ଆମ ଜିଲା ଖବର

ଛତ୍ରପୁର ତ୍ରାହି ଅଚ୍ୟୁତ ଆଶ୍ରମ ଜମି ବିବାଦ ମାମଲା: ହାଜର ହେଲେନି ସୁରବାବା, ୧ରେ ଶୁଣାଣି

ଛତ୍ରପୁର,୨୬ା୯(ଡି.ଏନ.ଏ.)-ଛତ୍ରପୁର ତ୍ରାହି ଅଚ୍ୟୁତ ଆଶ୍ରମ ଜମି ବିବାଦ ମାମଲାରେ ବୁଧବାର ସ୍ଥାନୀୟ ଏସଡିଜେମ୍‌ କୋର୍ଟରେ ଚାର୍ଜଫ୍ରେମ ହୋଇପାରିନି। ମାମଲାର ଅଭିଯୁକ୍ତ ତଥା ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁରେନ୍ଦ୍ରନାଥ ମିଶ୍ର (ସୁରବାବା) ହାଜର ନ ହେବା ଏବଂ ଆପୋସ ବୁଝାମଣା ପିଟିଶନ…

ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଶିକ୍ଷକ ଗିରଫ

ବ୍ରହ୍ମପୁର ଅଫିସ,୨୬ା୯-ଛାତ୍ରୀଙ୍କୁ ଅଶ୍ଳୀଳ ଫଟୋ ପଠାଇ ଜଣେ ଶିକ୍ଷକ ଗିରଫ ହୋଇଛନ୍ତି। ସେ ହେଲେ ପ୍ରିୟ ରଞ୍ଜନ ପାଣିଗ୍ରାହୀ ଓ ତାଙ୍କ ଘର ଗୋଷାଣୀନୂଆଗଁା ବୋଲି ଗୋଷାଣୀନୂଆଗଁା ଥାନାଧିକାରୀ ସୁମିତ ସୋରେନ କହିଛନ୍ତି। ମାମଲା ନଂ.୯୫/୧୯ରୁଜୁ କରାଯାଇଥିବା ବେଳେ ଗୁରୁବାର ତାଙ୍କୁ…

ନିୟମ ଉଲ୍ଲଂଘନକାରୀଙ୍କୁ ଜଗିବ ସିସି କ୍ୟାମେରା

ଛତ୍ରପୁର,୨୬ା୯(ଡି.ଏନ.ଏ)-ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ବସଷ୍ଟାଣ୍ଡ ଅକ୍ଟୋବର ୨ ତାରିଖଠାରୁ କାର୍ଯ୍ୟକ୍ଷମ ହେବ । ଏଥିପାଇଁ ଆବଶ୍ୟକୀୟ ବୈଷୟିକ କାମ ସରିଛି। ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଓଏସ୍‌ଆର୍‌ଟିସି…

ଶିବଗଙ୍ଗା ପୁଷ୍କରିଣୀକୁ ବର୍ଷାଜଳ ଭରସା

ଆରଡ଼ି, ୨୬।୯ (ଡି.ଏନ.ଏ.)- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିର ଉନ୍ନତିକରଣ ପାଇଁ ବୈଠକ ବସୁଛି। ସମୀକ୍ଷା ହେଉଛି ଓ ସ୍ଥିତି ପରଖା ଚାଲିଛି। ହେଲେ ଏଠାରେ ଥିବା ଶିବଗଙ୍ଗା ପୁଷ୍କରିଣୀର ପୁନରୁଦ୍ଧାର କାର୍ଯ୍ୟ ସରିବାକୁ ୨…

ସିଂଲା ଦୋଳବାଡ଼ ଗ୍ରାମରେ ୧୪୪ ଧାରା ଜାରି

ବସ୍ତା,୨୬।୯(ସ୍ବ.ପ୍ର)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଦୋଳବାଡ଼ ଗାଁରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିବା ଜଣାପଡ଼ିଛ। ଜନୈକ ପରିବାର ଗ୍ରାମରେ ଥିବା ମନ୍ଦିର ପାଖ ସରକାରୀ ରାସ୍ତାକୁ ଘରୋଇ ଭାବେ ବ୍ୟବହାର କରିବାକୁ କେନ୍ଦ୍ର କରି ଉତ୍ତେଜନା…

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବାଲେଶ୍ୱର ଅଫିସ/ରେମୁଣା,୨୬।୯(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦା ସ୍ଥିତ ନୋସି ବିଜିନେସ୍‌ ପାର୍କ ପରିସରରେ ଥିବା ଏକ ପୋଖରୀ ଭିତରୁ ବୁଧବାର ସନ୍ଧ୍ୟା ୭ଟା ସମୟରେ ଜଣେ ଯୁବକଙ୍କ ମୃତଶରୀର ଭାସୁଥିବାର ଦେଖିବାକୁ ମିଳିଥିଲା। ଶିଳ୍ପାଞ୍ଚଳ ଥାନା ପୋଲିସ ମୃତଦେହ…

ଲଗାଣ ବର୍ଷାରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୯- ବାଲେଶ୍ୱର ଜିଲାରେ ୩ ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ସହର ତଳି ଅଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ବିପଦ ସଙ୍କେତ ଅତିକ୍ରମ କରି ପ୍ରବାହିତ ହେଉଥିବାବେଳେ…

ବିଜେପୁର: କଂଗ୍ରେସର ପ୍ରାର୍ଥୀ ହେଲେ ଦିଲ୍ଲୀପ ପଣ୍ଡା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଆସନ୍ତା ୨୧ତାରିଖରେ ବିଜେପୁର ଆସନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ସବୁ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବୁଧବାର କଂଗ୍ରେସ ନିଜ ପ୍ରାର୍ଥୀ…

୪୮୦ ବସ୍ତା ୟୁରିଆ ସାର ବାଟରୁ ଉଭାନ ଧରାପଡିଲା

ବଡ଼ଗାଁ, ୨୫।୯ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମସ୍ଥିତ ସମବାୟ ସମିତି (ଲ୍ୟାମ୍ପ୍ସ)ର କର୍ମଚାରୀମାନେ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା ଘଟଣା ଗୋଟିଏ ପରେ ଗୋଟିଏ ଲୋକ ଲୋଚନକୁ ଆସୁଛି। ଭୂତ କର୍ମଚାରୀ…

ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରା ଗିରଫ

ବଲାଙ୍ଗୀର ଅଫିସ, ୨୫ା୯: ବଲାଙ୍ଗୀର ଜିଲା ପୁଇଁତଲା ଥାନା ପୋଲିସ ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରାଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଦୁଇ ଲୁଟେରା ହେଲେ ଲୋଇସିଂହା ଥାନା ସାଲେଭଟା ଗଁ।ର ନରେନ୍ଦ୍ର ସୁନା ଓରଫ୍‌ ନରେନ୍‌…

ମହିଳାଙ୍କୁ ନିର୍ଯାତନା, ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୫ା୯(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜି ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳା ଏତାଲା ପ୍ରକାରେ,…

ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି

ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜଳ ଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ବାଘୁଆ ଜଳସେଚନ ଉପଖଣ୍ଡ ସହକାରୀ ନିର୍ବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?