ବିଶ୍ୱ ଆଦିବାସୀ ଦିବସ ସମାରୋହ
କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା ଦେବାଦେବୀଙ୍କୁ ପୂଜାର୍ଚ୍ଚନା ପରେ ଯୋରାଡବ୍ରା ଗ୍ରାମ୍ୟ ପରିକ୍ରମା ହୋଇଥିଲା। ଏହା ପରେ ଯୋରାଡବ୍ରା…
ନିଖୋଜ ବ୍ୟକ୍ତିଙ୍କ ଗଳିତ ମୃତଦେହ ୯ଦିନ ପରେ କୂଅରୁ ଉଦ୍ଧାର: ହାତଗୋଡ ବନ୍ଧା ହୋଇଥିବାରୁ ହତ୍ୟା ସନ୍ଦେହ
ଖଣ୍ଡପଡା,୧୦।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ଥାନା ଅନ୍ତର୍ଗତ ତେନ୍ତୁଳିଆପଲ୍ଲୀ ଗ୍ରାମରେ ନିଖୋଜ ଥିବା ଜନୈକ ବ୍ୟକ୍ତିଙ୍କ ଗଳିତ ମୃତଦେହ ଦୀର୍ଘ ୯ଦିନ ପରେ ଶୁକ୍ରବାର ପୋଲିସ ହାତଗୋଡ ବନ୍ଧା ଅବସ୍ଥାରେ ଏକ କୂଅ ମଧ୍ୟରୁ ଉଦ୍ଧାର କରିଛି ା ତାଙ୍କୁ ହତ୍ୟା…
ଦାସିଗଁ। ୧୨ ପରିବାର ପଞ୍ଚାୟତରେ ଆଶ୍ରୟ ନେବା ଘଟଣା:ଅନୁଧ୍ୟାନ ପାଇଁ ଘଟଣା ସ୍ଥଳରେ ପହଞ୍ଚତ୍ଲେ ତହସିଲଦାର
ଜୁନାଗଡ/ଦାସିଗଁ। ,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ। ୩ ନଂ. ୱାର୍ଡ ଦର୍ଳିପଡାରେ ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନଜ ବ୍ୟବସ୍ଥା ନାହଁି। ଫଳରେ ସାମାନ୍ୟ ବର୍ଷା ହେଲେ ଲୋକଙ୍କ ଘରେ ପାଣି ପଶିଥାଏ। ଗତ ସୋମବାର ଓ ମଙ୍ଗଳବାର…
ଏଟିଏମ୍ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ
ବାସୁଦେବପୁର, ୧୦।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବେତଡ଼ା ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍ରୁ ହଠାତ୍ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏ ସମ୍ପର୍କରେ ଶୁକ୍ରବାର ଅପରାହ୍ନରେ ଜଣାପଡ଼ିବା ପରେ…
ମୂର୍ତ୍ତି ଲାଗି ମାଏଟ୍ ଅଭାବ, ଚିନ୍ତାରେ କାରିଗର
ଜାମଟିକ୍ରା, ୧୦।୮ (ଡି.ଏନ୍.ଏ.): ଏହେଦ୍କା ଶରାବନ୍ ମାସର ତୁରତୀଅ ହପ୍ତା ଚାଲିଛେ। ଇତାର ପରେ ଭୁଦୋ ମାସ ଆରମ୍ରୁ ପରବ୍ ପରବାନୀ ଆରମ୍ ହେଇଯିବା। ଭୁଦୋରେ ଗଣେଶ ପୂଜାନୁ ଆରମ୍ କରି ବିଶ୍ୱକର୍ମା, ଖୁଦୁରୁକୁନୀ, ଦଶହରା, କାଳୀପୂଜା ଆର ଗୋବର୍ଦ୍ଧନ ପୂଜା…
ଚାଷୀକୁଁ ସବ୍ସିଡିରେ ଦିଆଯିବା ଉଷୋକଷା
ବିଜେପୁର, ୧୦।୮ (ଡି.ଏନ୍.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍ରେ ମୁଗ୍ଫଲି ଫସଲରେ ରୋଗ୍ପୋକ୍ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍ଲେ ବି କାମ୍ ନାଇଁ କରୁଥିବାର ଅଭିଯୋଗ୍ ହେଇଥିଲା। ଇ ବାବ୍ଦେ ଗଲା ବୁଧବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ମୁଗ୍ଫଲି…
ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ: ଠିକ୍ ସମୟରେ ରୋଗୀଙ୍କୁ ମିଳୁନି
ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକ ମୁତାବକ ଆମ୍ବୁଲାନ୍ସ ନ ଥିବାରୁ ଠିକ୍ ସମୟରେ ରୋଗୀଙ୍କୁ ସେବା ମିଳିପାରୁନି। ଏଥିଯୋଗୁ କେତେବେଳେ ନବଜାତ ଶିଶୁ ତ ଆଉ କେତେବେଳେ ସାଧାରଣ ଲୋକେ ମୃତ୍ୟୁମୁଖରେ ପଡୁଛନ୍ତି। ଏହାକୁ…
ଚିକିତ୍ସା ଅବହେଳାରୁ ନର୍ସିଂହୋମରେ ଶିଶୁପୁତ୍ରର ମୃତ୍ୟୁ ଅଭିଯୋଗ
ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲା ସଦର ମହକୁମାରେ ଥିବା ବିଭିନ୍ନ ନର୍ସିଂହୋମ୍ରେ ମାଲିକମାନଙ୍କ ରାଜୁତି ଦେଖିବାକୁ ମିଳୁଛି। ଦୁଇଦିନରେ ଦୁଇଟି ନର୍ସିଂହୋମରେ ଏଭଳି କିଛି ଘଟଣା ଏହାକୁ ସ୍ପଷ୍ଟ କରୁଛି। ଗୁରୁବାର ରାଜାବଗିଚା ନିକଟରେ ଥିବା ଏକ ନର୍ସିଂହୋମ୍ରେ ଏକ ଦମ୍ପତିଙ୍କୁ…
ଅଜଣା ରୋଗରେ ଶତାଧିକ ଗୋରୁ ଆକ୍ରାନ୍ତ
କୁଆମରା,୧୦ା୮(ଡି.ଏନ୍.ଏ.)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଶତାଧିକ ଗୋରୁ ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗ କ୍ରମେ ବିଭିନ୍ନ ଗ୍ରାମକୁ ବ୍ୟାପିବାର ଲାଗିଛି। ଏହି ରୋଗରେ ଗୋରୁଗୁଡିକ ପ୍ରଥମେ ଘୁମାଉଛନ୍ତି ଓ ପରେ ଦୁର୍ବଳ ହୋଇ ପଡୁଛନ୍ତି।…
ବିଚାରାଧୀନ କଏଦୀ ତୃତୀୟଥର ଫେରାର
ଭାପୁର,୧୦ା୮(ଡି.ଏନ.ଏ.): ଖଣ୍ଡପଡା ସବ୍ଜେଲରେ ବନ୍ଦୀ ଜୀବନ କାଟୁଥିବା ଜଣେ କଏଦୀ ଶୁକ୍ରବାର କୋର୍ଟ ଆସିଥିବାବେଳେ ତୃତୀୟଥର ପାଇଁ ଫେରାର ହୋଇଯାଇଛନ୍ତି। ସେ ହେଲେ ତପନ କୁମାର ରାଉତ (୨୭)। ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ଗ୍ରାମର ତପନ ଏକ ବଳାତ୍କାର…
ମେଡିକାଲ କର୍ମଚାରୀ ପଦବୀ ପୂରଣ ହେଉନି
ବାରିପଦା ଅଫିସ,୧୦।୮- ଓଡ଼ିିଶା ମେଡିକାଲ କର୍ମଚାରୀ ସଂଘ ମୟୂରଭଞ୍ଜ ଜିଲା ଶାଖାର ଏକ ସାଧାରଣ ବୈଠକ ସଂଘର ଉପସଭାପତି ଶ୍ୟାମସୁନ୍ଦର ଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ଥାନୀୟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତର, ଫାର୍ମସିଷ୍ଟ,…
ଓକିଲାତି ପେଶାରେ ନୀଳଗିରି ରାଜଜେମା
ନୀଳଗିରି, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଏକମାତ୍ର ନୀଳଗିରି ଗଡ଼ଜାତ ରାଜ ପରିବାରର ରାଜଜେମା ଅକ୍ରୀତି ମର୍ଦ୍ଦରାଜ ଓକିଲାତି ପାଇଁ ଦିଲ୍ଲୀ ବାର୍ରେ ଗୁରୁବାର ତାଲିକାଭୁକ୍ତ କରାଇଛନ୍ତି। ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ସେ ପ୍ରାକ୍ଟିସ କରିବେ ବୋଲି ପରିବାର ପକ୍ଷରୁ କୁହାଯାଇଛି। ରାଜ୍ୟର ୨୪ଟି…
Archives


