ଆମ ଜିଲା ଖବର

ବଢୁଛି ଚୋରା ମଦ କାରବାର

କାମାକ୍ଷାନଗର, ୩୦।୯(ଡି.ଏନ୍‌.ଏ.) ପୋଲିସ ଏବଂ ଅବକାରୀ ବିଭାଗର ନିଷ୍କ୍ରିୟତା ଯୋଗୁ କାମାକ୍ଷାନଗର ଉପଖଣ୍ଡରେ ଅବାଧ ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ମଦ ଯୋଗୁ ଗଣ୍ଡଗୋଳ, ଅସାମାଜିକ କାର୍ଯ୍ୟ ବଢୁଛି। ନିଶାଡ଼ିଙ୍କ ଉପଦ୍ରବ ଚିନ୍ତାର କାରଣ ପାଲଟିଛି। ଅନ୍ୟପଟେ ବିଭିନ୍ନ ସାମାଜିକ…

ଓ୍ବାର୍ଡସଭ୍ୟଙ୍କୁ ଭୁଜାଲିରେ ହାଣି ହତ୍ୟା

ଛେଣ୍ଡିପଦା/ବନ୍ତଳା, ୩୦।୯ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଗ୍ରାମରେ ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ସାତକୋଶିଆ ଭାଜପା ମଣ୍ଡଳ ଅନୁସୂଚିତ ଜାତି ଓ ଜନଜାତି ମୋର୍ଚ୍ଚା ସଭାପତି ତଥା ଅନ୍ତୁଳିଆ ପଞ୍ଚାୟତ ୭ନଂ. ୱାର୍ଡର ୱାର୍ଡମେମ୍ବର ଜଗବନ୍ଧୁ ବେହେରା(୬୦)ଙ୍କୁ…

ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା; ଖେଳ ବିଦ୍ୟାଳୟ ପାଠ୍ୟକ୍ରମର ଅଭିନ୍ନ ଅଙ୍ଗ

ନୂଆପଡା ଅଫିସ, ୩୦ା୯: ପ୍ରାଚୀନ ଆଶ୍ରମ ଶିକ୍ଷାପ୍ରଣାଳୀରେ ଶିକ୍ଷା ବ୍ୟବସ୍ଥାରେ କ୍ରୀଡ଼ା ଯୋଡି ହୋଇଯାଇଥିଲା । ଏହା ବର୍ତ୍ତମାନ ମଧ୍ୟ ଚାଲିଛି । ଏହା ଦ୍ୱାରା ଶିକ୍ଷାର୍ଥୀଙ୍କର ଶାରୀରିକ ଏବଂ ମାନସିକସ୍ତରରେ ବିକାଶ ହୋଇଥାଏ । ତେଣୁ ବିଦ୍ୟାଳୟ ପାଠ୍ୟକ୍ରମରେ ଖେଳ…

ଓଡ଼ିଶା ୪ର୍ଥ ଶ୍ରେଣୀ ପଞ୍ଚାୟତ କର୍ମଚାରୀ ସଂଘର ବୈଠକ

ଜୁନାଗଡ,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସଭାଗୃହଠାରେ ରବିବାର ଓଡିଶା ୪ର୍ଥ ଶ୍ରେଣୀ କର୍ମଚାରୀ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ସଭାପତି ହର ପ୍ରସାଦ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ସମସ୍ତ ପଞ୍ଚାୟତର ପିଅନ, ରାତ୍ରି…

ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ, ନୂଆଖାଇ ଭେଟ୍‌; ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହିତ ସାମିଲ ହେଲେ ଆଦିବାସୀ

ଲାଞ୍ଜିଗଡ଼,୩୦।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତ ମଧୁପୁରଠାରେ ବିଶାଳ ଆଦିବାସୀ ସମାବେଶ ଓ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଦିସ୍କନ୍ଦ ସମାଜ ଚାନ୍ଦାର ପ୍ରଗଣା ଓ କଳାହାଣ୍ଡି ଆଦିବାସୀ ଚେତନା ମଞ୍ଚର ଏହି…

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଯାଜପୁର ରୋଡ,୩୦ା୯(ନି.ପ୍ର.): ଯାଜପୁର ରୋଡ ପୋଲିସ ରବିବାର ବ୍ୟାସ ସରୋବର ନୂତନ ଜଙ୍ଗଲରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ପଚି ସଢି ଯାଇଥିବାରୁ ତାଙ୍କ ପରିଚୟ ମିଳି ପାରି ନାହିଁ। ମୃତ ଯୁବକ ଜଣଙ୍କ ଏକ ହ୍ୟାପ୍‌ପ୍ୟାଣ୍ଟ ଓ…

ଜାତୀୟ ରାଜପଥ ମରାମତି କଲା ସଚେତନ ନାଗରିକ ମଞ୍ଚ

ଧର୍ମଶାଳା,୩୦ା୯(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ଚଣ୍ଡିଖୋଲ-ଡୁବୁରୀକୁ ସଂଯୋଗ କରୁଥିବା ଏହି ବ୍ୟସ୍ତବହୁଳ ରାଜପଥର କବାଟବନ୍ଧ ଠାରେ ଥିବା ବ୍ରାହ୍ମଣୀ ସେତୁ ମଧ୍ୟ ବିପଦସଂକୁଳ ଅବସ୍ଥାରେ ରହିଛି। ଏଠାରେ ଦୁର୍ଘଟଣା ଘଟି ବହୁ ଧନ ଜୀବନ ହାନୀ…

ଦୁର୍ଗା ମୂର୍ତ୍ତି ଗଢ଼ା ପାଲଟିଛି ପେସା, ନିଶା

ରାଜନଗର,୩୦ା୯(ଡି.ଏନ୍‌.ଏ.): ଆଉ ମାତ୍ର କିଛିଦିନ ପରେ ପାର୍ବଣ। ଏଥିଲାଗି ଏବେଠୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପୁରପଲ୍ଲି ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ମା’ଦୁର୍ଗାଙ୍କ ଆଗମନ ପାଇଁ ଭକ୍ତମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ବେଳେ ବିଭିନ୍ନ ପୂଜା ମଣ୍ଡପରେ ଶିଳ୍ପୀମାନେ ମା’ଙ୍କ…

ନୟାଗଡ଼ରେ ୩ ଡେଙ୍ଗୁ ରୋଗୀ ଚିହ୍ନଟ

ନୟାଗଡ଼ ଅଫିସ,୩୦ା୯: ଗୋଟିଏ ଦିନରେ ନୟାଗଡ଼ରେ ୩ ଜଣ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନେ ହେଲେ ନୟାଗଡ଼ ବ୍ଲକ ଲାଉସେଣା ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ (୧୪), ଲାଠିପଡ଼ା ଗ୍ରାମର ନିର୍ମଳା ନାହାକ (୩୦) ଓ ସୁମନ୍ତ ନାହାକ (୨୫)। କୃଷ୍ଣଚନ୍ଦ୍ରଙ୍କ…

ଗୋରୁ ବୋଝେଇ ଗାଡ଼ି ଜବତ, ୨ ଅଟକ

ରଣପୁର, ୩୦ା୯ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ରବିବାର ଏକ ଗୋରୁ ବୋଝେଇ ଗାଡି ଜବତ କରିଛି। ରାତି ପ୍ରାୟ ୧୦ଟାରେ ଓଡି୨୫ଏଫ-୩୪୯୫ ନମ୍ବର ବିଶିଷ୍ଟ ଆଇଚର କଣ୍ଟେନର ଗାଡିକୁ ପୋଲିସ ଥାନା ଆଗରେ ଅଟକାଇ ତଲାସୀ ନେଇଥିଲା।…

ଦଲାଲ୍‌ଙ୍କ କବ୍‌ଜାରେ ଜିଲା ମୁଖ୍ୟ ଚିକିତ୍ସାଳୟ : ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ

ନୟାଗଡ଼ ଅଫିସ,୩୦ା୯: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ଶନିବାର ରାତିରେ ଜଣେ ମହିଳା ପିଲା ଚୋରି କରି ନେଉଥିବା ବେଳେ ଲୋକମାନେ ହୋହଲ୍ଲା କରିବାରୁ ସେ ପଳାଇ ଯାଇଥିଲେ। ସେହିଭଳି ରବିବାର…

ଜୁନାଗଡ଼- ଭୁବନେଶର ଏକ୍ସପ୍ରେସ ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ:ଅନଶନରେ ବସିଲେ ଯୁବ ବିକାଶ ପରିଷଦ ସଦସ୍ୟ

ରାୟଗଡ଼ା ଅଫିସ ,୨୯।୯- ଜୁନାଗଡ଼-ଭୁବନେଶ୍ୱର ଏକ୍ସପ୍ରେସର ଗତିପଥ ପରିବର୍ତ୍ତନ ପ୍ରସ୍ତାବକୁ ବିରୋଧ କରାଯାଇଛି ା ଏହାର ପ୍ରତିବାଦରେ ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ରାୟଗଡ଼ା ଷ୍ଟେଶନ ପରିସରରେ ରବିବାର ୧୨ ଘଣ୍ଟିଆ ଅନଶନ କରାଯାଇଛି ା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?