ଆମ ଜିଲା ଖବର

ବେଆଇନ କରତକଳ ଉପରେ ଚଢ଼ାଉ : ୩ ମାଲିକଙ୍କ ସମେତ ୧୧ ଅଟକ

ଭୋଗରାଇ, ୨୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ୩ଟି ବେଆଇନ କରତକଳ ଉପରେ ଶନିବାର ଟାସ୍କଫୋର୍ସ ଓ ପୋଲିସ୍‌ ଆକସ୍ମିକ ଭାବେ ଚଢ଼ାଉ କରିଛି। ଚନ୍ଦନେଶ୍ୱର ନିକଟବର୍ତ୍ତୀ ଚଣ୍ଡୀସିଂପୁର, ଜଗନ୍ନାଥପୁର ଓ ନିମାତ୍‌ପୁର ନିକଟସ୍ଥ ବେଲାଗ୍ରାମରେ ବେଆଇନ ଭାବେ କରତକଳ…

ମା’ ସୁରେଶ୍ୱରୀଙ୍କ ଧବଳମୁଖୀ ବେଶ

ସୋନପୁର,୨୮।୯(ନି.ପ୍ର.) : ପବିତ୍ର ମହାଳୟା ତିଥିରେ ସୁବର୍ଣ୍ଣପୁର ଗଡଜାତର ଇଷ୍ଟଦେବୀ ମା’ ସୁରେଶ୍ୱରୀ ଧବଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସୁବର୍ଣ୍ଣପୁରର ଐତିହାସିକ ବଳିଯାତ୍ରା ଆରମ୍ଭ ହେଉଥିବା ବେଳେ ଶନିବାର ଭକ୍ତମାନେ ବାଉତି ଛତ୍ର ଓ ଦେବୀ ମା’ଙ୍କ ବେଶ ଦେଖିବାର…

ଯାତ୍ରୀ ବିଶ୍ରାମାଗାର ଭଙ୍ଗା ହେଲେ ଆନ୍ଦୋଳନ ଚେତାବନୀ

ବଇଣ୍ଡା,୨୮।୯(ଡି.ଏନ.ଏ.) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସାନହୁଲା ପଞ୍ଚାୟତ ସାନହୁଲା କ୍ରସର ଛକଠାରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଭାଙ୍ଗି ଦେବା ପାଇଁ ଯୋଜନା କରାଯାଉଛି। ଏହାକୁ ସାନହୁଲା କ୍ରସରସାହି ବାସିନ୍ଦା ବିରୋଧ କରିବା ସହ ଆନ୍ଦୋଳନ କରିବେ ବୋଲି ନିଷ୍ପତି…

ବର୍ଷାଜଳ ନିଷ୍କାସନ ନ ହେବା ନେଇ ଉଦ୍‌ବେଗ : କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଧମକ

ହିଞ୍ଜିଳିକାଟୁ,୨୮।୯(ଡି.ଏନ୍‌.ଏ.): ଚଳିତବର୍ଷ ବିଭିନ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ନଦୀରେ ସଠିକ୍‌ ଭାବରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ହିଞ୍ଜିଳିକାଟୁ ବ୍ଲକର ଗଣ୍ଡଳା, ବେଲଗାଁ, ଧୋବାଡ଼ି,…

ମେଡିକାଲରୁ ଆଉ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୮ା୯: ଭଦ୍ରକ ଜିଲା ଚିକିତ୍ସାଳୟରୁ ଶନିବାର ଆଉ ୨ ଦଲାଲଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ରାଜ୍ୟ ସରକାର ମେଡିକାଲ ଓ ଆର୍‌ଟିଓକୁ ଦଲାଲମୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ ପୋଲିସ ତତ୍ପର ହୋଇଉଠିଛି। ଏହାପୂର୍ବରୁ…

ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଟାଟାଖଣି ଶ୍ରମିକଙ୍କ ଧାରଣା

ଯୋଡ଼ା,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡିସ୍ଥିତ ଟାଟା କମ୍ପାନୀର ମାଙ୍ଗାନିଜ ଖଣିର ଶତାଧିକ ଶ୍ରମିକ ଦାବି ପୂରଣ ନ ହେବାରୁ ଦ୍ୱିତୀୟ ଦିନରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି । ପ୍ରକାଶ ଯେ, ଶନିବାର ଅପରାହ୍ନରେ ବୋନସ ଦାବି…

ପରିବହନକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ଥାନାରେ ଏତଲା

ଯୋଡ଼,୨୮।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡାଠାରେ ଲୁହାପଥର ପିଲେଟ ପରିବହନକୁ କେନ୍ଦ୍ର କରି ମାରପିଟ୍‌ ହୋଇଛି। ଏ ନେଇ ଥାନାରେ ଏତଲା ହୋଇଥିବା ମଧ୍ୟ ଜଣାପଡିଛି । ସୂଚନାନୁଯାୟୀ, ଶୁକ୍ରବାର ବାଂଶପାଣି ରେଳସାଇଡିଂରୁ ଗଚ୍ଛିତ ରଖାଯାଇଥିବା ପିଲେଟ ପରିବହନ…

ଜୁନାଗଡ଼ ଗଣବଳାତ୍କାର ଘଟଣା: ଗିରଫ ହେଲେ ଡ୍ରାଇଭର ଲଳିନ୍ଦ୍ର

ଜୁନାଗଡ଼,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଘଟିଥିବା ଗଣବଳାତ୍କାର ଓ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ବସ୍‌ ଡ୍ରାଇଭର ଧର୍ମଗଡ଼ ବ୍ଲକ ପର୍ଲା ଗ୍ରାମର ଲଳିନ୍ଦ୍ର ଶବରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବୟାନ ଆଧାରରେ ଜୁନାଗଡ଼ ପୋଲିସ ଲଳିନ୍ଦ୍ରଙ୍କୁ ଶନିବାର…

ବିଜେପୁର ଉପନିର୍ବାଚନ: ପୋଲିସର ଉଚ୍ଚସ୍ତରୀୟ ବୈଠକ

ବରଗଡ଼ ଅଫିସ, ୨୮।୯: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଅକ୍ଟୋବର ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସବୁ ରାଜନୈତିକ ଦଳ ତତ୍ପର ହୋଇପଡିଥିବା ବେଳେ ପୋଲିସ, ପ୍ରଶାସନ ମଧ୍ୟ ପଛରେ ପଡ଼ିନାହାନ୍ତି। ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶୃଙ୍ଖଳିତ କରିବା…

ସ୍ବାସ୍ଥ୍ୟକେନ୍ଦ୍ରରେ ସରପଞ୍ଚଙ୍କ ପୁଅ ତାଲା ପକାଇବା ଘଟଣା : ଏହାକୁ ବିରୋଧ କରି ଗ୍ରାମବାସୀଙ୍କ ଧାରଣା

ବାହାନଗା, ୨୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ଶୁକ୍ରବାର ଅପରାହ୍ନରେ ସରପଞ୍ଚଙ୍କ ପୁଅ ଓ ତାଙ୍କର ଜଣେ ସାଙ୍ଗ ଉତ୍ତ୍ୟକ୍ତ ହୋଇ ତାଲା ପକାଇ ଦେଇଥିଲେ। ଫଳରେ ଗ୍ରାମବାସୀ ଏହ ଘଟଣାକୁ ବିରୋଧ କରି…

ଖଡଗ୍‌ପୁର ରେଳଷ୍ଟେଶନରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

ଜଳେଶ୍ୱର,୨୮।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଶନିବାର ଭୋର ସମୟରେ ଖଡଗ୍‌ପୁର ରେଳଷ୍ଟେଶନରୁ ରେଳବାଇ ପୋଲିସ ଗିରଫ କରିଛି। ସେ ହେଲେ ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଶେଖ୍‌ ରଫିବୁଲ। ସେ…

ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ

ପାଟଣା, ୨୮।୯( ସ୍ବ. ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦେଓ ନଦୀର ମଙ୍ଗଳପୁର ଘାଟରେ ଶନିବାର ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସକାଳୁ କେତେଜଣ ଲୋକ ନଦୀକୁ ଯାଇଥିବା ବେଳେ ମୃତଦେହ ଭାସୁଥିବା ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?