ଆମ ଜିଲା ଖବର

୬୭ତମ ରାଜ୍ୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

କଟକ ଅଫିସ,୨୮।୯: ବୃତ୍ତିଗତ ପ୍ରତିଯୋଗିତା ଦକ୍ଷତା ବୃଦ୍ଧି କରିଥାଏ। ପୋଲିସ ବିଭାଗର ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଦକ୍ଷତା ବୃଦ୍ଧି ନିମନ୍ତେ ଏଭଳି ପ୍ରତିଯୋଗିତା ଆୟୋଜନ କରାଯାଉଛି ବୋଲି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର…

ମଧୁସୂଦନପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ: ୪ ବଖରା ସହିତ ଜଳିଗଲେ ୪ ଗୋରୁ

ବିିଞ୍ଝାରପୁର,୨୮।୯(ଡି.ଏନ.ଏ): ବିଞ୍ଝାରପୁର ଥାନା ମଧୁସୂଦନପୁର ଗ୍ରାମର ରଥସାହିଠାରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡି ନ ଥିବାବେଳେ ଏଥିରେ ଦୁଇ ପରିବାରର ୪ବଖରା ସହିତ ୨ଟି ଗାଈ, ୨ ବାଛୁରୀ, ୪ ବାଇକ୍‌ ଓ ସ୍କୁଟି,…

କମୁନି ଝିଅବୋହୂଙ୍କୁ ଶାରିରୀକ ନିର୍ଯାତନା: ପ୍ରହସନ ପାଲଟିଛି ଆତ୍ମରକ୍ଷା କୌଶଳ ତାଲିମ

ଯାଜପୁର ଅଫିସ,୨୮।୯: ରାଜ୍ୟ ଯୁବ ନୀତି (ଷ୍ଟେଟ ୟୁଥ୍‌ ପଲିସି)-୨୦୧୩ ଅନୁଯାୟୀ କଲେଜ ଛାତ୍ରୀଙ୍କୁ ଆମତ୍ରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପ୍ରଣୀତ ହୋଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଏହି ଯୋଜନା ଯାଜପୁର ଜିଲାରେ ପ୍ରହସନ ପାଲଟିଛି । ଜିଲାର…

ମାନ୍ଦାବସ୍ଥା ସତ୍ତ୍ୱେ ନିୟନ୍ତ୍ରଣରେ ଦରଦାମ

ଫୁଲବାଣୀ ଅଫିସ, ୨୮ା୯-ଜିଲା ଭାଜପା ପକ୍ଷରୁ ଅର୍ଥନୀତି ମାନ୍ଦାବସ୍ଥା ଉପରେ ଏକ ଖବରଦାତା ସମ୍ମିଳନୀ ସ୍ଥାନୀୟ ସର୍କିଟ ହାଉସରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଭାଜପା ପ୍ରବକ୍ତା ଉର୍ମିଳା ମହାପାତ୍ର ଉପସ୍ଥିତ ରହି ଦେଶରେ ବର୍ତ୍ତମାନ ଅର୍ଥନୀତି ମାନ୍ଦାବସ୍ଥାରେ ଚାଲିଛି। ଏହାସତ୍ତ୍ୱେ ଦେଶରେ…

ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ

ଯାଜପୁର ଅଫିସ,୨୮।୯: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତା ଯୋଗୁ ଯାଜପୁର ଜିଲାରେ ସାରର ଅଭାବୀ ପରିସ୍ଥିତି ଲାଗି ରହିଛି। ର଼୍ୟାକ ପଏଣ୍ଟରୁ ୟୁରିଆ ସାର ହରିଲୁଟ ହେଉଛି । ଏପରିକି ଢେଙ୍କାନାଳ, କେନ୍ଦୁଝର, କେନ୍ଦ୍ରାପଡା ଆଦି…

ଜଙ୍ଗଲ ଆଇନ ସଂଶୋଧନ ଯୋଜନା:  ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ବିକ୍ଷୋଭ

ଭଞ୍ଜନଗର,୨୮।୯(ଡି.ଏନ.ଏ.)-୧୯୨୭ ମସିହା ଜଙ୍ଗଲ ଜମି ଆଇନକୁ କେନ୍ଦ୍ର ସରକାର ସଂଶୋଧନ କରିବାକୁ ଯାଉଛନ୍ତି। ଉକ୍ତ ଆଇନ କାର୍ଯ୍ୟାକାରୀ ହେଲେ ଦେଶରେ ୧୧ଲକ୍ଷ ଆଦିବାସୀ ପରିବାର ଜଙ୍ଗଲ ଜମି ପଟ୍ଟା ପାଇବାରୁ ବଞ୍ଚତ୍ତ ହେବେ। ଏହି ଆଶଙ୍କାରେ ଶୁକ୍ରବାର ଚାଷୀ ମୂଲିଆ ସଂଘ…

ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀଙ୍କୁ ମିଳିଲା ଜାମିନ

ଛତ୍ରପୁର,୨୮ା୯(ଡି.ଏନ.ଏ.)-ବଳାତ୍କାର ଉଦ୍ୟମ ମାମଲାରେ ଗିରଫ ହୋଇ ଛତ୍ରପୁର ସବ୍‌ ଜେଲରେ ଥିବା ଗଞ୍ଜାମସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୂର୍ବତନ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ଶୁକ୍ରବାର ଜାମିନରେ ମୁକୁଳିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଛତ୍ରପୁର ଏସ୍‌ଡିଜେଏମ୍‌ କୋର୍ଟରେ ୨୦ ହଜାର ଟଙ୍କା…

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ ଘଟଣା, ୨ ଗିରଫ

ହିଞ୍ଜିଳିକାଟୁ,୨୮ା୯(ଡି.ଏନ୍‌.ଏ.) -ହିଞ୍ଜିଳି ଥାନା ତହଁର ଗ୍ରାମର ପୂର୍ବତନ ସରପଞ୍ଚ ପଦ୍ମଚରଣ ପାଢୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଆସିକା ଥାନା ସୁନାରୀ ସାହିର ସମୀର ସାହୁ (୨୦) ଓ ଓଡ଼ଗଁ। ଥାନା…

ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲର ଦୀକ୍ଷାନ୍ତ ସମାରୋହ: କନଷ୍ଟେବଳ ପୋଲିସର ମେରୁଦଣ୍ଡ

ନୟାଗଡ଼ ଅଫିସ,୨୮।୯: ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ (ପିଟିଏସ୍‌)ର ଦୀକ୍ଷାନ୍ତ ସମାରୋହ-୨୦୧୯ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଏସ୍‌ପି ତଥା ଟ୍ରେନିଂ ସ୍କୁଲର ଅଧ୍ୟକ୍ଷ ଶଶିଭୂଷଣ ଶତପଥୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ସମାରୋହରେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ…

ଆର୍ମି ଏଡି କଲେଜ ଦୀକ୍ଷାନ୍ତ ସମାରୋହ ଆଜି : ପହଞ୍ଚିଲେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗୋପାଳପୁର,୨୮ା୯-ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଆର୍ମି ଏଡି କଲେଜ ପରିସରରେ ଆୟୋଜିତ ହେବାକୁ ଥିବା ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ। ରାଷ୍ଟ୍ରପତି ଶୁକ୍ରବାର ବାୟୁସେନାରେ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ…

ମିଟର ରିଡର କର୍ମଚାରୀଙ୍କୁ ଅବହେଳା : ୧୫ ବର୍ଷ ପରେ ବି ମିଳୁନି ସର୍ବନିମ୍ନ ମଜୁରି

ବ୍ରହ୍ମପୁର ଅଫିସ, ୨୮ା୯-ସରକାରଙ୍କ ଦ୍ୱାରା ଘୋଷିତ ସର୍ବନିମ୍ନ ମଜୁରି ପ୍ରଦାନ କରିବାକୁ ସାଉଥ୍‌କୋ ମିଟର ରିଡର ଶ୍ରମିକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ଦାବି କରାଯାଇଛି । ଏହି ଦାବି ନେଇ ସଂଘ ପକ୍ଷରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)ଙ୍କ କାର୍ଯ୍ୟାଳୟ…

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିଦ୍ୟାଳୟରେ ତୁମୁଳକାଣ୍ଡ

ଠାକୁରମୁଣ୍ଡା, ୨୮।୯( ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ ଅଧୀନ ହାତୀବାରିସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପରିଚାଳିତ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀନିବାସରେ ରହୁଥିବା ଜଣେ ଆଦିବାସୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ତୁମୁଳକାଣ୍ଡ ଘଟିଛି। ପରିବାର ଲୋକେ ଶୁକ୍ରବାର ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?