ଆମ ଜିଲା ଖବର

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା। ଉଦୟ ଚରଣ ଜାନୀଙ୍କ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା ନୀତି ଆନୁକୂଲ୍ୟରେ ପ୍ରବୋଧନ ତାଲିମ ଶିବିର ଉଦ୍‌ଯାପିତ ହୋଇଛି। ୨ଟି ପର୍ଯ୍ୟାୟରେ ୨୯୪…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ସାମଗ୍ରୀ ଚୋରି ଅଭିଯୋଗରେ ବନ ବିଭାଗ ୪ ଜଣଙ୍କୁ ଗିରଫ କରିଛି।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମାଡ଼ି ଆସୁଛି। ଗୁରୁବାର ବିଳମ୍ବିତ ରାତିରେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବିଦ୍ୟୁତ୍‌ ଖୁଣ୍ଟରୁ ଏକ ତାର ଖସିଯାଇ ବିଲ ମଝିରେ ପଡି ରହିଥିଲା।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌ -୩ ବିବସ୍ବତ ଗୌତମ ମାମଲାର ବିଚାର କରି ମାମଲାରେ ସମ୍ପୃକ୍ତ ୫…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ କରିଥିଲେ। ଅଭିଯୋଗକ୍ରମେ ପୂର୍ବାହ୍ନରେ ଆବାସ ଯୋଜନା ହିତାଧିକାରୀଙ୍କ କୌଣସି ସମସ୍ୟାକୁ ନେଇ ୱାର୍ଡ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଥାନା ପଦ୍ମପୁର ଗ୍ରାମରେ। ସୂଚନା ଅନୁଯାୟୀ, ଘସିପୁରା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ। ଗୁରୁବାର ବିଳମ୍ବିତ ରାତିରେ ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ବେଲବାହାଳି ଗାଁରେ ଏଭଳି…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ ହକ ଏବଂ ଜଙ୍ଗଲ ଜମିପଟ୍ଟା ଦାବିରେ ଶୁକ୍ରବାର ଥୁଆମୁଳ ରାମପୁର ତହସିଲଦାରଙ୍କୁ ଏକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ ସେହି ଗ୍ରାମର ଜଣେ ବ୍ୟକ୍ତି ଦୁର୍ଯ୍ୟୋଧନଙ୍କୁ ସରକାରୀ ସାହାଯ୍ୟ ଦେବା ଆଶାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?