ଆମ ଜିଲା ଖବର

ଉଜୁଡୁଛି ଭୂପ୍ରକୃତି, ଠିକା ସଂସ୍ଥା ମାଲାମାଲ

କେନ୍ଦୁଝର, ୨୯।୯ (ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ଶତାଧିକ ବେଆଇନ ପଥର ଖଣି ଓ କ୍ରଶର ୟୁନିଟ ଚାଲୁଥିବାରୁ ସରକାର ବିପୁଳ ରାଜସ୍ବ ହରାଇବା ସହ ଜଙ୍ଗଲ ଓ ପରିବେଶ କ୍ରମାଗତ ନଷ୍ଟ ହେଉଛି। କେତେକ ସ୍ଥାନରେ ନାମକୁମାତ୍ର ପଥର ଖଣି…

ଆଧାର ଦେଇଛି ଦୁଃଖ

ରାଇସୁଆଁ,୨୯।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡା ପଞ୍ଚାୟତର ସଲରାପେଣ୍ଠ ଗ୍ରାମର ମା’ ବାପା ଛେଉଣ୍ଡ ୧୧ ବର୍ଷର ଝିଅ ସୀମା । ଜନ୍ମ ପରେ ତାଙ୍କ ମା’ କେଉଁ ଆଡେ ଚାଲିଯାଇଥିବା ବେଳେ ରୋଗରେ ପଡି ବାପା କେବେଠାରୁ…

ଦ.ପୂ. ରେଳପଥ ଜିଏମ୍‌ଙ୍କ ବଡ଼ବିଲ ଗସ୍ତ: ବଡ଼ବିଲ-ବାଂଶପାଣି ରେଳପଥ ଦାବି ଦୋହରାଇଲା ବିକାଶ ପରିଷଦ

ବଡ଼ବିଲ,୨୯।୯(ସ୍ବ.ପ୍ର.)- ଦ.ପୂ. ରେଳବାଇ ଜିଏମ ସଞ୍ଜୟ କୁମାର ମହାନ୍ତି ଶନିବାର ସାରେ କେନ୍ଦୁଝର ଜିଲା ବଡ଼ବିଲ ରେଳଷ୍ଟେଶନ ପରିଦର୍ଶନରେ ଆସି ପହଞ୍ଚିଥିଲେ। ଏହି ଅବସରରେ ବଡ଼ବିଲ ବିକାଶ ପରିଷଦର ସଦସ୍ୟଙ୍କ ସମେତ ସ୍ଥାନୀୟ ଲୋକେ ତାଙ୍କୁ ଭେଟି ବିଭିନ୍ନ ଦାବି ଉପସ୍ଥାପନ…

କେନ୍ଦୁଝର ପୁରୁଣା ସହରରେ ଦୁର୍ଗାପୂଜା ପ୍ରସ୍ତୁତି: ‘ଲାଲ’ରୁ ଏବେ ହଳଦୀ ବର୍ଣ୍ଣା

କେନ୍ଦୁଝର, ୨୯ା୯- ରାଜାରାଜୁଡା ଅମଳରେ କେନ୍ଦୁଝର ପୁରୁଣା ସହରସ୍ଥିତ ରାଜ ଉଆଁସରେ ଦେବୀ ଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହେଉଥିଲା। ୧୯୫୧ ମସିହାରୁ ଏହା ସାର୍ବଜନୀନ ପୂଜାର ରୂପ ନେଇଛି। ରାଜ ଉଆଁସ ପରିବର୍ତ୍ତେ ପୁରୁଣା ବଜାର ପରିସରରେ ପୂଜା ହେଉଛି। ୧୯୯୩-୯୪ରୁ…

ଆଜିଠୁ ଆରମ୍ଭ ଗଣେଶ ଭସାଣି ଉତ୍ସବ: ପୁରୁଣାବଜାରରେ ସୁରକ୍ଷା କଡ଼ାକଡ଼ି

ଭଦ୍ରକ ଅଫିସ, ୨୯।୯- ଭଦ୍ରକରେ ରବିବାରଠାରୁ ଆରମ୍ଭ ହେବ ଗଣେଶ ଭସାଣି ଉତ୍ସବ। ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଗଣେଶ ଭସାଣି ଉତ୍ସବ ଚାଲିବ। ଏହାକୁ ଦୃଷ୍ଟିରେ ରଖି ଶନିବାର ସନ୍ଧ୍ୟାରେ ପୁରୁଣାବଜାର ଅଞ୍ଚଳରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ସୁରକ୍ଷା…

ଦବିଲା ମହିଁଷାସୁରୀ ପୋଲ

କପ୍ତିପଦା,୨୯ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ମହିଁଷାସୁରୀ-କଳମଗଡିଆ ରାସ୍ତାର ସୋନ ନଦୀ ଉପରେ ଥିବା ଏକ ପୁରାତନ ପୋଲ ଦବି ଯାଇଛି ା ଏହି ପୋଲରେ ବିରାଟ ଫାଟ ମଧ୍ୟ ସୃଷ୍ଟି ହୋଇଛି। ଫଳରେ ପୋଲଟି ଭାଙ୍ଗି ପଡ଼ିବା ସହିତ…

କବିବରଙ୍କ ସାହିତ୍ୟ କୃତି ଅତୁଳନୀୟ

ସୋର, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ କେଦାରପୁର ଗ୍ରାମରେ କବିବର ରାଧାନାଥ ରାୟଙ୍କର ଜନ୍ମପୀଠରେ ୧୭୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଶନିବାର ଉଦ୍‌ଘାଟିତ ହୋଇଯାଇଛି। କବିବର ରାଧାନାଥ ସ୍ମୃତି ସଂସଦ ଓ ଓଡ଼ିଶା ସାହିତ୍ୟ ଏକାଡ଼େମୀ ମିଳିତ ଆନୁକୂଲ୍ୟରେ ଏହି ଉତ୍ସବ…

ଛିଣ୍ଡା ପଲିଥିନ ତଳେ ଜୀବନ

ଭୋଗରାଇ, ୨୯।୯(ଡି.ଏନ.ଏ.)-ଦାରିଦ୍ର ସୀମାରେଖା ତଳେ ଥିବା ଗରିବ ଲୋକଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ସରକାରୀ ପକ୍କାଗୃହ ପାଇଁ ସହାୟତା ପ୍ରଦାନ କରୁଛନ୍ତି। ହେଲେ ପ୍ରଶାସନ ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଅବହେଳା ଯୋଗୁ ଗରିବ ଲୋକେ ଏହି ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି।…

ତୁଡିଗଡିଆରେ ୭୭ତମ ଶହୀଦ ଦିବସ ‘ଶହୀଦଙ୍କ ତ୍ୟାଗକୁ ଯୁବପିଢି ଅନୁସରଣ କରନ୍ତୁ’

ଖଇରା, ୨୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ଭାବେ ପରିଚିତ ତୁଡିଗଡିଆଠାରେ ୭୭ତମ ଶହୀଦ ଦିବସ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ସମାରୋହ ପାଳନ କରାଯାଇ ସ୍ମୃତିଚାରଣ କରାଯାଇଥିଲା। ସକାଳେ ଶହୀଦ ରଘୁ…

ବଜ୍ରପାତରେ ଛେଳି ଚରାଳିଙ୍କ ମୃତ୍ୟୁ

ଭଞ୍ଜନଗର,୨୮।୯(ଡି.ଏନ୍‌.ଏ.): ଭଞ୍ଜନଗର ଥାନା ଡୁମାକୁମ୍ପାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଛେଳିଚରାଳି ମୃତ୍ୟୁବରଣ କରିଛନ୍ତି। ସେହେଲେ ଅମୁଲ୍ୟ ଗୌଡ (୨୭)। ଏଥିସହ ଜୁରିଆ ଗୌଡ (୫୯) ଗୁରୁତର ଆହତ ହୋଇଛନ୍ତି। ଜୁରିଆଙ୍କୁ ସ୍ଥାନୀୟ ହସ୍‌ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ…

ଜୁନାଗଡ଼ ଗଣବଳାତ୍କାର ମାମଲା : ମୋଟ ଗିରଫ ସଂଖ୍ୟା ୧୦, ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗଣ ବଳାତ୍କାର ମାମଲା ନୂଆମୋଡ଼ ନେଇଛି। ଶୁକ୍ରବାର ପୀଡ଼ିତା ମୁଖ୍ୟ ଅଭିଯୁକ୍ତ ଲଳିନ୍ଦ୍ର ଶବର ତାଙ୍କୁ ଗିରଫ କରା ନ ଗଲେ ଆତ୍ମହତ୍ୟା କରିବେ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିବା ପରେ ଯାଦବ ସମାଜ…

ବ୍ରାଉନ୍‌ସୁଗାର ବେପାରୀଙ୍କ ଘର ଉପରେ ଚଢ଼ାଉ : ଲକ୍ଷାଧିକ ଟଙ୍କା ସହ ସୁନାଗହଣା, ବାଇକ୍‌ ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୮ା୯: ବାଲେଶ୍ୱର ଅରଡ଼ବଜାରସ୍ଥିତ ମସଜିଦ୍‌ ଗଳିର ବ୍ରାଉନ୍‌ସୁଗାରର ମୁଖ୍ୟ ବ୍ୟବସାୟୀ ସେକ୍‌ ରାଜା ଗିରଫ ହେବା ପରେ ଆନ୍ତଃରାଜ୍ୟ ଏବଂ ଜାତୀୟ ସ୍ତରରେ ବ୍ରାଉନ୍‌ସୁଗାର ବ୍ୟବସାୟୀ ସମ୍ପର୍କରେ ବହୁ ତଥ୍ୟ ଏସଟିଏଫ୍‌ (ସ୍ବତନ୍ତ୍ର ଟାସ୍କ ଫୋର୍ସ) ଓ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?