ଆମ ଜିଲା ଖବର

‘ବ୍ରହ୍ମୋସ’ ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍‌) ୩ନଂ. ଉତ୍‌କ୍ଷେପଣ କେନ୍ଦ୍ରରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ସୁପରସୋନିକ୍‌ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ବ୍ୟାବହାରିକ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇଥିବା ଏହି…

ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ, ଚାଳକ ଫେରାର

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମ ନିକଟ ଜଙ୍ଗଲରୁ ସୋମବାର ବନ ବିଭାଗ ଏକ ଚୋରା ଶାଳ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିଛି। ଏଥିସହିତ ଟ୍ରକ୍ଟରରୁ ୭୫ରୁ ଊର୍ଦ୍ଧ୍ୱ ଶାଳ କାଠ ଜବତ କରାଯାଇଛି। ପ୍ରକାଶ ଯେ, ସୋମବାର…

ବିରୁଡ଼ି ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗ୍ରାମର ଲଳିତା ବେହେରା(୬୦) ବିରୁଡ଼ି ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ରବିବାର ଲଳିତା ଗ୍ରାମ ନିକଟ ପଶି ଅଞ୍ଚଳରୁ ଛେଳି ଚରାଇ ଘରକୁ ଫେରୁଥିବାବେଳେ ବିରୁଡ଼ିମାନେ ତାଙ୍କୁ ଆକ୍ରମଣ କରିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ…

ଗ୍ୟାସ ଟାଙ୍କିରୁ ଅଗ୍ନିକାଣ୍ଡ, ଜଳିଗଲା ଆଜବେଷ୍ଟ ଘର

ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ସରାଙ୍ଗ ସୁବର୍ଣ୍ଣ ପାଟଣା ସାହିର ଲକ୍ଷ୍ମୀଧର ବେଜଙ୍କ ଘରେ ଥିବା ଗ୍ୟାସ ଟାଙ୍କିରୁ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଘରେ ଥିବା ଆସବାବ ପତ୍ର ସମେତ ବହୁ ସାମଗ୍ରୀ ପୋଡ଼ିଯାଇଛି। ଏଥିସହିତ ଆଜବେଷ୍ଟସ…

ବେଆଇନ କାଠଗୋଲାରେ ଚଢ଼ାଉ

ବନ୍ତ, ୩୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ବେଆଇନ କାଠଗୋଲାରେ ସୋମବାର ଜିଲା ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ବହୁ ପରିମାଣର କାଠ ଜବତ କରାଯାଇଥିବା ଜଣାଯାଇଛି। ଭଦ୍ରକ ଡିଏଫ୍‌ଓ ପି ପାଣ୍ଡିଆନଙ୍କ…

ପାରିବାରିକ କଳିର କରୁଣ ପରିଣତି: ବାପା ଠେଙ୍ଗା ମାଡ଼ରେ ୪ବର୍ଷର ପୁଅ ମୃତ, ସ୍ତ୍ରୀ ଗୁରୁତର

ଯୋଡ଼ା,୩୦।୯(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ପିଢପୋଖରୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି ା ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ଯୁବକଙ୍କ ଠେଙ୍ଗା ମାଡ଼ରେ ତାଙ୍କ ୪ବର୍ଷ ପୁଅଙ୍କ ମୃତ୍ୟୁ ଘଟିଛି । ସ୍ତ୍ରୀ ଗୁରୁତର ହୋଇଛନ୍ତି…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ

ଚମ୍ପୁଆ, ୩୦ା୯(ଡି.ଏନ.ଏ.)-ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା । ସେହି ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତ ଦୋଳ ଗୋବିନ୍ଦ ବାରିକଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି । ତାଙ୍କୁ କୋର୍ଟ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହିତ…

ଅସୁସ୍ଥ ମାଈ ହାତୀର ମୃତ୍ୟୁ

କଟକ ଅଫିସ, ୩୦।୯: କଟକ ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲା। ଓୟୁଏଟି ଏବଂ ଆସାମ ବିଶେଷଜ୍ଞଙ୍କ ପରାମର୍ଶରେ ଚିକତ୍ସା ଚାଲିଥିଲା।…

ଜିଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି

ମାର୍ଶାଘାଇ,୩୦।୯(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ବ୍ଲକ ସଭାଗୃହଠାରେ ସୋମବାର ଜିଲା ପ୍ରଶାସନର ମିଳିତ ଜନଶୁଣାଣି ଅଭିଯୋଗ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୯୧ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ସେଥିରୁ ବ୍ୟକ୍ତିଗତ ୧୭୧ ଓ ସାମୁହିକ ୨୦ଟି ଅଭିଯୋଗ ରହିଛି। ଏଥିରେ…

ଖେଳୁଥିବା ବେଳେ ପୋଖରୀରେ ବୁଡ଼ି ଶିଶୁପୁତ୍ର ମୃତ

ରାଜନଗର, ୩୦।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ପଞ୍ଚାୟତ ନଳଯୋଡ଼ି ଗ୍ରାମରେ ସୋମବାର ପୋଖରୀରେ ବୁଡ଼ି ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ସେ ହେଲେ ସନାତନ ସ୍ବାଇଁଙ୍କ ଦେଢ଼ ବର୍ଷର ପୁତ୍ର ଶ୍ୱାତୀକ। ପ୍ରକାଶ ଯେ, ଶ୍ୱାତୀକ ପୋଖରୀ ନିକଟରେ…

ବାଲିମେଳା ଡ୍ୟାମ୍‌ର ଜଳପତ୍ତନ ୧୫୧୩ ଫୁଟ ଛୁଇଁଲା

ଚିତ୍ରକୋଣ୍ଡା,୩୦।୯(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା-ବାଲିମେଳା ମାଟିବନ୍ଧରେ ଜଳଧାରଣ କ୍ଷମତା ୧୫୧୬ ଫୁଟ ରହିଥିବା ବେଳେ ବିପଦସଂକେତ ପାଇଁ ସର୍ବାଧିକ ଜଳପତ୍ତନ ୧୫୧୮ ଫୁଟ ରହିଛି। କିନ୍ତୁ ସୋମବାର ମଧ୍ୟାହ୍ନ ସୁଦ୍ଧା ୧୫୧୩ ଫୁଟ ପାଣି ରହିଥିବା ଦେଖିବାକୁ ମିଳିଛି। ଗେଟ୍‌…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୫ ମିଟର ସର୍ଭେ କାମ ଆରମ୍ଭ

ପୁରୀ ଅଫିସ, ୩୦।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ପ୍ରସଙ୍ଗରେ ସୋମବାର ସାମାଜିକ ସର୍ଭେ ଆରମ୍ଭ ହୋଇଛି। ଏଥିପାଇଁ ୫ଜଣ ନବ ନିଯୁକ୍ତ ଆଇଏସ୍‌ ୫ଟି ଟିମ୍‌ରେ ଭାଗ ହୋଇ ସର୍ଭେ କାର୍ଯ୍ୟ କରୁଛନ୍ତି। ମାସକ ମଧ୍ୟରେ ସର୍ଭେ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?