କାନ୍ଥ ପଡ଼ି ଯୁବକ ଗୁରୁତର : ଚିକିତ୍ସାଳୟରେ ଭର୍ତ୍ତି
ଆନନ୍ଦପୁର,୨୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୩ ନଂ. ଓ୍ବାର୍ଡ ଜଅଁରା ଗ୍ରାମରେ କାନ୍ଥ ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ଷାରେ ମାଟି କାନ୍ଥ ଦୁର୍ବଳ…
ସ୍କୁଟିକୁ ଧକ୍କାଦେଲା ବୋଲେରୋ: ୩ ଗୁରୁତର
ରାଇସୁଆଁ,୨୫।୯(ଡି.ଏନ୍.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ଓଭରବ୍ରିଜ୍ ନିକଟରେ ବୁଧବାର ମଧ୍ୟାହ୍ନରେ ବୋଲେରୋ ଏକ ସ୍କୁଟିକୁ ଧକ୍କା ଦେବା ଫଳରେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି। ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଚିକିତ୍ସା ଲାଗି କେନ୍ଦୁଝର…
ପୁରୁଷୋତ୍ତମପୁର ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଲେ ସୀମାଞ୍ଚଳ ମହାନ୍ତି : ଲୋକଙ୍କ ଘରକୁ ଯାଇ ସମସ୍ୟାର ସମାଧାନ କରିବାକୁ ଦେଲେ ପ୍ରତିଶ୍ରୁତି
ପୁରୁଷୋତ୍ତମପୁର,୨୫।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ବିଡିଓ ଭାବେ ସୀମାଞ୍ଚଳ ମହାନ୍ତି ମଙ୍ଗଳବାର ଯୋଗଦେଇଥିବାବେଳେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଲୋକେ ଘରେ ରହି ସରକାରୀ ସୁବିଧା ଯେପରି ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେବେ ବୋଲି ବିଡିଓ ପ୍ରତିଶ୍ରୁତି…
ପିଲାଙ୍କୁ ପଢ଼ାଇଲେ କେନ୍ଦୁଝର ଜିଲାପାଳ
କେନ୍ଦୁଝର,୨୫।୯( ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ ଥାକରେ ବୁଧବାର ସ୍ଥାନୀୟ ରାଙ୍କିଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ବିଷୟରେ ଅଧ୍ୟୟନ କରାଇଛନ୍ତି। ଏଥିସହ କଠିନ ପରିଶ୍ରମ କରି ଉଚ୍ଚ ଶିକ୍ଷିତ ହେବାକୁ ପରାମର୍ଶ ଦେଇଛନ୍ତି। ସୂଚନାନୁଯାୟୀ, ଜିଲାପାଳ ଦଶମ, ଏକାଦଶ…
ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ
ବାରିପଦା ଅଫିସ,୨୫।୯- ମୟୁରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧିନ ଧନପୁର ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଉତ୍ତୋଳନ କରି ଭାଇରାଲ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ…
ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଘଟଣା : ଶିକ୍ଷକ ଗିରଫ
ଦାରିଙ୍ଗବାଡ଼ି,୨୫।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଟ୍ୟୁସନ ଶିକ୍ଷକ ସପ୍ତମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିଥିବା ସୋମବାର ଅଭିଯୋଗ ହୋଇଥିଲା। ଏଥିରେ ସଂପୃକ୍ତ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କୁ ପୋଲିସ ବୁଧବାର ଗିରଫ କରିଥିବା ବେଳେ ଫୁଲବାଣୀ…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ
ଭୁବନେଶ୍ୱର, ୨୫।୯(ବ୍ୟୁରୋ): କଟକ ସ୍ବେରେଜ ବୋର୍ଡ ପ୍ରକଳ୍ପ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଅଭିଯୋଗରେ ଯନ୍ତ୍ରୀ ପ୍ରମୋଦ ସାହୁଙ୍କ ନୂଆପଲ୍ଲୀସ୍ଥିତ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଚଢ଼ାଉ…
୬ ଆନ୍ତଃ ରାଜ୍ୟ ଡକାୟତ ଗିରଫ: ବିପୁଳ ପରିମାଣର ମାରଣାସ୍ତ୍ର ଜବତ
ପାଟଣା,୨୫।୯(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପୋଲିସ ମଙ୍ଗଳବାର ରାତିରେ ଏକ ଆନ୍ତଃ ରାଜ୍ୟ ଡକାୟତି ଗ୍ୟାଙ୍ଗର ୬ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ କୁହାଯାଉଥିବା ଘଟଗାଁ ଥାନା ଅଞ୍ଚଳର ଗୋବିନ୍ଦ…
ଲାଞ୍ଚନେଇ କ୍ୟାଶିୟର ଗିରଫ
ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ଡିଭିଜନ କାର୍ଯ୍ୟାଳୟର କ୍ୟାଶିୟର ଅଜୟ କୁମାର ସେଜପଡା ଲାଞ୍ଚ ନେବା ବେଳେ ବୁଧବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଜଣେ ଠିକାଦାରଙ୍କଠାରୁ ଅଜୟ ୧୪ ହଜାର ଟଙ୍କା ଲାଞ୍ଚ ନେଉଥିଲେ।…
ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ
କେନ୍ଦୁଝର,୨୫।୯(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କେନ୍ଦୁଝର ଦ୍ୱିତୀୟ କ୍ୟାମ୍ପସରେ ବୁଧବାର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଶୋଚନୀୟ ରାସ୍ତା, ଅଧ୍ୟାପକ ଅଭାବ, ହଷ୍ଟେଲ, ଲାବରୋଟୋରୀ, ଓ୍ବାଇଫାଇ ସୁବିଧା ନ ଥିବା ଆଦି ସମସ୍ୟା ସମାଧାନ ନେଇ ଏହି ଆନ୍ଦୋଳନ ହୋଇଛି। ବାରମ୍ବାର…
ନନ୍ଦନକାନନ ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟ ଫାଟକ ବନ୍ଦ: ଉପନିର୍ଦ୍ଦେଶକଙ୍କୁ ଦାବିପତ୍ର ପ୍ରଦାନ
ବାରଙ୍ଗ, ୨୫।୯(ଡି.ଏନ୍.ଏ.): ନନ୍ଦନକାନନ ପଶୁପକ୍ଷୀ ସୁରକ୍ଷା କମିଟି ପକ୍ଷରୁ ବୁଧବାର ସକାଳେ ନନ୍ଦନକାନନ ମୁଖ୍ୟ ପ୍ରବେଶପଥ ଫାଟକକୁ ବନ୍ଦ କରାଯାଇଥିଲା। ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଓ ତପନ କୁମାର ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ କମିଟିର ସଦସ୍ୟମାନେ ଗେଟ କମ୍ପ୍ଲେକ୍ସ ଫାଟକ…
କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି ପୋଲିସ
ତାଳଚେର,୨୫।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ୩ ଦିନ ଲାଗି ଖଣିବନ୍ଦ ଆନ୍ଦୋଳନ ଜାରି ରହିଥିଲା। ଏ ନେଇ କୋଲ୍ ଫିଲ୍ଡସ୍ରେ ଥିବା କୋଇଲା…

