ବିବାହ ପ୍ରତିଶ୍ରୁତି ଦେଇ ମହିଳା ଡାକ୍ତରଙ୍କୁ ପ୍ରତାରଣା
ଦାରିଙ୍ଗବାଡ଼ି, ୨୩।୧୦(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ବିପିଏମ୍ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ମହିଳା ଡାକ୍ତର ଜଣକ ଏ ନେଇ ଥାନାରେ ଗୁରୁବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୦୫/୧୯…
ପୁତୁରା ଛୁରାମାଡ଼ରେ ଦାଦା ମୃତ
କବିସୂର୍ଯ୍ୟନଗର,୨୩ା୧୦- କବିସୂର୍ଯ୍ୟନଗର ଥାନା ସୁନାରୀଝୋଳା ପଞ୍ଚାୟତର ପଙ୍କଳବାଡ଼ି ଗ୍ରାମ ବେଲପୁର ସାହିରେ ସମ୍ପତ୍ତିକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇଛି। ଶେଷରେ ପୁତୁରା ଛୁରାମାଡ଼ରେ ଦାଦାର ମୃତ୍ୟୁ ଘଟିଛି। ମୃତକ ହେଲେ ଟି. ଶମ୍ବାରିଆ ରେଡ୍ଡୀ (୭୫)। ପ୍ରକାଶ ଯେ,…
ଚାଷଜମି ପମ୍ପ ହାଉସରୁ ପିତ୍ତଳ ମୂର୍ତ୍ତି ଉଦ୍ଧାର
ପାତ୍ରପୁର,୨୩ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ମୁକୁନ୍ଦପୁର ଗ୍ରାମର ଏକ ଜମିରେ ଥିବା ପମ୍ପ ହାଉସରୁ ମଙ୍ଗଳବାର ସନ୍ଧ୍ୟାର ଦେବଦେବୀଙ୍କ ପିତ୍ତଳ ମୂର୍ତ୍ତି, ଫଟୋ ଓ ମନ୍ଦିର ନୀତିକାନ୍ତିରେ ବ୍ୟବହୃତ ପିତ୍ତଳ ବାସନ ମିଳିଛି। ଏହି ମୂର୍ତ୍ତି ମଧ୍ୟରେ ଏକ ଅଷ୍ଟଧାତୁର…
ବ୍ରହ୍ମପୁର ରିଂ ରୋଡ୍: ଜମି ଅଧିଗ୍ରହଣ ସମସ୍ୟା
ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ବ୍ରହ୍ମପୁର ସହର ପାଇଁ ରିଂ ରୋଡ୍ର ପରିକଳ୍ପନା ଦୀର୍ଘ ବର୍ଷ ହେଲା ହୋଇଛି। ମାତ୍ର ତାହା କାର୍ଯ୍ୟକ୍ଷମ ହେବାରେ ଅହେତୁକ ବିଳମ୍ବ ହେଉଛି। ଘରୋଇ ଜମି ଅଧିଗ୍ରହଣରେ ସମସ୍ୟା ଦେଖାଦେଇଥିବାରୁ ଏପରି ବିଳମ୍ବ ହେଉଥିବା ଜଣାପଡିଛି। ମଙ୍ଗଳବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ…
ସୁନା ଦୋକାନୀଙ୍କଠାରୁ ଲୁଟ ଉଦ୍ୟମ: ଲୁଟେରାଙ୍କୁ ଧରିଲେ ଛାତ୍ର ନେତା
ବାରିପଦା ଅଫିସ,୨୩ା୧୦- ବାରିପଦା ସହରରେ କିଛି ଦିନ ହେବ ଚୋରି ଓ ଲୁଟ ଘଟଣା ବୃଦ୍ଧି ପାଇଛି। ସହର ଏକ ପ୍ରକାର ଅପରାଧୀଙ୍କ ଚରାଭୁଇଁ ପାଲଟିଥିବା ଅଭିଯୋଗ ହେଉଛି। ମଙ୍ଗଳବାର ରାତି ପ୍ରାୟ ୧୦.୩୦ ବେଳେ ରକ୍ସିରୋଡ଼ସ୍ଥିତ ଜଣେ ସୁନା ଦୋକାନୀ…
ବ୍ୟାଙ୍କ ଧର୍ମଘଟ ଯୋଗୁ ଜମାକାରୀ ହଇରାଣ
ବାରିପଦା ଅଫିସ,୨୩ା୧୦- ଦିନିକିଆ ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁଁ ବାରିପଦାଠାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଥିଲା। ସେହିପରି ଧର୍ମଘଟରେ ସାମିଲ ହୋଇ ନ ଥିବା ସତ୍ତ୍ୱେ ବାରିପଦାର ବିଭିନ୍ନ ଏସବିଆଇରେ ବ୍ୟାଙ୍କ ସେବା ବନ୍ଦ ରହି ଥିବାରୁ ଜମାକାରୀ ବହୁ…
ସରକାରୀ ତାଲିମ ପାଇଁ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାନେବା ଘଟଣା: ୭୦ହଜାର ଟଙ୍କା ଫେରାଇବାକୁ ଡିପିସିଙ୍କ ନିର୍ଦ୍ଦେଶ
ବଡ଼ସାହି,୨୩ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଉଜ୍ଜ୍ୱଳ ଓ ଉତ୍ଥାନ ତାଲିମ କେନ୍ଦ୍ରରେ ସିସିଟିଭି ଲଗାଇବା ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ହୋଇଛି। ବଜାରରେ ଥିବା ଏକ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାରେ ଆଣି ତାଲିମ କେନ୍ଦ୍ରରେ ଲଗାଇ ବିଲ୍ ପୈଠ କରିଥିବା ଘଟଣାକୁ ନେଇ…
ବଜ୍ରପାତରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
ଉଦଳା,୨୩ା୧୦(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ସୋନନଦୀର ଜିରିଡାଘାଟ ନିକଟରେ ମଙ୍ଗଳବାର ରାତିରେ ବଜ୍ରପାତରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣକ ବାଲେଶ୍ୱର ଜିଲା ରାଜବରହମପୁର ଥାନା ଅନ୍ତର୍ଗତ ପିଠାହତା ଗ୍ରାମର…
ନଦୀ ସାଜିଛି ପ୍ରତିବନ୍ଧକ
ଉଦଳା,୨୩ା୧୦(ଡି.ଏନ୍.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ। ଫଳରେ ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ପଞ୍ଚାୟତ ବାଲମା, ଉପରବାଲମା…
ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ
ରେମୁଣା, ୨୩।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତ ଜଙ୍ଖରାଇ-ଚଷାଖଣ୍ଡ ନୋଡ଼ାଲ (ମଇ) ସ୍କୁଲରେ ମଙ୍ଗଳବାର ପିଲାମାନଙ୍କୁ ଦିଆଯାଇଥିବା ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିଭାଗୀୟ ଅଧିକାରୀମାନେ ପହଞ୍ଚି ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସୋୟା ବଡ଼ିରେ…
ନାବାଳିକାଙ୍କୁ ବଳାତ୍କାର: ଦିବ୍ୟାଙ୍ଗ ଯୁବକ ଅଟକ
ବାହାନଗା, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ମଙ୍ଗଳବାର ଜଣେ ଦିବ୍ୟାଙ୍ଗ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୩୩୦/୧୯) ରୁଜୁ…
ବ୍ୟାପୁଛି ଡେଙ୍ଗୁ: ବାଲିଆପାଳରେ ୩ ମୃତ, ଜଳେଶ୍ୱରରେ ୭ ଚିହ୍ନଟ
ବାଲିଆପାଳ/ଜଳେଶ୍ୱର, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ଓ ଜଳେଶ୍ୱର ବ୍ଲକରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ବାଲିଆପାଳ ବ୍ଲକରେ ଡେଙ୍ଗୁରେ ଏଯାଏ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଳେଶ୍ୱର ବ୍ଲକରେ ୭ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ବାଲିଆପାଳ ବ୍ଲକ ଚାନ୍ଦମଣି ଗ୍ରାମରେ…

