ପୁଣି ୫ ଘରୋଇ ଶିକ୍ଷାନୁଷ୍ଠାନର ଏନ୍ଓସି ରଦ୍ଦ
ଗୋପ,୮ା୮(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଲକ୍ ଅଞ୍ଚଳରେ ଥିବା ବେଆଇନ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକର ଏନ୍ଓସି ରଦ୍ଦ କରାଯାଉଛି। ତେବେ ବୁଧବାର ଆଉ ୫ ଘରୋଇ ଶିକ୍ଷାନୁଷ୍ଠାନର ଏନଓସି ରଦ୍ଦ କରାଯାଇଥିବା ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହି…
ଶିକ୍ଲା ବଁଧା ଜୀବନ୍ ଘଟନା: ସନିକଟ୍କେ ଉଧାର କଲା ପରଶାସନ
ବିଜେପୁର, ୮।୮ (ଡି.ଏନ୍.ଏ): ବରଗଡ଼ ଜିଲା ଟି.ଗଣ୍ଡପାଲି ପଁଚେତ୍ ସଦର ଗାଁ ର ସନିକଟ୍ ସାହୁ(୪୮) ଗଲା ୪ ବଛର ହେଲା ଶିଁକ୍ଲା ବଁଧା ଜୀବନ୍ ବିତଉଥିଲେ। ଇ ବାବ୍ଦେ ଗଲା ମଙ୍ଗଲବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଶିଁକ୍ଲା ବଁଧା ଜୀବନ୍…
ବ୍ଲକ ସ୍ଥାୟୀ ଶିକ୍ଷା କମିଟି ବିଦ୍ୟାଳୟ ପରିଦର୍ଶନ କଲେ; ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ବୁଝିଲେ
ନୂଆପଡା ଅଫିସ,୮ା୮: ନୂଆପଡା ଏକ ଉପାନ୍ତ ବ୍ଲକ। ଏଠାରେ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ଥିବାବେଳେ ବିଦ୍ୟାଳୟଗୁଡିକ ଆନୁଷଙ୍ଗି ବ୍ୟବସ୍ଥା ଠିକ ନ ଥିବା ନେଇ ବାରମ୍ବାର ଅଭିଭାବକ ମହଲରେ ଅସନ୍ତୋଷ ଲାଗି ରହିଥିଲା । ଏଥିପ୍ରତି ଦୃଷ୍ଟି ଦେବାକୁ ନୂଆପଡା ଜିଲା…
ମୁସରଙ୍ଗି ଜଙ୍ଗଲରେ ବାଘ ଆତଙ୍କ
ନୂଆପଡ଼ା ଅଫିସ,୮ା୮: ସ୍ଥାନୀୟ ସଦର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ଟି କଲରାପତରିଆ ବାଘ ବୁଲୁଥିବା ନେଇ ସ୍ଥାନୀୟ ଗ୍ରାମବାସୀ ଆତଙ୍କିତ ହୋଇପଡିଛନ୍ତି । ବୁଧବାର ସକାଳେ ସ୍ଥାନୀୟ ଜଙ୍ଗଲରେ ବାଘ ଦୁଇଟି ଘୁରି ବୁଲୁଥିବା କୁକୁଡାଟାଲ ଗ୍ରାମବାସୀ…
ଖଡିଆଳ ଓକିଲ ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଖଡିଆଳ,୮।୮(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଓକିଲ ସଂଘ ତରଫରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଖଡିଆଳ, ସିନପାଲି, ବୋଡେନ ଅଞ୍ଚଳର ସମସ୍ତ ମାମଲାକୁ ଖଡିଆଳ ସିନିୟର ସିଭିଲ ଜଜ୍ ତଥା ଜିଲା ଦୌରାଜଜ୍ଙ୍କ କୋର୍ଟରେ ବିଚାର…
ଚାଷୀର ମୁଡ଼େ ଚଡକ୍: ମକା ଫସଲରେ ବିଦେଶୀ ପୋକ୍
ଭବାନୀପାଟଣା,୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ଆମେରିକୀୟ ପୋକ୍ ଫଲ୍ ଆର୍ମି ଓ୍ବର୍ମର (ଏଫ୍ଏଡ୍ବ୍ଲ୍ୟୁ) ଦେଖାଦେଇଛେ। ଆମେରିକାରେ ଦେଖାଯାଉଥିବାର ଇ ପୋକ୍ ଗଲା ବଛର ଦେଶର କେତେ ରାଏଜ୍ରେ ଦେଖାଦେଇଥିଲା। ହେଲେ ଚଲତି ବଛର କଳାହାଣ୍ଡି ଜିଲାରେ ଦେଖାଦେଇଛେ। ଇ ଘଟନା ଏହେଦେ ଚାଷୀମାନକର…
ଉଲିବୁରୁ ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ
କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍ ଡି. ଦାସ ଦୀପକଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା…
ଜିଲାସ୍ତରୀୟ ସ୍ତନ୍ୟପାନ ସପ୍ତାହ ପାଳିତ
ଭବାନୀପାଟଣା,୮।୮(ଡି.ଏନ.ଏ.) ଜିଲା ସ୍ବାସ୍ଥ୍ୟ ସମିତି ଓ ଜିଲା ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ…
କଳାହାଣ୍ଡିରେ ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ: କୂଳ ଲଘିଂଲା ହାତୀନଦୀ,୧୦ ଘର ଭାଙ୍ଗିଲା, ଚାଷ ଜମି ଜଳମଗ୍ନ
ଭବାନୀପାଟଣା/ଜୁନାଗଡ଼,୮।୮(ଡି.ଏନ.ଏ.) ଗତ ୩ ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କଳାହାଣ୍ଡି ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା ୫୭ ନମ୍ବର…
ସ୍ୟାଟ୍ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ମିଳିଲାନି ରହିତାଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ
କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଓ ଜଷ୍ଟିସ୍ କେ.ଆର୍. ମହାପାତ୍ରଙ୍କୁ…
ଦଦ୍ରା ଘରେ ଚାଲିଛେ ଅଙ୍ଗନଓ୍ବାଡି କେନ୍ଦ୍ର
ଲାଠୋର, ୮ା୮ (ଡି.ଏନ୍.ଏ): ସରକାର ରାଜ୍କୋଷରୁ କୋଟି କୋଟି ଟଁକା ଖରଚ୍ କରି ୫ଶହ ଲୋକ୍ ସଂଖ୍ୟାରେ ଗୁଟେ ଲେଖେଁ ଅଙ୍ଗନଓ୍ବାଡି କେନ୍ଦ୍ର ଖୁଲୁଛନ୍। କେନ୍ଦ୍ରରେ ୩ରୁ ୬ ବଛର୍ର ଛୁଆମାନେ ପାଠ୍ ପଢ଼ୁଥିଲାବେଲେ ଗରଭବତୀ ଆର ପ୍ରସୂତି ମହିଲାମାନକୁ ସେବା…
କଟକରେ ୩ ଜଣଙ୍କ ଗଳାକାଟି ହତ୍ୟା ମାମଲା: ନାରାୟଣଙ୍କ ସ୍ତ୍ରୀଙ୍କ ପକ୍ଷରୁ ମାମଲା ରୁଜୁ
କଟକ ଅଫିସ, ୮ା୮: କଟକରେ କିଛିଦିନ ତଳେ ୨୪ଘଣ୍ଟା ମଧ୍ୟରେ ୩ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ନୟାଗଡ଼ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ନାରାୟଣ ଓଏମ୍ପି ଅଞ୍ଚଳରେ ଘଟିଥିବା ଦୁଇଟି ହତ୍ୟାକାଣ୍ଡରେ…
Archives


