ନାହିଁ ଜଳ ନିଷ୍କାସନ ବ୍ୟବସ୍ଥା: ବିଦ୍ୟାଳୟ ପରିସରରେ ଜମି ରହୁଛି ବର୍ଷା ପାଣି, ପାଠପଢାରେ ସମସ୍ୟା
ଖଣ୍ଡପଡା,୨୯।୯(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବନମାଳୀପୁର ପଞ୍ଚାୟତର ପଥୁରିଆ ଗ୍ରାମସ୍ଥିତ ରାମଚଣ୍ଡୀ ପ୍ରାଥମିକ ବିଦ୍ୟାଳୟରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ସାମାନ୍ୟ ବର୍ଷା ହେଲେ ବିଦ୍ୟାଳୟ ପରିସରରେ ପାଣି ଜମିରହୁଛି । ଲଗାଣ ବର୍ଷା ହେଲେ ପରିସ୍ଥିତି ଶୋଚନୀୟ ହୋଇପଡୁଛି। ବିଦ୍ୟାଳୟ…
ଲୁଣିଝରା ନଦୀରେ ଚେକଡ୍ୟାମ୍ ପାଇଁ ଗ୍ରାମବାସୀଙ୍କ ଦାବି, ଜଳସମ୍ପଦ ବିଭାଗ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ
ନୟାଗଡ଼ ଅଫିସ,୨୯।୯-ନୟାଗଡ଼ବ୍ଲକ ସାଲୁଣୀ ଗ୍ରାମ ଦେଇ ଯାଇଥିବା ଲୁଣିଝରା ନଦୀରେ ଏକ ଚେକଡ୍ୟାମ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଦୀର୍ଘବର୍ଷ ହେଲାଣି ସେମାନେ ଦାବି କରି ଆସୁଥିଲେ ମଧ୍ୟ ଜଳସମ୍ପଦ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ…
ବଢ଼ୁଛି ତାଳଚେରବାସୀଙ୍କ ଅସନ୍ତୋଷ: ରାଜପଥରେ ଆଣ୍ଠୁଏ ଖାଲ
ତାଳଚେର୨୯ା୯(ନି.ପ୍ର) – ତାଳଚେର ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ବାଙ୍କଧରା ଛକ ଠାରୁ ତାଳଚେର ବାଇପାସ ଅଞ୍ଚଳ ପର୍ଯ୍ୟନ୍ତ ଜାତୀୟ ରାଜପଥ ଏବେ ସାଧାରଣ ଜନତାଙ୍କ ପାଇଁ ମରଣଯନ୍ତା ପାଲଟିଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ…
ମେଡିକାଲ, ଆର୍ଟିଓରୁ ଦଲାଲ୍ ଛୁ
ଅନୁଗୋଳ ଅଫିସ, ୨୯।୯ – ସରକାରୀ କାର୍ଯ୍ୟାଳୟ, ମେଡିକାଲରୁ ଦଲାଲଙ୍କୁ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଅନୁଗୋଳ ପୋଲିସର ଘନ ଘନ ଚଢ଼ାଉ କାମ ଦେଇଛି। ଶୁକ୍ରବାର ୭ଜଣଙ୍କୁ ଗିରଫ କରାଯାଇଥିବାରୁ ଏବେ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଏପରିକି…
ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ: ମନ୍ଥର ଗତି ନେଇ ମନ୍ତ୍ରୀଙ୍କୁ ଫେରାଦ
ବନ୍ତଳା,୨୯ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟରେ ପ୍ରଶାସନିକ ମନ୍ଥରତା ଦେଖାଦେଇଥିବା ଅଭିଯୋଗ କରିଛି ହିଡିସିଙ୍ଗ କୃଷକ ମହାସଂଘ। ଶୁକ୍ରବାର ଅନୁଗୋଳ ଗସ୍ତରେ ଥିବା ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ…
ଅନୁଗୋଳ ପୌରପାଳିକାର ଅଜବ ନୀତି: ଆଗେ ପ୍ରଚାର, ପରେ ପଲିଥିନ ଚଢ଼ାଉ
ଅନୁଗୋଳ ଅଫିସ, ୨୯।୯ – ଅକ୍ଟୋବର ୨ରୁ ସହରାଞ୍ଚଳରେ ପଲିଥିନ ବନ୍ଦ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଅନୁଗୋଳ ପୌରପାଳିକା ପକ୍ଷରୁ ସହରରେ ପଲିଥିନକୁ ନିଷେଧ କରାଯାଇଛି। ଅନୁଗୋଳ ଜିଲାକୁ ପଲିଥିନ ମୁକ୍ତ କରିବାକୁ ଜିଲାପାଳ…
ଆବାସ ଯୋଜନାରେ ଅଭିଯୋଗ ଘଟଣା: ମଜୁରି ବାବଦକୁ ହିତାଧିକାରୀଙ୍କୁ ମିଳିଲା ପ୍ରାପ୍ୟ
ଦାରିଙ୍ଗବାଡ଼ି,୨୯।୯(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ଆବାସ ଯୋଜନାରେ ହିତାଧିକାରୀଙ୍କୁ ପ୍ରାପ୍ୟ ଦିଆଯାଇ ନ ଥିବା ସ୍ଥାନୀୟ ବିଡିଓ ଏବଂ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା ା ଏହା ଦଣ୍ଡିମାହା ଗ୍ରାମର ରୋଜୀ ପ୍ରଧାନ କରିଥିଲେ ା ଏନେଇ…
ଗୋଷାଣୀନୂଆଗଁ।ରେ କାଳୁଆ ଯାତ୍ରା ଆରମ୍ଭ
ବ୍ରହ୍ମପୁର ଅଫିସ,୨୯ା୯-ବ୍ରହ୍ମପୁର ଗୋଷାଣୀନୂଆଗଁ।ର ପ୍ରସିଦ୍ଧ କାଳୁଆ ଯାତ୍ରା ଶନିବାର ତଥା ପବିତ୍ର ମହାଳୟା ଅମବାସ୍ୟା ରାତିରୁ ଆରମ୍ଭ ହୋଇଛି । ଏହା କୁମାର ପୂର୍ଣ୍ଣିମା ରାତିରେ ଉଦ୍ଯାପିତ ହେବାର ପରମ୍ପରା ରହିଛି । ଯାତ୍ରା ପାଇଁ ଗୋଷାଣୀନୂଆଗଁ। ଉତ୍ସବମୁଖର ହୋଇଛି ।…
ଗିରଫ ହେଲେ ପିଏମ୍ଆର୍ୱାଇ ଉପଭୋକ୍ତା
ଆସିକା,୨୯ା୯(ଡି.ଏନ୍.ଏ.)-ଆସିକା ପୋଲିସ ଶନିବାର ୫ଜଣ ଫେରାର୍ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମନୋରଞ୍ଜନ ପଣ୍ଡା, ଏଲ୍. ପ୍ରସାଦ ରାଓ ଆଚାରୀ, ଦୁର୍ଗାପ୍ରସାଦ ପାଣିଗ୍ରାହୀ, କୁନା ସାହୁ ଓ ଚନ୍ଦ୍ର ଶେଖର ବେହେରା। ଗିରଫ ଅଭିଯୁକ୍ତମାନେ ସମସ୍ତେ ଆସିକା ଏନ୍ଏସି ଅଞ୍ଚଳର…
ଥାନାରେ ଖତ ଖାଉଛି ଜବତ ଗାଡି
ବ୍ରହ୍ମପୁର ଅଫିସ,୨୯ା୯-ଏବେ ସବୁ ଥାନାର ଅବସ୍ଥା ଏକା ପରି ଜବତ ହେଉଥିବା ଗାଡିରେ ଭର୍ତ୍ତି ହେଲାଣି ଥାନା କ୍ୟାମ୍ପସ। ଦୀର୍ଘ ବର୍ଷ ଧରି ପଡି ରହିଥିବା ଗାଡିଗୁଡିକ ମାଟି ଖାଇ ନଷ୍ଟ ହେବାକୁ ବସିଲାଣି। ଆଗରୁ ଥାନାରେ ସିଜ ହୋଇ ରହିଥିବା…
ସିଆଇଟିୟୁ ନେତୃତ୍ୱରେ ନିର୍ମାଣ ଶ୍ରମିକଙ୍କ ବିକ୍ଷୋଭ
ବ୍ରହ୍ମପୁର ଅଫିସ,୨୯ା୯-ସିଆଇଟିୟୁ ଅନୁବନ୍ଧିତ ଓଡ଼ିଶା କନଷ୍ଟ୍ରକସନ୍ ୱାର୍କର୍ସ ୟୁନିୟନ (ଓସିଡବ୍ଲ୍ୟୟୁ) ଗଞ୍ଜାମ ଶାଖା ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ ଜିଲା ଶ୍ରମ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସରକାରଙ୍କ ଶ୍ରମିକ ବିରୋଧୀ ନୀତି ଏବଂ ନିର୍ମାଣ ଶ୍ରମିକମାନଙ୍କ ନାମ ପଞ୍ଜୀକରଣ ଓ…
ବାୟୁ ସେନା ପ୍ରତିରକ୍ଷା ବାହିନୀକୁ ରାଷ୍ଟ୍ରପତି କଲର୍ସ ସମ୍ମାନ ଏକତା, ଅଖଣ୍ଡତା, ସାର୍ବଭୌମତ୍ୱ ରକ୍ଷାରେ ସେନା ଭୂମିକା ପ୍ରଶଂସନୀୟ:ରାଷ୍ଟ୍ରପତି
ବ୍ରହ୍ମପୁର ଅଫିସ୍,୨୯ା୯-ଗଞ୍ଜାମ ଜିଲା ଗୋପାଳପୁର ସେନା ଷ୍ଟେଶନ୍ସ୍ଥିତ ସେନା ବାୟୁ ପ୍ରତିରକ୍ଷା ବାହିନୀ(ଆର୍ମି ଏୟାର୍ ଡିଫେନ୍ସ)କୁ ଶନିବାର ରାଷ୍ଟ୍ରପତି କଲର୍ସ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଏହି ସମ୍ମାନ ପ୍ରଦାନ କରିଛନ୍ତି । ନିଜ ଅଭିଭାଷଣରେ ରାଷ୍ଟ୍ରପତି…

