ଆମ ଜିଲା ଖବର

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ଜଗତ୍‌ସିଂହପୁର ଅଫିସ,୨୯।୯: ଜଗତ୍‌ସିଂହପୁର ମ୍ୟୁନିସିପାଲିଟି ଅଧୀନ ସୁଜଙ୍ଗ ଗ୍ରାମରେ ରବିବାର ଅପରାହ୍ନରେ ଦୁଇଜଣ ଶ୍ରମିକ ପାଇଖାନା ଭିତରୁ ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ସେମାନେ ହେଲେ ସ୍ଥାନୀୟ ମରିଚାପଦ ଗ୍ରାମର ରବି ଭୋଇ (୨୮) ଓ ମଣ୍ଡାସାହିର…

ଫାଙ୍କା ଗୁଳିଚାଳଣା ଘଟଣା: ନାରାୟଣ ସମେତ ୪ ଗିରଫ: ୨ ବନ୍ଧୁକ, ଗୁଳି ଜବତ

ପୁରୀ ଅଫିସ,୨୯ା୯: ବହୁ ଚର୍ଚ୍ଚିତ ତେଲି ପଡ଼ିଆଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳିଚାଳଣା ଘଟଣାରେ ରବିବାର ଟାଉନ ଥାନା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିସାହିର ମଦ ବ୍ୟବସାୟୀ ତଥା ବିଜେଡି ନେତା ନାରାୟଣ ସାହୁ…

କୁତ୍ରା ବ୍ଲକରେ ଝାଡ଼ଖଣ୍ଡୀ ହାତୀପଲ ଆକ୍ରମଣରେ ଜଣେ ମୃତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ କୁରୁଞ୍ଜାଠାରେ ଝାଡ଼ଖଣ୍ଡୀ ହାତୀପଲ ଆକ୍ରମଣରେ ଅପରାହ୍ନରେ ଜଣଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିି ନାହିଁ। ସୂଚନାଯୋଗ୍ୟ, ଉକ୍ତ ବ୍ଲକ ଗଙ୍ଗାଜଳ ଗ୍ରାମ ନିକଟକୁ ଶନିବାର ରାତିରେ ଝାଡ଼ଖଣ୍ଡୀ ହାତୀପଲ ଚାଲିଆସିଥିଲେ। ରବିବାର…

ପୂର୍ବଶତ୍ରୁତାରୁ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ

ଜଟଣୀ,୨୯।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପାଞ୍ଚଗାଁ ବଜାରରେ ରବିବାର ଜଣେ ଯୁବକଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ମୁକ୍ତି ରାଜଗୁରୁ । ସୂଚନାଯୋଗ୍ୟ, ମୁକ୍ତି ଗାଁ ଛକରେ ଛିଡା ହାଇଥିବା ବେଳେ…

ଭୋଗ ଦୋକାନରୁ ୫ ଫୁଟର ନାଗସାପ ଉଦ୍ଧାର

ପୁରୀ ଅଫିସ,୨୯।୯: ବାଟ ମଙ୍ଗଳା ମନ୍ଦିର ନିକଟ ଏକ ଭୋଗ ଦୋକାନ ପରିସରରୁ ରବିବାର ୫ ଫୁଟର ନାଗସାପ ପୁରୀ ସ୍ନେକ୍‌ ହେଲପ୍‌ ଲାଇନ ପକ୍ଷରୁ ଉଦ୍ଧାର କରାଯାଇଛି। ଭୋରରୁ ଜଣେ ବ୍ୟବସାୟୀ ଦୋକାନ ଖୋଲିବା ସମୟରେ ଭୋଗ ସାମଗ୍ରୀ ଉପରେ…

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୨୯।୯: ଗଞ୍ଜାମ ଜିଲା ବୈଦ୍ୟନାଥପୁର ପୋଲିସ ରବିବାର ସକାଳେ ବିଦ୍ୟୁତ୍‌ପୁର କଲୋନୀ ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ବେକ କାଟି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଯୁବକ…

କୁତ୍ରା ବ୍ଲକ ଅଞ୍ଚଳରେ ଝାଡ଼ଖଣ୍ଡୀ ହାତୀପଲ: ରାଉରକେଲା-ସମ୍ବଲପୁର ଯାତାୟାତ ବାଧାପ୍ରାପ୍ତ

ସୁନ୍ଦରଗଡ଼,୨୯।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଗଙ୍ଗାଜଳ ଗ୍ରାମ ନିକଟକୁ ଶନିବାର ରାତିରେ ଝାଡ଼ଖଣ୍ଡୀ ହାତୀପଲ ଚାଲି ଆସିଥିଲେ। ରବିବାର ହାତୀପଲକୁ ଘଉଡ଼ାଇବା ଲାଗି ବନ ବିଭାଗ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ ଓ୍ବେର ଗଙ୍ଗାଜଳ ବସଷ୍ଟାଣ୍ଡଠାରେ…

୧୦ଫୁଟର ଅଜଗର ଉଦ୍ଧାର

ପୁରୀ ଅଫିସ,୨୯।୯: ପୁରୀ ସଦର ବ୍ଲକ ଅନ୍ତର୍ଗତ ଧୋବନ୍ଧର ଭାର୍ଗବୀ ନଦୀରୁ ରବିବାର ୧୦ଫୁଟର ଅଜଗର ଉଦ୍ଧାର କରାଯାଇଛି। ପୁରୀ ସ୍ନେକ୍‌ ହେଲପ୍‌ ଲାଇନ କର୍ମୀ ସଂଗ୍ରାମ କେଶରୀ ଦାଶ ଏହି ଅଜଗରକୁ ଉଦ୍ଧାର କରିଛନ୍ତି। ଉଦ୍ଧାର ଅଜଗରକୁ ପରେ ଡିଏଫ୍‌ଓଙ୍କୁ…

ବିଶ୍ୱ ହୃତ୍‌ପିଣ୍ଡ ଦିବସ : ବାଲୁକାକଳାରେ ସଚେତନତା ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୯।୯: ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବେଳାଭୂମିରେ ବାଲୁକା କଳା ଆଙ୍କି ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରିଛନ୍ତି। ଦିନକୁ ଦିନ ବିଶ୍ୱରେ ହୃଦରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଦ୍ୟପାନ ଏବଂ ଧୂମପାନ କରୁଥିବା…

ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦ୍ରାପଡା ଅଫିସ,୨୯।୯: କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ହଜାରୀବଗିଚାର ଏକ ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ସକାଳେ ମୃତଦେହ ନାଳରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଟାଉନ ଥାନାକୁ ଖବର ଦେଇଥିଲେ। ମାତ୍ର ପୋଲିସ ପହଞ୍ଚିବାରେ…

ବ୍ରାହ୍ମଣବିଲରେ ହାତୀ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୨୯।୯(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ ବ୍ରାହ୍ମଣବିଲ ଗ୍ରାମରେ ହାତୀ ଆକ୍ରମଣରେ ରବିବାର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମ ବେହେରା ସାହିର ପାଣ୍ଡବ ସାହୁ(୪୮)। ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ସକଳେ ଗ୍ରାମ ନିକଟସ୍ଥ ଆମ୍ବତୋଟାକୁ…

ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ସଚେତନତା

ବ୍ରହ୍ମପୁର ଅଫିସ,୨୯।୯: ରୋଟାରୀ କ୍ଲବ ଅଫ୍‌ ବ୍ରହ୍ମପୁର ସେଣ୍ଟ୍ରାଲ ଏବଂ ସନ ସାଇନ ହସ୍ପିଟାଲ ପକ୍ଷରୁ ବିଶ୍ୱ ହୃତ୍‌ପିଣ୍ଡ ଦିବସ ଅବସରରେ ଏକ ସଚେତନତା ପଦଯାତ୍ରା ରବିବାର ସକାଳେ ଅନୁଷ୍ଠିତ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜର ଅଧ୍ୟକ୍ଷ ପ୍ରଫେସର ଡା. ରାଧାମାଧବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?