ଆମ ଜିଲା ଖବର

ଧାମରାରେ ଧରା ହେଲା ହ୍ବେଲସାର୍କ

ଚାନ୍ଦବାଲି, ୨୫।୯ (ଡି.ଏନ.ଏ.): ଭଦ୍ରକ ଜିଲା ଧାମରା ମତ୍ସ୍ୟ ପୋତାଶ୍ରୟ ଅଧୀନରେ ଥିବା ଚନ୍ଦନିପାଳ ମାଛଧରା ବେସ୍‌ରୁ ବୁଧବାର ଏକ ବିରଳ ମାଛ ଧରା ହୋଇଛି। ଏହାର ନାମ ହ୍ବେଲସାର୍କ ହୋଇଥିବା ବେଳେ ଓଜନ ୧ କୁଇଣ୍ଟାଲରୁ ଅଧିକ। ଏହାକୁ ଲକ୍ଷାଧିକ…

ଭଉଣୀ ହତ୍ୟାକାରୀକୁ ଆଜୀବନ: ଭିଣୋଇ ନିର୍ଦ୍ଦୋଶରେ ଖଲାସ

ଆନନ୍ଦପୁର,୨୫। ୯(ସ୍ବ.ପ୍ର.): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ବୁଧବାର ଏକ ହତ୍ୟା ଘଟଣାର ରାୟ ପ୍ରକାଶ କରି ଭିଣୋଇକୁ ନିର୍ଦ୍ଦୋଶରେ ଖଲାସ ଏବଂ ଶାଳୀକୁ ଆଜୀବନ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଖଲାସ ହୋଇଥିବା ଭିଣୋଇ ହେଉଛନ୍ତି ଆନନ୍ଦପୁର ଥାନା…

ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାରେ ନାବାଳିକା

ବାରିପଦା ଅଫିସ,୨୫।୯: ବାରିପଦା ବ୍ଲକ ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକା ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାକୁ ଆସିଛନ୍ତି। ପରିବାର ଲୋକେ ତାଙ୍କ ବିବାହ ପାଇଁ ଯୋଜନା କରୁଥିଲେ। ମାତ୍ର କମ୍‌ ବୟସରେ ବିବାହ କରିବେ ନାହିଁ ବୋଲି ନିଷ୍ପତ୍ତି…

ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ସମ୍ପୃକ୍ତ ଯୁବକ ଗୁଲସନ ମହାନ୍ତଙ୍କୁ…

ଲାଞ୍ଚ ନେଇ କ୍ୟାସିୟର ଗିରଫ

ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠିକାଦାର…

ଝିଣ୍ଟିକାପଲ୍ଲୀରେ ବାର୍‌ହା ଆକ୍ରମଣରେ ୫ ଆହତ

ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍‌ହା ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ସୁରଥ ପ୍ରଧାନ, ଅଜୟ ପରିଡା, ଲକ୍ଷ୍ମଣ ନରେନ୍ଦ୍ରସିଂହ…

ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ

ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ ହୋଇଛି। ଫଳରେ ୩ଟି ପଞ୍ଚାୟତରେ ଲୋକମାନେ ଜାତୀୟ ରାଜପଥ ନଂ. ୧୬କୁ ଆସିବା…

ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଛନ୍ତି କୁନିକୁନି ପିଲା

କେନ୍ଦୁଝର, ୨୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଗ୍ରାମାଞ୍ଚଳରେ ରାସ୍ତାଘାଟ ସମସ୍ୟା ଯୋଗୁ କୁନିକୁନି ପିଲା ପାଣିରେ ପଶି ବିପଦପୂର୍ଣ୍ଣ ଅବସ୍ଥାରେ ସ୍କୁଲ ଯିବାଆସିବା କରୁଥିବା ଦେଖିବାକୁ ମିଳୁଛି। ତେବେ ସହରର ୮ ନମ୍ବର ୱାର୍ଡର ଭାଲୁକିପତଲା ସାହିରେ ଥିବା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର…

କୁଶକିଳା ହତ୍ୟାକାଣ୍ଡ ଘଟଣା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ, ଗୁରୁବାର ପ୍ରକାଶ ପାଇବ ଚୂଡ଼ାନ୍ତ ରାୟ

ଅନୁଗୋଳ ଅଫିସ, ୨୫।୯: ଅନୁଗୋଳ ଜିଲା କୁଶକିଳାରେ ଘଟିଥିବା ବହୁଚର୍ଚ୍ଚିତ ଦୁଇଭାଇ ହତ୍ୟାକାଣ୍ଡ ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲା ଓ ଦୈରାଜଜ୍‌ ଅଶାନ୍ତ କୁମାର ଦାସ ଅଭିଯୁକ୍ତ ଝସକେତନ ରାଉତଙ୍କ ବିରୋଧରେ ତଥ୍ୟ ପ୍ରମାଣକୁ ଭିତ୍ତିକରି ଦୋଷୀ…

ଭିଜିଲାନ୍ସ ଜାଲରେ ଜେଇ

ଭବାନୀପାଟଣା,୨୫।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସର୍ବଶିକ୍ଷା ଅଭିଯାନ ଅଫିସରେ କାର୍ଯ୍ୟରତ ଜେଇ ଅଭୟ ପତିଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଭଡ଼ାଘର ସମେତ ଢେଙ୍କାନାଳ, ଭୁବନେଶ୍ୱର, କଟକ, ପୁରୀ, ସୁକିନ୍ଦା…

ଲଗାଣ ବର୍ଷା : ଜନଜୀବନ ଅସ୍ତବ୍ୟସ୍ତ

ଆନନ୍ଦପୁର,୨୫।୯(ସ୍ବ.ପ୍ର.) : ଲଘୁଚାପ ପ୍ରଭାବରେ ଦୁଇଦିନ ଧରି କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଝିପିଝିପି ବର୍ଷା ଲାଗିରହିଛି। ମଝିରେ ମଝିରେ ପ୍ରବଳ ବର୍ଷା ମଧ୍ୟ ହେଉଛି। ଏହାର ପ୍ରଭାବରେ ଅର୍ଥନୈତିକ କାରବାର ହ୍ରାସ ପାଇବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବୁଧବାର…

ପୋଖରୀରେ ବୁଡ଼ି ଶିଶୁକନ୍ୟାର ମୃତ୍ୟୁ

ଢେଙ୍କିକୋଟ,୨୫।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମନହରପୁର ପଞ୍ଚାୟତ କଟରାବେଡା ଚତୁରି ସାହିରେ ବୁଧବାର ପୂର୍ବାହ୍ନରେ ପୋଖରୀରେ ବୁଡି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ ହେଲେ ଜିଆର୍‌ଏସ୍‌ ଯୋଗେନ୍ଦ୍ର ମହାନ୍ତିଙ୍କ ଅଢ଼େଇ ବର୍ଷର ଝିଅ ଭୂମିଶ୍ରୀ । ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?