ବୁଢ଼ାବୁଢ଼ି ଭତା ପାଏଲେ କୁଆଦେଇ
ଲାଠୋର ୧୮ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାର ୮୩ ବଛ୍ରିଆ ବିଧବା ବୁଢ଼ି କୁଆଦେଇକୁଁ ଶେଷେ ଲାଠୋର ପଁଚେତ୍ ପରଶାସନ ଭତା ଟଁକା ଦେଇଛେ। ଆପ୍ନେର ମୁର୍ତୁ ଉତାରୁ ସେ ଲାଠୋରରେ ଥିବାର ନିଜର ବିଧବା ଝି’…
ସାହାଯ୍ ଆଶ୍ରେ ପକ୍ଷାଘାତ ରୁଗୀ
ଲାଠୋର ୧୮ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍ ଅଧୀନ କହ୍ନେଇଛାପର ଗଁ।ର ଖଇରାପଡ଼ା। ଇ ପଡ଼ାରେ ଆଦିବାସୀ ସମାଜର ଉଦ୍ଧବ ଭୋଇ(୫୨)କଁର ଘର। ମାଏକିନା ବତୀ ଭୋଇ ଆର ଝି’ ପ୍ରେମଶୀଳାକେ ନେଇ ତାକର ସୁଖର ସଁସାର। ଜମିବାଡ଼ି…
ଗିରିଶୋଲା ଡକାୟତି ଘଟଣାରେ ୨ ଗିରଫ
ଭଞ୍ଜନଗର,୧୭।୬(ଡି.ଏନ.ଏ)-ବେଲଗୁଣ୍ଠା ଫାଣ୍ଡି ଗିରିଶୋଲାରେ ଗତ ୧୨ ତାରିଖ ରାତିରେ ହୋଇଥିବା ଚୋରି ଘଟଣାରେ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜଗନ୍ନାଥ ନାଇକ ଓ ବିଶ୍ୱନାଥ ଗୌଡ଼। ଅଭିଯୁକ୍ତଙ୍କଠାରୁ ୮ ହଜାର ଟଙ୍କା ଜବତ କରାଯାଇଛି। ପଞ୍ଚାନନ ଡାକୁଆ…
ଦୁର୍ଘଟଣାରେ ବର୍ତ୍ତିଲେ ଯାତ୍ରୀ
ଗୋପାଳପୁର,୧୭।୬-୧୬ନଂ. ଜାତୀୟ ରାଜପଥ କନିଷି ହାଟ ନିକଟରେ ସୋମବାର ଏକ ହାଇୱା ଧକ୍କାରେ ଅଟୋ ଚାଳକ ସମେତ ୪ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତିି। ସକାଳ ପ୍ରାୟ ୯.୪୦ରେ ଜରଡ଼ ଅଞ୍ଚଳର ଡି. ଚନ୍ଦ୍ର ଆଚାରୀ ନିଜ ଝିଆରୀ, ଜ୍ୱାଇଁଙ୍କୁ…
ନାଗାଲାଣ୍ଡରୁ ଫେରିଲେ ୭ ନିର୍ଯାତିତ ଶ୍ରମିକ
ନୀଳଗିରି, ୧୭ା୬(ଡି.ଏନ.ଏ.)-ନାଗାଲାଣ୍ଡକୁ ଦାଦନ ଖଟିବାକୁ ଯାଇଥିବା ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବିଭିନ୍ନ ଗାଁର ୭ଜଣ ଶ୍ରମିକ ସୋମବାର ଗଁାକୁ ଫେରିଛନ୍ତି। ସେଠାରେ ସେମାନେ ନିର୍ଯାତନାର ଶିକାର ହେଉଥିବା ଅଭିଯୋଗ ହୋଇଥିଲା। ପ୍ରଶାସନର ହସ୍ତକ୍ଷେପ ପରେ ଶ୍ରମିକମାନେ ଫେରିଥିବା ସ୍ଥାନୀୟ…
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା
ଉଲୁଣ୍ଡା, ୧୭ା୬(ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପାତାଳି ଶ୍ରୀକ୍ଷେତ୍ରଠାରେ ଦେବସ୍ନାନ ପୂର୍ଣ୍ଣମୀ ଅବସରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ସୋମବାର ସମ୍ପନ୍ନ ହୋଇଯାଇଛି। ପାରମ୍ପରିକ ରୀତିନୀତି ଅନୁସାରେ ସକାଳ ୫ଟାରେ ଦ୍ୱାରଫିଟା, ୫ା୩୦ଟାରେ ଦ୍ୱାରପାଳ ପୂଜା…
ଗଜାନନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ଧର୍ମଶାଳା,୧୭ା୬(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଭାଲୁଖାଇସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଚଳଚଞ୍ଚଳ ହୋଇଛି। ଏହି ଅବସରରେ ପ୍ରଥମେ ସ୍ନାନବେଦୀରେ ମହାପ୍ରଭୁ ଜଗନ୍ନାଥ, ବଳଦେବ ଓ ମା’ ଶୁଭଦ୍ରାଙ୍କ ସୁଦର୍ଶନଙ୍କୁ ମନ୍ଦିରରୁ ସ୍ନାନବେଦୀ ପର୍ଯନ୍ତ ନିଆଯାଇଥିଲା। ସ୍ନାନବେଦୀରେ ଠାକୁରଙ୍କ ସ୍ନାନ…
ମହାସ୍ନାନ ପରେ ଶ୍ରୀଜୀଉଙ୍କ ଗଜାନନ ବେଶ
ସଜନାଗଡ଼, ୧୭ା୬(ଡି.ଏନ.ଏ.)-ଓଡ଼ିଶାର ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୀଳଗିରିରେ ସୋମବାର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କୁ ରତ୍ନବେଦୀରୁ ସେବାୟତମାନେ ଧାଡ଼ି ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଇବା ପରେ ଅବକାଶ ନୀତି ବଢ଼ିଥିଲା ।…
ନିଜସ୍ବ ଅର୍ଥରେ ଲୋକେ ଖୋଳିଲେ ଜଳାଶୟ
ଟିକ୍ରାପଡା, ୧୭ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଟିକ୍ରାପଡା ପଞ୍ଚାୟତ ଅଧିନ ଫଟାମୁଣ୍ଡା ଗ୍ରାମବାସୀ ସ୍ନାନ ପାଇଁ ନିଜ ହାତରୁ ଖର୍ଚ୍ଚ କରି ନିକଟସ୍ଥ ମନ୍ତ୍ରୀକଟାରେ ସୋମବାର ଜଳାଶୟ ଖୋଳିଛନ୍ତି। ଗ୍ରୀଷ୍ମଋତୁରେ ଜଳାଭାବ ହେତୁ ସ୍ନାନ ପାଇଁ ସେମାନେ ବହୁ ଅସୁବିଧାର…
ରବିଧାନ କିଣା ଦାବି: ଏକକାଳୀନ ୪ଟି ଜାଗାରେ ରାସ୍ତାରୋକୋ
ନୂଆପଡା ଅଫିସ,୧୭ା୬: ବର୍ତ୍ତମାନ ବର୍ଷାଋତୁ ପାଖେଇ ଆସୁଥିବାବେଳେ କାଳବୈଶାଖୀ ବର୍ଷାରେ ଭିଜି ମଣ୍ଡିରେ ପଡ଼ିଥିବା ଧାନ ସବୁ ଗଜା ହେବାରେ ଲାଗିଥିବାବେଳେ ମିଲର୍ସମାନେ କଟନି ଛଟନିଦାବିରେ ମଣ୍ଡିରୁ ଧାନ ଉଠାଉନାହାନ୍ତି । ଏଭଳି ସ୍ଥିତିରେ ମଣ୍ଡିଗୁଡିକରେ ହଜାର ହଜାର ବସ୍ତା ଧାନ…
ସ୍ଥାୟୀ କର୍ମଚାରୀ ଦାବିରେ ପାଚିକାଙ୍କ ବିକ୍ଷୋଭ
ଭଦ୍ରକ ଅଫିସ, ୧୭।୬ – ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜିଲାରେ କାର୍ଯ୍ୟରତ ଶତାଧିକ ପାଚିକା ସିଆଇଟିୟୁ…
ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ଗିରଫ ୨ ମୁଖ୍ୟ ଅଭିଯୁକ୍ତ ଜେଲଗଲେ
ସୋନପୁର,୧୭।୬(ନି.ପ୍ର.): ସୁବର୍ଣ୍ଣପୁର ସହରର ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ବିଚାରପତି ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରିବାରୁ ସେମାନଙ୍କୁ ସୋନପୁର ସବ୍ଜେଲ ହାଜତକୁ ପଠାଇ ଦିଆଯାଇଛି ।…
Archives


