ମତଦାନ ଉପରେ ପ୍ରଭାବ ପକାଇପାରେ ସ୍ଥାନୀୟ ସମସ୍ୟା
ପୁରୀ ଅଫିସ,୧୭ା୪: ପୁରୀ ଲୋକ ସଭା ଏବଂ ଏହା ଅଧୀନ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକରେ ଆସନ୍ତା ୨୩ ତାରିଖରେ ମତଦାନ ହେବ। ଆଉ ଅଳ୍ପଦିନ ମଧ୍ୟରେ କିଭଳି ଭୋଟରଙ୍କୁ ଆକୃଷ୍ଟ କରିହେବ ସେ ନେଇ ବିଭିନ୍ନ ଦଳୀୟ ଏବଂ ସ୍ବାଧୀନ ପ୍ରାର୍ଥୀମାନେ ଯୋଜନାବଦ୍ଧ…
କଂଗ୍ରେସର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ: ହାତରେ ଧରି ଭୋଟରଙ୍କୁ ବୁଝାଉଛନ୍ତି ନେତା
ବାଲେଶ୍ୱର ଅଫିସ,୧୭।୪-ଚଳିତ ନିର୍ବାଚନରେ କଂଗ୍ରେସର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ତଥା ବିଧାନସଭା ପ୍ରାର୍ଥୀମାନଙ୍କର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ। ଯୁବକ, ମହିଳା ଏବଂ ଚାଷୀମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାର ଲିଖିତ ପ୍ରତିଶ୍ରୁତି ଦେଉଛି କଂଗ୍ରେସ। ଏହି ପରିପ୍ରେକ୍ଷୀରେ ଭୋଗରାଇ ବ୍ଲକ…
ମଉଲିକ ସୁବିଧାରୁ ବଁଚିତ ଗାଁବାସୀ: ଗାଁକେ ରାସ୍ତା ହେଲେ ବିକାଶ ଆପେ ହେବା
ଜାମଟିକ୍ରା, ୧୭।୪ (ଡି.ଏନ.ଏ): କେହେନ୍ସି ଗାଁର ବିକାଶ କଥା ଚିନ୍ତା କଲେ ସରକାର ପହେଲା ସେ ଗଁାକେ ରାସ୍ତାଘାଟର ସୁବିଧା କରସନ୍। ରାସ୍ତାଘାଟ, ବିଜଲି, ପିଇଲା ପାଏନ୍, ସୁଆସ୍ତିଅ ସେବା, ଶିକ୍ଷା ସମକର ମଉଲିକ୍ ଅଧିକାର ଆଏ। ହେଲେ ଇ ସବୁ…
ରାତିରେ ଅଁଧାର, ଦିନବେଲା ଜଲୁଛେ ଷ୍ଟ୍ରିଟ୍ଲାଇଟ୍
ଗୁଡ଼ଭେଲା,୧୭ା୪(ଡି.ଏନ.ଏ): ସରକାର ବିଦ୍ୟୁତ ସଞ୍ଚୟ ଲାଗି ଲୁକ୍କୁ ସଚେତନ କରୁଛନ୍। ହେଲେ ବଲାଙ୍ଗୀର ଜିଲା ତୁଷୁରା ସହରରେ ଥିବାର ଷ୍ଟ୍ରିଟଲାଇଟମାନ ଦିନବେଲା ଜଲୁଥିଲାବେଲେ ବଡ଼ଭାଗି ଲାଇଟ୍ ରାଏତ୍ବେଲି ବଁଦ୍ ରହୁଛେ। ଯେନ୍ଥିରଲାଗି ସହରଟା ଗୁଟେ ପରକାର ଅଁଧାର ରହୁଛେ। ଇଥିରଲାଗି ମହିଲାମାନେ…
‘ବୈଶାଖୀ ମହୋତ୍ସବ’ର ଦ୍ୱିତୀୟ ସନ୍ଧ୍ୟା: ମନମୋହିଲା ନୃତ୍ୟାଭିନୟ ‘ମୁଁ’
ଭୁବନେଶ୍ୱର,୧୭।୪(ବ୍ୟୁରୋ)- ଚିନ୍ତା ଓ ଚେତନା ପକ୍ଷରୁ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ୪୦ତମ ବୈଶାଖୀ ମହୋତ୍ସବର ମଙ୍ଗଳବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଏହି ଅବସରରେ ରାଜ୍ୟର ବହୁ ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପରିବେଷିତ ମନୋଜ୍ଞ ଓଡ଼ିଶୀ ନୃତ୍ୟ ସନ୍ଧ୍ୟାର ପ୍ରମୁଖ ଆକର୍ଷଣ…
ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର
ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…
ପୁଅଙ୍କୁ ଥଇଥାନ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ କରିବାରେ…
Archives


