ଆମ ଜିଲା ଖବର

ଲେବର ବଜେଟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

କର୍ଲାମୁଣ୍ଡା,୨୮।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧି ସେବାକେନ୍ଦ୍ରଠାରେ ଏମ୍‌ଜିଏନ୍‌ଆରଇଜିଏସ୍‌ର ସଫଳତା ପାଇଁ ପ୍ଲାନିଙ୍ଗ କମିଟି ସଭ୍ୟାସଭ୍ୟମାନଙ୍କୁ ନେଇ ଗୁରୁବାରଠାରୁ ଚାଲିଥିବା ଲେବର ବଜେଟ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଦ୍ୱିତୀୟ ଦିବସରରେ ତାଲିମାଥିୀମାନଙ୍କୁ ନେଇ କ୍ଷେତ୍ର ପରିଦର୍ଶନ…

ଶ୍ରୀଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ଲୋକ ମହୋତ୍ସବ

ବଣାଇ, ୨୭ା୯(ସ୍ବ.ପ୍ର.) : ସ୍ଥାନୀୟ ରାଜା ଧରଣୀଧର ଖେଳ ପଡିଆ ଠାରେ ଶ୍ରୀ ଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ନବମ ଲୋକ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଣାଇ ଉପଖଣ୍ଡର ୪ଟି ବ୍ଲକରୁ ୫ହଜାରରୁ ଊର୍ଦ୍ଧ୍ୱ ବିଭିନ୍ନ କଳାକାର…

ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ

ଆସିକା,୨୭ା୯(ଡି.ଏନ୍‌.ଏ.): ଆସିକା ସବଡିଭିଜିନାଲ୍‌ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଜଣେ ଔଷଧ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ସମୀର୍‌ ଚୌଧୁରୀ। ଅଭିଯୁକ୍ତଙ୍କ…

ଭଞ୍ଜନଗର ଆର୍‌ଟିଓ ଅଫିସ ପରିସରରୁ ୪ ଗିରଫ

ଭଞ୍ଜନଗର,୨୭।୯(ଡି.ଏନ.ଏ.): ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଦଲାଲଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି। ଦଲାଲ ଲାଭବାନ ହେଉଥିବାବେଳେ ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଦଲାଲ ଦ୍ୱାରା ଲାଭଖୋର କିଛି କର୍ମଚାରୀ ମଧ୍ୟ ଲାଭବାନ ହେଉଥିଲେ। ଏହିଭଳି ପରିସ୍ଥିତିରେ ରାଜ୍ୟ ସରକାର ପ୍ରାରମ୍ଭିକ ପର୍ଯ୍ୟାୟରେ ମେଡ଼ିକାଲ,…

ଆର୍‌ଟିଓ, ମେଡିକାଲରୁ ୨ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁରୁବାର ଭଦ୍ରକ ଜିଲା ଚିକିତ୍ସାଳୟରୁ ୪ ଦଲାଲଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଥିଲା। ଶୁକ୍ରବାର ଏହି ଚିକିତ୍ସାଳୟରୁ ଅନ୍ୟ ଜଣେ ଦଲାଲଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ ବାଲେଶ୍ୱର କଚେରୀ ନିକଟରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ କାର୍ଯ୍ୟ କରନ୍ତି। ସେ ବଡ଼କିଆ…

‘ସୀମାନ୍ତରେ ଥିବା ବିଦ୍ୟାଳୟକୁ ବନ୍ଦ କରା ନ ଯାଉ’

ଭୋଗରାଇ, ୨୭।୯(ଡି.ଏନ.ଏ.): ଓଡ଼ିଶା ସୀମାନ୍ତ ଓ ରାଜ୍ୟ ବାହାରେ ଓଡ଼ିଆ ଭାଷା ସାହିତ୍ୟକୁ ସୁରକ୍ଷା ଦେବା ନିମନ୍ତେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବା ବେଳେ ଗଣଶିକ୍ଷା ବିଭାଗ ଗାଇଡ଼ଲାଇନ୍‌ ଅନୁଯାୟୀ ସୀମାନ୍ତରେ ଥିବା କେତେକ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିଦେବାକୁ ଚିନ୍ତା…

ବୋନସ ଦାବିରେ ଟାଟା ଖଣିକୁ ଘେରିଲେ ଶ୍ରମିକ: ସ୍ଥିତି ନିୟନ୍ତ୍ରଣ କଲା ପୋଲିସ

ଯୋଡ଼ା ୨୭।୯ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ବିଛାକୁଣ୍ଡି ଠାରେ ଟାଟା କମ୍ପାନୀର ମାଙ୍ଗାନିଜ ଖଣିକୁ ଶତାଧିକ ଶ୍ରମିକ ବୋନସ ଦାବିରେ ଘେରାଉ କରିଛନ୍ତି। ଏହା ସହିତ ଟାଟା କମ୍ପାନୀ ଦ୍ୱାରା ନିଯୁକ୍ତ ଠିକାସଂସ୍ଥା ଶ୍ରମିକମାନଙ୍କୁ ଶୋଷଣ କରୁଛି…

ବିଜେପୁର ଉପନିର୍ବାଚନ: ୫ଜଣ ନେଲେ ନାମାଙ୍କନ ପତ୍ର

ପଦ୍ମପୁର,୨୭।୯(ଡି.ଏନ.ଏ): ବରଗଡ଼ ଜିଲା ବିଜେପୁରରେ ଆସନ୍ତା ଅକ୍ଟୋବର ୨୧ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଆଉ ୩ଦିନ ପରେ ଅର୍ଥାତ୍‌ ଚଳିତ ମାସ ସେପ୍ଟେମ୍ବର ୩୦ରେ ପ୍ରାର୍ଥୀ ନାମାଙ୍କନ ଦାଖଲର ଶେଷଦିନ ରହିଛି। ତେବେ ଏପର୍ଯ୍ୟନ୍ତ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ…

ଫସଲ ଉଜାଡୁଛି ହାତୀପଲ: କ୍ଷତିପୂରଣ ନ ମିଳିବାରୁ ଜିଲାପାଳଙ୍କୁ ଫେରାଦ

ଖୋର୍ଦ୍ଧା ଅଫିସ,୨୭ା୯: ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜର ଗୋଳବାଇଶାସନରେ ହାତୀପଲ ପ୍ରତିବର୍ଷ ଧାନ ଫସଲ ସମେତ ଅନ୍ୟ ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ହେଲେ କ୍ଷତିପୂରଣ ମିଳୁ ନ ଥିବା ଶୁକ୍ରବାର ଜିଲାପାଳଙ୍କ ନିକଟରେ ଚାଷୀମାନେ ଫେରାଦ ହୋଇଛନ୍ତି। ଚାଷୀଙ୍କ…

ଲଗାଣ ବର୍ଷା: ଭାଙ୍ଗିଲା ଘରର କାନ୍ଥ, ପରିବାର ବାସହରା

ରଘୁନାଥପୁର, ୨୭। ୯ (ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ ଭାଙ୍ଗିଗଲା ଚାଳ ଛପର ମାଟି ଘରର କାନ୍ଥ। ପରିବାର ଲୋକେ ଭୋଗୁଛନ୍ତି ହୀନସ୍ତା। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ରଘୁନାଥପୁର ତହସିଲ ରାଢଙ୍ଗ ଗଁ।ର ଦିନ ମଜୁରିଆ ଅଭିମନ୍ୟୁ ସ୍ବାଇଁଙ୍କ…

୧୪ ଗ୍ରାମ ବ୍ରାଉନସୁଗାର ଜବତ: ଗିରଫ ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଖୋର୍ଦ୍ଧା ଅଫିସ,୨୭ା୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସ୍ବପ୍ନେଶ୍ୱର ମନ୍ଦିର ନିକଟରୁ ଗୁରୁବାର ଗିରଫ କରିଥିବା କୋରାପୁଟ ଜିଲା ଜୟପୁରର ଟି. ରାଜେଶ କୁମାର ପାତ୍ର ଓ ଖୋର୍ଦ୍ଧା ସଦର ଥାନା ଛତିପୁର ଟାଙ୍ଗିସାହିର ମହେଶ୍ୱର ସାହୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?