ନାଲ୍କୋରେ କୋଇଲା ସଙ୍କଟ: ସ୍ମେଲଟରରେ ବନ୍ଦ ହେଲା ୨୦ ପଟ୍
ବଅଁରପାଳ, ୨୬ା୯(ଡି.ଏନ.ଏ.) – ନାଲ୍କୋ ବିଦ୍ୟୁତ ପ୍ରକଳ୍ପରେ ଏବେ କୋଇଲା ସଙ୍କଟ ଯୋଗୁ ୧୦ରୁ ୫ଟି ୟୁନିଟ ବନ୍ଦ ରହିଛି। ଫଳରେ ସିପିପି ପ୍ଲାଣ୍ଟରୁ ବିଦ୍ୟୁତ ଉତ୍ପାଦନ ହ୍ରାସ ପାଇଛି। ଏହାର କୁପ୍ରଭାବ ସ୍ମେଲଟର ପ୍ଲାଣ୍ଟ ଉପରେ ପଡିଛି। ସ୍ମେଲଟରରେ ୯୬୦…
ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ: ରାତିରେ ମିଳୁନି ସ୍ବାସ୍ଥ୍ୟସେବା
ନୟାଗଡ଼ ଅଫିସ,୨୬।୯: ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଜିଲା ସଦର ମହକୁମାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରହିଛି। ୨୪ ଘଣ୍ଟା ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଚିକିତ୍ସାଳୟ ଥିବା ବେଳେ ରାତିରେ କିନ୍ତୁ ଠିକ୍ ଭାବେ ରୋଗୀଙ୍କୁ…
ଡାକ୍ତରଙ୍କ ବଦଳି ବାତିଲ ଦାବିରେ ବିକ୍ଷୋଭ
ବଇଣ୍ଡା, ୨୬ା୯(ଡି.ଏନ.ଏ.) – କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଚିତ୍ତରଞ୍ଜନ ସାହୁଙ୍କୁ ବୁଧବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଠାକୁରଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ସପ୍ତାହକୁ ୩ ଦିନ କାର୍ଯ୍ୟରେ ଯୋଗ ଦେବାକୁ ବଦଳି ନିର୍ଦ୍ଦେଶାନାମା ଆସିଥିଲା। ଏହା ଜଣାପଡିବା ପରେ କିଶୋରନଗର…
ମହାବିଦ୍ୟାଳୟ ପରିସରରେ ଅର୍ଦ୍ଧନିର୍ମିତ ସୁଇମିଂ ପୁଲ୍: ନାହିଁ ସୁରକ୍ଷା ପ୍ରାଚୀର
ନିରାକାରପୁର,୨୬ା୯(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସର୍ବପୁରାତନ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ପରିସରରେ ଦୀର୍ଘଦିନ ହେଲା ଏକ ସୁଇମିଂପୁଲ୍ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ବର୍ଷା ପାଣି ପୂର୍ଣ୍ଣହୋଇ ରହିଥିବା ସୁଇମିଂ ପୁଲ୍ରେ ସୁରକ୍ଷା ପ୍ରାଚୀର ନ ଥିବାରୁ ଏହା ସର୍ବଦା…
ଜଗନ୍ନାଥ ଟ୍ରକ୍ ଓନର ଆସୋସିଏଶନ୍ର ଖବରଦାତା ସମ୍ମିଳନୀ: ସ୍ଥାନୀୟ ଲୋକଙ୍କୁ ହତାଦର ଅଭିଯୋଗ
ଅନୁଗୋଳ ଅଫିସ, ୨୬।୯ – ଅନୁଗୋଳ ଓ ତାଳଚେର ଅଞ୍ଚଳର ଜଗନ୍ନାଥ ଟ୍ରକ୍ ଓନର ଆସୋସିଏଶନ୍ କର୍ମକର୍ତ୍ତାମାନେ ଲୋଡିଂ ବ୍ୟବସ୍ଥାକୁ ନେଇ ଖୁସି ନୁହନ୍ତି। ତାଳଚେର ବିଧାୟକ ଏଥିରେ ବାଧା ସୃଷ୍ଟି କରିବାକୁ ଷଡ଼ଯନ୍ତ୍ର କରୁଥିବା ଆସୋସିଏଶନ୍ର କର୍ମକର୍ତ୍ତାମାନେ ବୁଧବାର ସ୍ଥାନୀୟ…
ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା: ଆବେଦନକାରୀଙ୍କୁ ଅଣଦେଖା
ରଣପୁର,୨୬ା୯(ସ୍ବ.ପ୍ର.): ରଣପୁର ଏନ୍ଏସିରେ ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥିରେ ଆବେଦନକାରୀଙ୍କୁ ଅଣଦେଖା କରାଯାଇ ଅଣଆବେଦନକାରୀଙ୍କୁ ଅନୁକମ୍ପା ଦେଖାଇ ନିଯୁକ୍ତି ମିଳିଛି ବୋଲି ଦର୍ଶାଯାଇଛି। ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ରଣପୁର ଏନ୍ଏସିରେ ୩…
ଫୁଲବାଣୀ ୟୁନାଇଟେଡ୍ ବ୍ୟାଙ୍କ ଋଣ ଜାଲିଆତି : ଗିରଫ ଶାଖା ପରିଚାଳିକା ନିଲମ୍ବିତ
ଫୁଲବାଣୀ ଅଫିସ, ୨୬ା୯- ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି) ଋଣ ପ୍ରଦାନରେ ଜାଲିଆତି ଘଟଣାରେ ୟୁନାଇଟେଡ୍ ବ୍ୟାଙ୍କ ଫୁଲବାଣୀ ଶାଖା ପରିଚାଳିକା ସାଗରିକା ନାୟକ ମଙ୍ଗଳବାର ଜେଲ ଯାଇଛନ୍ତି। ବୁଧବାର ବିଭାଗୀୟ ତଦନ୍ତ କରାଯାଇ ସାଗରିକାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି ା…
୧୬ନଂ. ଜାତୀୟ ରାଜପଥର ବାଇପାସ୍ ରୋଡ୍: ବାରମ୍ବାର ଆନ୍ଦୋଳନ ପରେ ନିର୍ମାଣ ଚାଲିଛି ୬ଲେନ ରାସ୍ତା
ରଣପୁର,୨୬।୯(ସ୍ବ.ପ୍ର.): କୋଲକତା-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ଚାନ୍ଦପୁରଠାରେ ବାଇପାସ୍ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ଓ ଆନ୍ଦୋଳନ ପରେ ୬ଲେନ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ଓଭରବ୍ରିଜ କରା ନ…
ତିବ୍ବତୀୟଙ୍କୁ ଦୀର୍ଘ ମିଆଦୀ ଜମି ଲିଜ୍ଦେଲେ ଆନ୍ଦୋଳନ
ଚନ୍ଦ୍ରଗିରି,୨୬ା୯(ଡି.ଏନ.ଏ.)-ଗଜପତି ଜିଲା ମୋହନା ଓ ଆର.ଉଦୟଗିରି ତହସିଲ ଅନ୍ତର୍ଗତ ପାଞ୍ଚଟି ପଞ୍ଚାୟତର ବିଭିନ୍ନ ସ୍ଥାନରେ ୬୦ବର୍ଷରୁ ଉର୍ଦ୍ଧ୍ୱ ହେଲା ତିବ୍ବତୀୟମାନେ ଶରଣାର୍ଥୀଭାବେ ରହୁଛନ୍ତି। ସରକାରଙ୍କ ନିୟମ ଅନୁଯାୟୀ ଏହି ଜମିକୁ ୫ବର୍ଷୀୟା ଲିଜ୍ରେ ଦିଆଯାଉଛି। ଅବଧି ପୂରଣ ପରେ ପୁଣି ନବୀକରଣ…
ବର୍ଷା ବିତ୍ପାତ : ସ୍କୁଲ ଛୁଟି ; ବିଳମ୍ବ ନିଷ୍ପତ୍ତି ଯୋଗୁ ହଇରାଣ
ବ୍ରହ୍ମପୁର ଅଫିସ୍,୨୬ା୯-ଓଡ଼ିଶା ଉପକୂଳରେ ସୃଷ୍ଟ ପୂର୍ଣ୍ଣିବଳୟ ପ୍ରଭାବରେ ଗତ ୩ ଦିନ ହେଲା ବର୍ଷା ଲାଗି ରହିଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ରେକର୍ଡ଼ କରାଯାଇଛି। ବର୍ଷା ଦେଖି ଜିଲା ପ୍ରଶାସନ…
ନିଶାସକ୍ତ ଚାଳକଙ୍କ ମଧ୍ୟରେ କୋକୁଆ ଭୟ
ବ୍ରହ୍ମପୁର ଅଫିସ,୨୬ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ଚାରିଆଡେ ଚେକିଂ କରାଯାଉଛି। ଅନ୍ୟପଟେ ରାଜପଥରେ ନିଶାସକ୍ତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଧରପଗଡ ଜୋରଦାର ହେବା ପରେ ବହୁ ମଦ ଦୋକାନ ଏବେ ଖଁ। ଖଁ। ହୋଇପଡିଥିବା…
ମହିଳାଙ୍କୁ ନିର୍ଯାତନା,ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ
ଜଗନ୍ନାଥପ୍ରସାଦ,୨୬ା୯(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜୀ ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳାଙ୍କ ଏତାଲା ପ୍ରକାରେ, ୨…

