ୍ଧ୍ୱ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୋମବାର ୩୦ ଜଣ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର…

ଦମ୍ପତିଙ୍କୁ ଆକ୍ରମଣ ମାମଲା: ଝିଅଙ୍କୁ ୫ବର୍ଷ ଜେଲ୍‌

ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ…

ଖନ୍ତାପଡ଼ା ଥାନା ଘେରାଉ ଘଟଣା: ଆଇନକୁ ହାତକୁ ନ ନେବା ପାଇଁ ପୋଲିସର ପରାମର୍ଶ

ବାହାନଗା, ୩୦ା୯(ଡି.ଏନ.ଏ.)-ମଦ ବିରୋଧୀ ମହିଳାଙ୍କ ଦ୍ୱାରା ରବିବାର ସନ୍ଧ୍ୟାରେ ଖନ୍ତାପଡା ଥାନା ଘେରାଉ ଘଟଣା ପରେ ସୋମବାର ମହିଳା ସଦସ୍ୟାମାନଙ୍କ ସହିତ ପୋଲିସ୍‌ର ବୈଠକ ଅନୁଷ୍ଠିତ ହୋଇଥିଲା। ଚୋରା ମଦ ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ପ୍ରତିଶ୍ରୁତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା ପଡିଛନ୍ତି। ଭିଜିଲାନ୍ସ ଦୁର୍ଗା ପ୍ରସାଦଙ୍କ ନଁାରେ ନଂ. ୪୨/୧୯ରେ ମାମଲା ରୁଜୁ କରି…

କନ୍ତଳବାଇ ବାପ, ପୁଅଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଅଜୀବନ କାରାଦଣ୍ଡଦେଶ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ ୨ୟ ଦିଲୀପ କୁମାର ବିଶ୍ୱାଳଙ୍କ କୋର୍ଟରେ ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି କନ୍ତଳବାଇ ଗଁାର ବାପ,ପୁଅଙ୍କ ହତ୍ୟା ଉଦ୍ୟମର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ କନ୍ତଳବାଇର ପଙ୍କଜ ମହାପାତ୍ରଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?