ଆମ ଜିଲା ଖବର

ବୈଷ୍ଣବ ପୋଖରୀ ପୁନରୁଦ୍ଧାର ମାମଲାର ରାୟ: ‘ଏପ୍ରିଲ ସୁଦ୍ଧା ମାଟି ଉଠା କାର୍ଯ୍ୟ ସାର’

ଢେଙ୍କାନାଳ ଅଫିସ, ୨୭।୯-ଐତିହ୍ୟସମ୍ପନ୍ନ ବୈଷ୍ଣବ ପୋଖରୀ ପୁନରୁଦ୍ଧାର କାର୍ଯ୍ୟରେ ବିଳମ୍ବ ଯୋଗୁ ଉଦ୍‌ବେଗ ବ୍ୟକ୍ତ କରିଛନ୍ତି ଅଦାଲତ। ୨୦୨୦ ଏପ୍ରିଲ ସୁଦ୍ଧା ମାଟିଉଠା କାର୍ଯ୍ୟ ଶେଷ କରିବା ସହ ପୋଖରୀର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୌରାଞ୍ଚଳ…

ପୂଜା ଉତ୍ସବରେ ଖୋଜାପଡନ୍ତି ଗୋକୁଳା: ଷ୍ଟାଚ୍ୟୁ ହୋଇ କରନ୍ତି ମନୋରଞ୍ଜନ

ବଅଁରପାଳ, ୨୭ା୯(ଡି.ଏନ.ଏ.)-ପୂଜା ପର୍ବ ପର୍ବାଣି ହେଉ ବା ଯାତ୍ରା, ମନୋରଞ୍ଜନ କଥା ଉଠିଲେ ଆଗକୁ ଆସେ ଗୋକୁଳା ପଟେଲଙ୍କ ନାଁ। ଯେ କୌଣସି ପୂଜା ହେଲେ ପୂଜା କମିଟି ପକ୍ଷରୁ ସେ ଖୋଜାପଡନ୍ତି। ବିଭିନ୍ନ ମଣ୍ଡପରେ ଦୀର୍ଘ ୪ରୁ ୫ ଘଣ୍ଟା…

କୁଶକିଳା ଡବଲ ମର୍ଡର ମାମଲା: ଝସକେତନଙ୍କୁ ଆଜୀବନ ଜେଲ୍‌

ଅନୁଗୋଳ ଅଫିସ, ୨୭।୯-ବହୁ ଚର୍ଚ୍ଚିତ କୁଶକିଳା ଡବଲ ମର୍ଡର ଓ ମାଉସୀ ପୁତୁରା ହତ୍ୟା ମାମଲାର ଏକମାତ୍ର ଅଭିଯୁକ୍ତ ଝସକେତନ ରାଉତଙ୍କୁ ଅନୁଗୋଳ ଜିଲା ଓ ଦୌରାଜଜ୍‌ ଗୁରୁବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରପଡା ଥାନା କୁଶକିଳା ଗାଁର ଦୁଇ…

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ, ୨୭।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଅଁରପାଳ ନୂଆହତା ଗ୍ରାମର ବିରଜା ମୋହନ ପଟ୍ଟନାୟକ(୫୧)। ମୃତକଙ୍କ ପୁଅ ପ୍ରତୀକ ପଟ୍ଟନାୟକଙ୍କ ଅଭିଯୋଗ ମୁତାବକ, ବୁଧବାର ସନ୍ଧ୍ୟାରେ…

ପିବିଡିଏରେ ବ୍ୟାପକ ଅର୍ଥ ହେରଫେର ଅଭିଯୋଗ: ଜିଲାପାଳଙ୍କୁ ଜଣାଇଲେ କୃଷି ଅଧିକାରୀ

ପାଲଲହଡ଼ା, ୨୭ା୯(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକର ପାଉଡି ଭୂୟାଁ ଜନଜାତିଙ୍କ ସାମାଜିକ ଓ ଆର୍ଥତ୍କ ବିକାଶ ପାଇଁ ରାଜ୍ୟ ସରକାର ପାଉଡି ଭୂୟାଁ ଉନ୍ନୟନ ସଂସ୍ଥା (ପିବିଡିଏ) ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଦୁଇ ବର୍ଷ ହେବ ସରକାର…

ନାଲ୍‌କୋ ସ୍ମେଲଟର ପୂର୍ବତନ ଜିଏମ୍‌ଙ୍କୁ ୨ ବର୍ଷ ଜେଲ

ଅନୁଗୋଳ ଅଫିସ, ୨୭।୯-ନାଲ୍‌କୋର ପୂର୍ବତନ ମହାପ୍ରବନ୍ଧକ ଶମ୍ଭୁ ଦୟାଲ ଚୌହାରିଆଙ୍କୁ ଅନୁଗୋଳ ଏସ୍‌ଡିଜେଏମ୍‌ କୋର୍ଟ ଗୁରୁବାର ଏକ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଜ୍‌ ବିଶ୍ୱଜିତ ନାୟକ ଚୌହାରିଆଙ୍କୁ ଦୁଇ ବର୍ଷ ଜେଲ…

କୃଷି ସୂଚନା, ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠି

ଖଜୁରିପଡ଼ା,୨୭ା୯(ଡି.ଏନ.ଏ.)- ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ଏହାର ସଫଳ ରୂପାୟନ ନିମନ୍ତେ ବହୁ ଟଙ୍କା ବ୍ୟୟ କରାଯାଉଛି। ମାତ୍ର କେତେକ କାରଣରୁ ଲକ୍ଷ୍ୟଠାରୁ ଦୂରେଇ ଯାଉଛି ଯୋଜନା। ଖଜୁରିପଡ଼ା କୃଷି ସୂଚନା ଓ ପରାମର୍ଶ…

ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ

ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ କାର୍ଯ୍ୟାଳୟ ଫାଟକ ପାଖରେ ଧାରଣା ଦିଆଯାଇଛି। ପରେ ଏକ ଦାବିପତ୍ର ତହସିଲଦାରଙ୍କୁ ପ୍ରଦାନ କରାଯାଇଛି।…

ସର୍ବଭାରତୀୟ ଭାରୋତ୍ତୋଳନ: ଶକ୍ତି ଉତ୍ତୋଳନ, ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା

ବ୍ରହ୍ମପୁର ଅଫିସ,୨୭ା୯- ଭାରତୀୟ ଡାକ ବିଭାଗ ପକ୍ଷରୁ ଆୟୋଜିତ ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ହିଲପାଟଣା ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ୪ ଦିନ ଧରି ଚାଲିବାକୁ ଥିବା…

ସୁନାରିତୋଟା ସାହି ରାସ୍ତାରେ ଆଣ୍ଠୁଏ ପାଣି

ପୁରୁଷୋତ୍ତମପୁର,୨୭ା୯(ଡି.ଏନ.ଏ.)- ପୁରୁଷୋତ୍ତମପୁର ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ସଫେଇ, ନିର୍ମାଣ ଲାଗି ଦୀର୍ଘଦିନ ହେଲା ୱାର୍ଡନଂ.୯ ରଥସାହି, ସୁନାରିତୋଟାସାହିବାସୀ ଦାବି କରିଆସୁଥିଲେ ମଧ୍ୟ ଏନ୍‌ଏସି ପ୍ରଶାସନ ଦୃଷ୍ଟି ଦେଉନାହିଁ। ଫଳରେ ବର୍ତ୍ତମାନ ବର୍ଷା ପାଣି ନିଷ୍କାସନ ହୋଇ ନ…

ମୋ ସରକାର କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ବୈଠକ

ଛତ୍ରପୁର,୨୭ା୯(ଡି.ଏନ.ଏ)- ଅକ୍ଟୋବର ୨ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବ ା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏଥିପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା ା ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର…

ସିଲ୍‌ଭର ଗାନ୍ଧୀଙ୍କୁ ସମ୍ବର୍ଦ୍ଧିତ କରିବେ ପ୍ରଧାନମନ୍ତ୍ରୀ

ଭଞ୍ଜନଗର,୨୭।୯(ଡି.ଏନ.ଏ)- ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିଶ୍ୱରେ ଶାନ୍ତି ଓ ପ୍ରଗତି ପାଇଁ ଅହିଂସାକୁ ଭାରତୀୟ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବା ଲକ୍ଷ୍ୟନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଠାରେ ଜନସଚେତନତା ଓ ଦସ୍ତଖତ ଅଭିଯାନ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?